Home Bibles ☰ Books ଗୀତସଂହିତା 25:12 · ଓଡ଼ିଆ ବାଇବେଲ
ଗୀତସଂହିତା 25:12 · ଓଡ଼ିଆ ବାଇବେଲ

ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।

Cross references

ଆଦି ପୁସ୍ତକ 26:2

ସେତବେେଳେ ସଦାପ୍ରଭୁ ଇସ୍ହାକକୁ କହିଲେ, ତୁମ୍ଭେ ମିଶର ଦେଶକୁ ୟାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସଠାେରେ ବାସ କର।

ଯାତ୍ରା ପୁସ୍ତକ 4:15

ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ପାଟି ରେ ବାକ୍ଯ ଦବେ। ମୁଁ ତୁମ୍ଭର ଜିହ୍ବା ସହିତ ଓ ତା'ର ଜିହ୍ବା ସହିତ ଥିବିଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହବେ।

ଯିହୋଶୂୟ 3:4

କିନ୍ତୁ ତୁମ୍ଭମାନେେ ନିଶ୍ଚିତ ସମାନଙ୍କେର ଅଧିକ ନିକଟବର୍ତ୍ତୀ ହବେନାହିଁ। ତାଙ୍କ ପଛ ରେ 2,000 ହାତ ପର୍ୟ୍ଯନ୍ତ ତକ୍ସ୍ଟମ୍ଭ ଓ ନିଯମ ସିନ୍ଦକ୍ସ୍ଟକ ମଧିଅରେ ବ୍ଯବଧାନ ରେ ରହିବ। ତୁମ୍ଭେ ଏ ବାଟ ଦଇେ ଆଗରକ୍ସ୍ଟ ୟାଇନାହିଁ। କିନ୍ତୁ ଯଦି ତୁମ୍ଭେ ସମାନଙ୍କେୁ ଅନକ୍ସ୍ଟସରଣ କର, ତବେେ ତୁମ୍ଭମାନେେ ଜାଣିପାରିବ ଯେ, ତୁମ୍ଭମାନେେ କେଉଁ ରାସ୍ତା ରେ ୟିବା ଉଚିତ୍।

ପ୍ରଥମ ଶାମୁୟେଲ 9:6

ଗ୍ଭକର କହିଲା, ଏ ସହର ରେ ଜଣେ ପରମେଶ୍ବରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ଯବାଣୀ ସତ ହକ୍ସ୍ଟଏ। ଗ୍ଭଲ, ସଠାେକକ୍ସ୍ଟ ୟିବା, ପରମେଶ୍ବରଙ୍କ ଲୋକ ଆମକକ୍ସ୍ଟ ଗଧମାନଙ୍କର ସନ୍ଧାନ ଦଇପୋରନ୍ତି।

ଗୀତସଂହିତା 32:8

ସଦାପ୍ରଭୁ କୁହନ୍ତି, ମୁଁ ତୁମ୍ଭକୁ ଶିକ୍ଷା ଦବେି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ଯ ବତାଇ ଦବେି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ବାବଧାରକ ହବେି।

ଗୀତସଂହିତା 37:23

ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।

ଗୀତସଂହିତା 111:10

ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।

ହିତୋପଦେଶ 1:7

ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।

ହିତୋପଦେଶ 2:5

ଯଦି ତୁମ୍ଭେ ଏପରି କର। ତବେେ ତୁମ୍ଭେ ସଦାପ୍ରଭୁଙ୍କ ବିଷଯକ ଭୟ ବୁଝିବ ଓ ପରମେଶ୍ବରଙ୍କ ବିଷଯକ ତତ୍ତ୍ବଜ୍ଞାନ ପାଇବ।

ହିତୋପଦେଶ 2:9

ତେଣୁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ଯାଯ, ଓ ମଙ୍ଗଳର ପ୍ରେତ୍ୟକକ ସୁପଥ ଜାଣିବ।

ହିତୋପଦେଶ 15:33

ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।

ହିତୋପଦେଶ 16:6

ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।

ଉପଦେଶକ 12:13

ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।

Interlinear

Choose Theme