Home Bibles ☰ Books ଗୀତସଂହିତା 25:19 · ଓଡ଼ିଆ ବାଇବେଲ
ଗୀତସଂହିତା 25:19 · ଓଡ଼ିଆ ବାଇବେଲ

ମାରେ ଶତ୍ରୁମାନଙ୍କୁ ଥରେ ଚାହଁ। ସମାନେେ ମାେତେ ଘୃଣା କରନ୍ତି ଓ ଆଘାତ କରିବାକୁ ଚାହାଁନ୍ତି।

Cross references

ଦିତୀୟ ଶାମୁୟେଲ 16:11

ଦାଉଦ ଅବିଶଯକକ୍ସ୍ଟ ଓ ନିଜର ଦାସମାନଙ୍କୁ କହିଲେ, ଦେଖ, ମାରେନିଜ ପକ୍ସ୍ଟତ୍ର ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ଯାମୀନ ଗୋଷ୍ଠୀବର୍ଗର ଏହି ଲୋକ ମାେତେ ମାରିବାକକ୍ସ୍ଟ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକକ୍ସ୍ଟ ଏକା ଛାଡିଦିଅ। ତାକକ୍ସ୍ଟ ଅଭିଶାପ ଦବୋକକ୍ସ୍ଟ ଦିଅ। କାରଣ ସଦାପ୍ରଭୁ ତାକକ୍ସ୍ଟ ଅନକ୍ସ୍ଟମତି ଦଇେ ଅଛନ୍ତି।

ଦିତୀୟ ଶାମୁୟେଲ 17:2

ସେ କ୍ଲାନ୍ତ ଓ ଦୁର୍ବଳ ଥିବା ବେଳେ ମୁ ତାହାକକ୍ସ୍ଟ ଆକ୍ରମଣ କରି ଭୟ ଦଖାଇବେି, ତହିଁରେ ସମସ୍ତ ଲୋକମାନେ ପଳାଯନ କରିବେ। ମୁ କବଳେ ରାଜାଙ୍କକ୍ସ୍ଟ ହତ୍ଯା କରିବି।

ଗୀତସଂହିତା 3:1

ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।

ଗୀତସଂହିତା 11:5

ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।

ଗୀତସଂହିତା 18:48

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମାେ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମାେତେ ସାହାୟ୍ଯ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମାେତେ ବଞ୍ଚାଇଛ।

ଗୀତସଂହିତା 27:2

ଦୁଷ୍ଟ ଲୋକମାନେ ହୁଏତ ମାେତେ ଆକ୍ରମଣ କରିପାରନ୍ତି, ସମାନେେ ମାରେ ଶରୀରକୁ ଆଘାତ କରିବାକୁ ଚାହାଁନ୍ତି। ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ଧ୍ବଂସ କରିଦବୋକୁ ଚାହାଁନ୍ତି।

ଗୀତସଂହିତା 27:12

ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିଛନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। ସମାନେେ ମାେତେ ମିଥ୍ଯା କହି ଆଘାତ ଦଇେଛନ୍ତି।

ଗୀତସଂହିତା 38:19

ମାରେ ଶତ୍ରୁମାନେ ସତଜେ ଓ ବଳବାନ ଅଟନ୍ତି। ସମାନେେ ଅନକେ ଥର ମିଥ୍ଯା କହିଛନ୍ତି।

ଗୀତସଂହିତା 38:20

ମାରେ ଶତ୍ରୁମାନେ ମାେ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସମାନଙ୍କେ ପ୍ରତି ଉତ୍ତମ ବ୍ଯବହାର କଲେ। ମୁଁ ସବୁବେଳେ ଉତ୍ତମ କାର୍ୟ୍ଯ କରିବାକୁ ଚେଷ୍ଟା କରେ। କିନ୍ତୁ ସହେି ଲୋକମାନେ ତଥାପି ମାେ ବିରୁଦ୍ଧରେ ୟାଆନ୍ତି।

ଗୀତସଂହିତା 52:2

ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ !

ଗୀତସଂହିତା 56:2

ମାରେ ଶତ୍ରୁମାନେ ନିରନ୍ତର ଭାବରେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ ସହେି ୟୋଦ୍ଧାମାନଙ୍କର ସଂଖ୍ଯା ବହୁତ। ହେ ସର୍ବୋପରିସ୍ଥ ପରମେଶ୍ବର

ଗୀତସଂହିତା 57:4

ମାରେ ଜୀବନ ସଙ୍କଟପୂର୍ଣ୍ଣ। ମାରେ ଶତ୍ରୁମାନେ ମାରେ ଚତୁଃପାଶର୍‌ବରେ ଘରେି ରହିଛନ୍ତି। ସମାନେେ ମଣିଷ ଖିଆ ସିଂହ ପରି। ସମାନଙ୍କେର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ଯ। ସମାନଙ୍କେର ଜିହ୍ବା ତୀକ୍ଷ୍ମ ଖଡ୍ଗ ତୁଲ୍ଯ।

ଗୀତସଂହିତା 86:14

ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।

ଗୀତସଂହିତା 138:7

ହେ ସଦାପ୍ରଭୁ, ୟଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମାେତେ ଜୀବିତ ରଖ। ୟଦି ମାରେ ଶତ୍ରୁଗଣ ତବେେ ମାେ ଉପରେ କୋର୍ଧ କରନ୍ତି, ତୁମ୍ଭେ ସମାନଙ୍କେଠାରୁ ମାେତେ ବଞ୍ଚାଅ।

Interlinear

Choose Theme