Home Bibles ☰ Books ଗୀତସଂହିତା 25:4 · ଓଡ଼ିଆ ବାଇବେଲ
ଗୀତସଂହିତା 25:4 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମାେତେ ତୁମ୍ଭର ପଥରେ ଚାଲିବାକୁ ସାହାୟ୍ଯ କର। ତୁମ୍ଭର ମାର୍ଗରେ ଚାଲିବାକୁ ଶିକ୍ଷା ପ୍ରଦାନ କର।

Cross references

ଯାତ୍ରା ପୁସ୍ତକ 33:13

ଯଦି ମୁଁ ତୁମ୍ଭ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ହାଇେଅଛି, ତବେେ ବିନଯ କରୁଛି ତୁମ୍ଭେ ମାେତେ ତୁମ୍ଭର ପଥସବୁ ଶିକ୍ଷା ଦବୋକୁ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସି କରିପାରିବି। ମୁଁ ତୁମ୍ଭ ବିଷଯ ରେ ଜାଣିବାକୁ ଚା ହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳ ରେ ମାେତେ ବିବଚେନା କରନ୍ତୁ।

ପ୍ରଥମ ରାଜାବଳୀ 8:36

ତେଣୁ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ ଓ ଆମ୍ଭମାନଙ୍କର ପାପ ପାଇଁ ଆମ୍ଭମାନଙ୍କୁ ଏବଂ ତୁମ୍ଭର ସବେକମାନଙ୍କୁ କ୍ଷମା କର। ତୁମ୍ଭେ ଠିକ୍ ଭାବରେ ଲୋକମାନଙ୍କୁ ଜୀବନ ଧାରଣ କରିବା ରେ ଶିକ୍ଷା ଦିଅ ଓ ତା'ପରେ ତୁମ୍ଭ ଦେଶ ରେ ଦୟାକରି ବୃଷ୍ଟି କରିବାକୁ କୃପା କର। ଯାହା ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦଇେଥିଲେ।

ଗୀତସଂହିତା 5:1

ହେ ସଦାପ୍ରଭୁ ମାରେ କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ'ଣ କରିବାକୁ ଚାହୁଁଛି।

ଗୀତସଂହିତା 5:8

ହେ ସଦାପ୍ରଭୁ ମାେତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମାରେ ଦୁର୍ବଳତାକୁ ଚାହିଁ ବସିଛନ୍ତି। ତଣେୁ ମାେତେ ଉଚିତ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ। ମାରେ ପଥକୁ ସରଳ କର।

ଗୀତସଂହିତା 27:11

ହେ ସଦାପ୍ରଭୁ, ମାରେ ଶତ୍ରୁମାନେ ଅଛନ୍ତି। ତଣେୁ ମାେତେ ନ୍ଯାଯମାର୍ଗ ପ୍ରଦର୍ଶନ କର। ମାେତେ ସରଳ ମାର୍ଗରେ ୟିବାକୁ ଶିକ୍ଷା ଦିଅ।

ଗୀତସଂହିତା 86:11

ସଦାପ୍ରଭୁ, ତୁମ୍ଭର ପଥ, ମାେତେ ଶିକ୍ଷା ଦିଅ ଓ ମୁଁ ତୁମ୍ଭପରି ହବୋକୁ ଶିଖିବି। ମାେତେ ତୁମ୍ଭର ନାମକୁ ସମ୍ମାନ ଦବୋରେ ସାହାୟ୍ଯ କର, ୟାହା ମାେ ଜୀବନର ମୁଖ୍ଯ ଜିନିଷ ଅଟେ।

ଗୀତସଂହିତା 119:27

ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମାେତେ ବୁଝିବା ପାଇଁ ସାହାୟ୍ଯ କର। ତବେେ ମୁଁ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ଗଭୀରତମ ଭାବିବି।

ଗୀତସଂହିତା 143:8

ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।

ହିତୋପଦେଶ 8:20

ମୁଁ ଧାର୍ମିକତାର ମାର୍ଗ ରେ, ବିଚାରର ପଥ ମଧିଅରେ ଗମନ କରେ।

ଯିଶାଇୟ 2:3

ବହୁ ଲୋକ ସଠାେକୁ ଯିବେ। ସମାନେେ କହିବେ, ଆସ, ଆମ୍ଭମାନେେ ସଦାପ୍ରଭୁଙ୍କ ପର୍ବତକୁ ୟିବା। ଯାକୁବଙ୍କ ପରମେଶ୍ବରଙ୍କ ମନ୍ଦିରକୁ ଆମ୍ଭମାନେେ ୟିବା। ସେତବେେଳେ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କ ପଥ ବିଷଯ ରେ ଶିକ୍ଷା ଦବେେ। ଆମ୍ଭମାନେେ ତାହା ଅନୁସରଣ କରିବା।

ଯିରିମିୟ 6:16

ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'

Interlinear

Choose Theme