ମାେତେ ସିଂହ ମୁଖରୁ ଉଦ୍ଧାର କର। ମାେତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।
Cross references
ପରମେଶ୍ବର ସମାନଙ୍କେୁ ମିଶରରୁ ବାହାର କରି ଆଣି ଅଛନ୍ତି। ସମାନଙ୍କେର ପରମେଶ୍ବର ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳୀ।
ଯୋଷଫେ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ତାଙ୍କର ଶିଙ୍ଗ ସଦୃଶ। ସମାନେେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶଷେ ସୀମାକକ୍ସ୍ଟ ସମାନଙ୍କେୁ ତଡି ଦବେେ। ସମାନେେ ମନଃଶିର ହଜାର ହଜାର ଲୋକପରି, ଇଫ୍ରଯିମଙ୍କ ଦଶହଜାର ଲୋକଙ୍କ ତକ୍ସ୍ଟଲ୍ଯ।
ଆୟୁବ, ଗୋଟିଏ ବଣୁଆ ଷଣ୍ଢ ତୁମ୍ଭ କଥା ରେ ରାଜି ହାଇେ ତୁମ୍ଭ କାମ କରିବ କି ? ସେ ତୁମ୍ଭ ଗୁହାଳ ରେ ରହିବ କି ?
ମାରେ ପ୍ରଭୁ, ଆଉ କେତଦେିନ ଏପରି ଘଟଣା ମାେ ଉପରେ ଘଟୁଥିବ ? ସହେି ଲୋକମାନେ ମାେତେ ଧ୍ବଂସ କରିଦବୋକୁ ଚାହୁଁଛନ୍ତି। ସଦାପ୍ରଭୁ ମାରେ ପ୍ରାଣକୁ ବଞ୍ଚାଅ। ମାରେ ଅତି ପ୍ରିଯ ଆତ୍ମାକୁ ସହେି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର। ସମାନେେ ସିଂହ ତୁଲ୍ଯ ଅଟନ୍ତି।
ତେଣୁ ମଷେ, ବନ୍ଯ ଗୋରୁ, ବୃଷଭ ଏବଂ ୟୁବା ବୃଷଭ ଆସିବେ। ସମାନଙ୍କେ ରକ୍ତ ରେ ପରିପୂର୍ଣ୍ଣ ହବେ ଓ ସମାନଙ୍କେ ଚର୍ବି ରେ ଭୂମି ଆଚ୍ଛାଦିତ ହବେ।
ମନ୍ଦିର ରେ ମୁଁ ପ୍ରେତ୍ୟକକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭମାନେେ ମାେତେ ସଠାେରେ ବନ୍ଦୀ କରିନବୋକୁ କାହିଁକି ଚେଷ୍ଟା କଲନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତବେେଳେ ଅନ୍ଧକାର ରାଜତ୍ବ କରିଥାଏ।
ଯୀଶୁ ଏକଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉେଠଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଚାଲିଗଲେ।
ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।
ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।
ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।
ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
ନିଜକୁ ସଂୟଜ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଚାରିଆଡ଼େ ଖାଜେି ବୁଲୁଛି।