ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍।
Cross references
ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।
ଯେପରି ତୁମ୍ଭେ କହିଅଛ, ଏବେ ମୁଁ ବିନଯ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ।
ହେ ମାରେ ପରମେଶ୍ବର, ତୁମ୍ଭେ ମାରେ ଦୃଢ଼ ଶୈଳ। ତଣେୁ ମାେତେ ତୁମ୍ଭର ପଥ ଦଖାେଅ ଓ ଦିଗଦର୍ଶନ ଦିଅ।
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।
ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରଭୁ। ତଣେୁ ମାେତେ ସହେି ବାଟରେ ଚଲାଅ ଯେଉଁଥିରେ ତୁମ୍ଭ ନାମର ସମ୍ମାନ ଆସୁ। କାରଣ ତୁମ୍ଭେ ଦୟାମଯ, ମଙ୍ଗଳମଯ, ଏଣୁ ମାେତେ ଉଦ୍ଧାର କର।
ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର।
ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।
ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କୋର୍ଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ।
ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
କିନ୍ତୁ ମୁଁ ସମାନଙ୍କେୁ ଧ୍ବଂସ କଲି ନାହିଁ। କାରଣ ସମାନଙ୍କେ ସହିତ ଥିବା ଲୋକମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କରିବା ପାଇଁ ମାେତେ ଭଲ ଲାଗିଲା ନାହିଁ, କାରଣ ଯେତବେେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସମାନଙ୍କେୁ ମିଶରରୁ ବାହାର କରି ଆଣିବା ଦ୍ବାରା ମୁଁ ଇଶ୍ରାୟେଲୀୟମାନଙ୍କଠା ରେ ପରିଚିତ ହଲିେ।
ତେଣୁ ଇଶ୍ରାୟେଲର ଲୋକମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲ ପରିବାର, ତେଣୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯାହା କହିବା କଥା ତାହା ମାରେ ନାମର ସୁରକ୍ଷା ପାଇଁ କରୁ ନାହଁ। ତୁମ୍ଭମାନେେ ଯେଉଁଠାକୁ ଗଲେ, ସହେି ରାଷ୍ଟ୍ରମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କଲ।
କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ବାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।