Home Bibles ☰ Books ଗୀତସଂହିତା 25:13 · ଓଡ଼ିଆ ବାଇବେଲ
ଗୀତସଂହିତା 25:13 · ଓଡ଼ିଆ ବାଇବେଲ

ସହେି ବ୍ଯକ୍ତି ଅତି ଆନନ୍ଦରେ ଜୀବନୟାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ବରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।

Cross references

ଆଦି ପୁସ୍ତକ 17:7

ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଦିତୀୟ ବିବରଣ 33:12

ମାଶାେ ବିନ୍ଯାମୀନଙ୍କ ବିଷଯ ରେ କହିଲେ, ସଦାପ୍ରଭୁଙ୍କର ପ୍ରିଯ ଲୋକେ ବିନ୍ଯାମୀନଙ୍କ ନିକଟରେ ନିର୍ଭୟ ରେ ବାସ କରିବ। ସେ ସର୍ବଦା ତାଙ୍କୁ ଆବୋରି ରଖନ୍ତି ଓ ସେ ତାହାର କାନ୍ଧଦ୍ବଯ ମଧିଅରେ ବାସ କରନ୍ତି।

ଦିତୀୟ ବିବରଣ 33:26

ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।

ଗୀତସଂହିତା 31:19

ପରମେଶ୍ବର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ୟ୍ଯ କର। ସହେି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।

ଗୀତସଂହିତା 36:8

ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।

ଗୀତସଂହିତା 37:9

କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରନ୍ତି, ସମାନେେ ସମଗ୍ର ଭୂମିକୁ ନିଯନ୍ତ୍ରଣ କରିପାରିବେ। ଏହା ପରମେଶ୍ବର ସମାନଙ୍କେଠାରେ ପ୍ରତିଜ୍ଞା କରିଛନ୍ତି।

ଗୀତସଂହିତା 37:11

ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।

ଗୀତସଂହିତା 37:22

ୟଦି ଜଣେ ଧାର୍ମିକ ବ୍ଯକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା' ହେଲେ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ସମାନେେ ଭୂମି ପାଇବେ। କିନ୍ତୁ ୟଦି ସମାନେେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସହେି ଲୋକମାନେ ଧ୍ବଂସ ହବେେ।

ଗୀତସଂହିତା 37:26

ଧାର୍ମିକ ବ୍ଯକ୍ତି ସବୁକିଛି ଅନ୍ୟମାନଙ୍କୁ ଦଇଦେିଏ। ତଣେୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।

ଗୀତସଂହିତା 37:29

ଧାର୍ମିକ ଲୋକାମନେ ପରମେଶ୍ବରଙ୍କ ମୁତାବକ ରାଜ୍ଯ ପାଇବେ। ସମାନେେ ସଠାେରେ ଚିରଦିନ ବାସ କରିବେ।

ଗୀତସଂହିତା 37:34

ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।

ଗୀତସଂହିତା 63:5

ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 69:36

ତାହାଙ୍କ ଦାସମାନଙ୍କ ବଂଶଧର ତାହା ଭୋଗ କରିବେ। ଆଉ ତାହାଙ୍କ ନାମର ସ୍ନହକୋରୀଗଣ ତହିଁ ମଧ୍ୟରେ ବାସ କରିବେ।

ଗୀତସଂହିତା 112:2

ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।

ହିତୋପଦେଶ 1:33

ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।

ହିତୋପଦେଶ 19:23

ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।

ହିତୋପଦେଶ 20:7

ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।

ହିତୋପଦେଶ 29:25

ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।

Interlinear

Choose Theme