Home Bibles ଗୀତସଂହିତା 25:2 · ଓଡ଼ିଆ ବାଇବେଲ
ଗୀତସଂହିତା 25:2 · ଓଡ଼ିଆ ବାଇବେଲ

ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।

Cross references

ଦିତୀୟ ବଂଶାବଳୀ 13:18

ତେଣୁ ସହେି ସମୟରେ ଇଶ୍ରାୟେଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜଯୀ ହେଲେ। ଯିହୁଦାର ସୈନ୍ଯଦଳ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉପରେ ନିର୍ଭର କରିଥିବାରୁ ବିଜଯଲାଭ କଲେ।

ଗୀତସଂହିତା 7:1

ହେ ସଦାପ୍ରଭୁ ମାରେ ପରମେଶ୍ବର, ମୁଁ ତୁମ୍ଭଠାରେ ଶରଣ ନେଉଛି। ମାେ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର ଓ ଉଦ୍ଧାର କର।

ଗୀତସଂହିତା 13:2

ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।

ଗୀତସଂହିତା 13:5

ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।

ଗୀତସଂହିତା 18:2

ହେ ସଦାପ୍ରଭୁ, ତୁମ୍ଭେ ମାରେ ଶୈଳ, ମାେ' ନିରାପତ୍ତାରେ ଆଶ୍ରଯସ୍ଥଳ। ମାରେ ପରମେଶ୍ବର ମାେ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ୟାଏ। ପରମେଶ୍ବର ମାରେ ଢ଼ାଲ ସଦୃଶ। ତାଙ୍କର ଶକ୍ତି ମାରେ ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଲୁଚିବା ସ୍ଥାନର ଆଶ୍ରଯସ୍ଥଳ।

ଗୀତସଂହିତା 22:1

ହେ ମାରେ ପରମେଶ୍ବର, ହେ ମାରେ ସଦାପ୍ରଭୁ, କାହିଁକି ତୁମ୍ଭେ ମାେତେ ପରିତ୍ଯାଗ କଲ ? ତୁମ୍ଭେ ମାେ ନିକଟରୁ ବହୁତ ଦୂରରେ ଥାଇ କିପରି ମାେତେ ସାହାୟ୍ଯ କରିବ। ତୁମ୍ଭେ ମାରେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ ?

ଗୀତସଂହିତା 22:5

ହେ ପରମେଶ୍ବର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାୟ୍ଯ ପାଇଁ ଡାକିଲେ ଏବଂ ସମାନେେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସମାନେେ ତୁମ୍ଭଙ୍କୁ ବିଶ୍ବାସ କରିଥିବାରୁ ସମାନେେ ନିରାଶ ହେଲେ ନାହିଁ।

ଗୀତସଂହିତା 22:8

ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।

ଗୀତସଂହିତା 31:1

ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ। ମାେତେ ତୁମ୍ଭେ ନିରାଶ କର ନାହିଁ। ମାେ ପ୍ରତି ଦୟା କର ଓ ମାେତେ ଉଦ୍ଧାର କର।

ଗୀତସଂହିତା 31:2

ହେ ପରମେଶ୍ବର, ମାେ ନିବଦନେ ଶୁଣ। ଶୀଘ୍ର ଆସି ମାେତେ ଉଦ୍ଧାର କର। ମାେତେ ଚଟାଣ ସଦୃଶ ରକ୍ଷା କର। ମାରେ ନିରାପଦ ଆଶ୍ରଯସ୍ଥଳର ଦୁର୍ଗ ଭଳି କାର୍ୟ୍ଯ କର। ମାରେ ନିରାପତ୍ତା ବଳଯ ହୁଅ। ମାେତେ ରକ୍ଷା କର।

ଗୀତସଂହିତା 31:15

ମାରେ ଜୀବନ ତୁମ୍ଭ ହାତରେ, ମାେତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର। କେତକେ ଲୋକ ମାେ ପଛରେ ଗୋଡ଼ାଇଛନ୍ତି। ସମାନଙ୍କେଠାରୁ ମାେତେ ରକ୍ଷା କର।

ଗୀତସଂହିତା 34:8

ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।

ଗୀତସଂହିତା 35:19

ମାରେ ଶତ୍ରୁମାନେ ବିନା କାରଣରେ ମାେ ସହିତ ଆଉ ପରିହାସ କରିବେ ନାହିଁ। ସମାନେେ ନିଶ୍ଚଯ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହବେେ।

