Home Bibles ☰ Books ଗୀତସଂହିତା 25:16 · ଓଡ଼ିଆ ବାଇବେଲ
ଗୀତସଂହିତା 25:16 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ। ତୁମ୍ଭର କୃପାଦୃଷ୍ଟି ମାେ ଉପରେ ପକାଅ।

Cross references

ଗୀତସଂହିତା 32:5

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।

ଗୀତସଂହିତା 60:1

ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।

ଗୀତସଂହିତା 69:14

ମାେତେ ପଙ୍କ ସ୍ଥାନରୁ ବଞ୍ଚାଅ। ମାେତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ। ଯେଉଁମାନେ ମାେତେ ଘୃଣା କରନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ଏହି ଗଭୀର ପାଣିରୁ ବଂଚାଅ।

ଗୀତସଂହିତା 86:1

ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏବଂ ମାେ ପ୍ରାର୍ଥନାର ଉତ୍ତର ଦିଅ। କାରଣ ମୁଁ ଜଣେ ଦିନହୀନ ନିଃସହାୟ ମଣିଷ।

ଗୀତସଂହିତା 86:16

ତୁମ୍ଭେ ମାେ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର। ମୁଁ ତୁମ୍ଭର ଦାସ, ମାେତେ ଶକ୍ତି ଦିଅ। ମୁଁ ତୁମ୍ଭର ଦାସ, ମାେତେ ରକ୍ଷା କର।

ଗୀତସଂହିତା 88:15

ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।

ଗୀତସଂହିତା 109:22

ମୁଁ ଏକମାତ୍ର ଦିନହୀନ ଓ ଅସହାୟ ବ୍ଯକ୍ତି ଅଟେ। ମୁଁ ବାସ୍ତବରେ ଦୁଃଖିତ। ମାରେ ହୃଦଯ ଭାଙ୍ଗିପଡ଼ିଛି।

ଗୀତସଂହିତା 119:132

ହେ ପରମେଶ୍ବର, ମାେତେ ଦେଖ ଓ ମାେ ପ୍ରତି ଦୟା କର। ତୁମ୍ଭର ନାମକୁ ଭଲପାଉଥିବା ଲୋକମାନଙ୍କ ପାଇଁ ୟାହା କରିବା ଉଚିତ୍ ତାହା କର।

ଗୀତସଂହିତା 143:4

ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।

ଦାନିଏଲ 9:17

ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।

ମୀଖା 7:19

ସେ ପୁନର୍ବାର ଫରେିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦ ରେ ଦଳି ଦବେେ ଓ ସମସ୍ତ ପାପକୁ ଅତଳ ସମୁଦ୍ର ରେ ନଇେ ନିକ୍ଷପେ କରିବେ।

ମାର୍କଲିଖିତ ସୁସମାଚାର 15:33

ଦ୍ବିପ୍ରହର ବାଳକୁ ସମଗ୍ର ଦେଶ ଉପରେ ଅନ୍ଧକାର ମାଡି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବଳେ ପର୍ୟ୍ଯନ୍ତ ରହିଲା।

Interlinear

Choose Theme