Home Bibles ଗୀତସଂହିତା 22:25 · ଓଡ଼ିଆ ବାଇବେଲ
ଗୀତସଂହିତା 22:25 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।

Cross references

ଗୀତସଂହିତା 22:22

ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 35:18

ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି। ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତବେେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।

ଗୀତସଂହିତା 40:9

ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।

ଗୀତସଂହିତା 56:12

ହେ ପରମେଶ୍ବର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି। ମୁଁ ତୁମ୍ଭକୁ ଧନ୍ଯବାଦ ରୂପକ ନବୈେଦ୍ଯ ଦବେି।

ଗୀତସଂହିତା 65:1

ହେ ସିୟୋନର ପରମେଶ୍ବର, ତୁମ୍ଭେ ପ୍ରଶଂସିତ ହବୋର ହକ୍ଦାର। ଆମ୍ଭମାନେେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।

ଗୀତସଂହିତା 66:13

ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।

ଗୀତସଂହିତା 66:16

ହେ ସମସ୍ତ ଲୋକ ଯେଉଁମାନେ ପରମେଶ୍ବରଙ୍କୁ ଉପାସନା କର, ଆସ ଏବଂ ମୁଁ ତୁମ୍ଭମାନଙ୍କୁ କହିବି ପରମେଶ୍ବର ମାେ ପାଇଁ କ'ଣ ସବୁ କରିଛନ୍ତି।

ଗୀତସଂହିତା 111:1

ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।

ଗୀତସଂହିତା 116:14

ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି।

ଗୀତସଂହିତା 118:19

ହେ ପରମେଶ୍ବର ମାେ ପାଇଁ ସତ୍ଯତାର ଫାଟ ସବୁ ଫିଟାଅ। ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।

ଉପଦେଶକ 5:4

ତୁମ୍ଭେ ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କଲେ ତାହା ପରିଶାଧେ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠା ରେ ତାଙ୍କର ସନ୍ତାଷେ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶାଧେ କର।

Interlinear

Choose Theme