ଗୀତସଂହିତା 37:40

ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାୟ୍ଯ କରନ୍ତି ଓ ସମାନଙ୍କେୁ ରକ୍ଷା କରନ୍ତି। ସଦାପ୍ରଭୁ ସହେି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସମାନେେ ତାଙ୍କ ଉପରେ ନିର୍ଭରଶୀଳ।

ଗୀତସଂହିତା 41:11

ହେ ସଦାପ୍ରଭୁ ମାରେ ଶତ୍ରୁମାନଙ୍କୁ ମାେତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ। ତାହା ହେଲେ ମୁଁ ଜାଣିବି ୟେ ତୁମ୍ଭେ ମାେ ପ୍ରତି ସନ୍ତୁଷ୍ଟ ଅଛ।

ଗୀତସଂହିତା 56:1

ହେ ପରମେଶ୍ବର, ମାେତେ ଦୟା କର। ଲୋକମାନେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ କଲେ। ସମାନେେ ନିରନ୍ତର ଭାବରେ ମାେତେ ଅନୁଧାବନ କରୁଛନ୍ତି ଓ ୟୁଦ୍ଧ କରି ଆସୁଛନ୍ତି।

ଗୀତସଂହିତା 71:1

ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମାେତେ ନିରାଶ ହବୋକୁ ଦିଅ ନାହିଁ।

ଗୀତସଂହିତା 91:2

ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।

ଗୀତସଂହିତା 94:3

ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳୟାଏ ଶାସନ କରିବେ ? ସଦାପ୍ରଭୁ ଆଉ କେତେ କାଳ ?

ଗୀତସଂହିତା 142:6

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।

ଯିଶାଇୟ 26:3

ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।

ଯିଶାଇୟ 28:16

ସେଥିପାଇଁ ମାରେ ପ୍ରଭୁ ସଦାପ୍ରଭୁ କୁହନ୍ତି, ଦେଖ, ମୁଁ ସିୟୋନ ରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ଯବାନ କଣ ପ୍ରସ୍ତର। ଏହା ଉପ ରେ ସବୁକିଛି ଏହି ଗୁରୁତ୍ବପୂର୍ଣ୍ଣ ପର୍ବତ ଉପ ରେ ନିର୍ମିତ ହବେ। ଯେ କହେି ଏହି ପ୍ରସ୍ତର ଉପ ରେ ବିଶ୍ବାସ ରେଖ ସେ ହତାଶ ହବେ ନାହିଁ।

ଯିଶାଇୟ 36:14

ମହାରାଜା ଅଶୂରର ରାଜାଙ୍କର ଏହି ବାର୍ତ୍ତା ଶୁଣ :

ଯିଶାଇୟ 37:10

ହିଜକିଯକୁ ଏହିକଥା କହିବାପାଇଁ ସେ ଦୂତଗଣ ପଠାଇଛନ୍ତି,

ଯିଶାଇୟ 37:20

ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀଯ ରାଜାଙ୍କଠାରୁ ଉଦ୍ଧାର କର, ତାହା ହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ବର, ଏକଥା ସମଗ୍ର ପୃଥିବୀବାସୀ ଜାଣିବେ।

ଯିଶାଇୟ 37:35

ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'

ଯିଶାଇୟ 41:16

ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'

ଯିଶାଇୟ 49:23

ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।

ଯିରିମିୟ 17:18

ଯେଉଁମାନେ ମାେତେ ଆଘାତ କରନ୍ତି, ସମାନେେ ଲଜ୍ଜିତ ହୁଅନ୍ତୁ। ମାତ୍ର ମାେତେ ଲଜ୍ଜିତ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହୁଅନ୍ତୁ, ମାତ୍ର ମାେତେ ନିରାଶ ହବୋକୁ ଦିଅ ନାହିଁ। ସମାନେେ ନିରାଶ ହବୋକୁ ଦିଅ ନାହିଁ। ସମାନଙ୍କେ ଉପ ରେ ଅମଙ୍ଗଳର ଦିନ ଆଣ ଓ ଦ୍ବିଗୁଣ ବିନାଶ ରେ ସମାନଙ୍କେୁ ବିନାଶ କର।

ରୋମୀୟଙ୍କ ପ୍ରତି ପତ୍ର 5:5

ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

ରୋମୀୟଙ୍କ ପ୍ରତି ପତ୍ର 10:11

ଶାସ୍ତ୍ର କ ହେ: ୟିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ବାସ କରେ ସେ ଲଜ୍ଜତ ହବେ ନାହିଁ।

ପିତରଙ୍କ ପ୍ରଥମ ପତ୍ 2:6

ଶାସ୍ତ୍ର କୁ ହେ :

Interlinear

Choose Theme