ହେ ସଦାପ୍ରଭୁ, ମାରେ ବିଚାର କର। ପ୍ରମାଣ କର ୟେ, ମୁଁ ଶୁଦ୍ଧ ଜୀବନୟାପନ କରିଛି। ମୁଁ କବେେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
Cross references
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
ସଦାପ୍ରଭୁ ବିଗ୍ଭରକର୍ତ୍ତା ହକ୍ସ୍ଟଅନ୍ତକ୍ସ୍ଟ। ଆରଣ ଓ ମାେ ଭିତ ରେ ସେ ବିଗ୍ଭର କରନ୍ତକ୍ସ୍ଟ। ସଦପ୍ରଭକ୍ସ୍ଟ ମାରେ ପକ୍ଷ ରେ ବିଗ୍ଭର କରନ୍ତକ୍ସ୍ଟ ଏବଂ ପ୍ରମାଣ କରନ୍ତକ୍ସ୍ଟ ଯେ ମୁ ଠିକ୍ ଅଛି। ସଦାପ୍ରଭୁ ମାେତେ ତକ୍ସ୍ଟମ୍ଭଠାରକ୍ସ୍ଟ ରକ୍ଷା କରନ୍ତକ୍ସ୍ଟ।
ହେ ସଦାପ୍ରଭୁ ମୁଁ ବିନଯ କରି କହୁଛି, ମୁଁ ସତ୍ଯତା ଓ ସର୍ବାନ୍ତଃକରଣ ରେ ତୁମ୍ଭ ସବୋ କରି ଆସିଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର। ତା'ପରେ ହିଜକିଯ ଅତିଶଯ ରୋଦନ କଲେ।
ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ଆମ୍ଭ ସବେକ ଆୟୁବକୁ ଦେଖିଛ କି ? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହାଁନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି। ସେ ପରମେଶ୍ବରଙ୍କୁ କବଳେ ଉପାସନା କରେ ଓ ମନ୍ଦକାର୍ୟ୍ଯ କରିବାକୁ ବାରଣ କରେ। ସେ ଏବେ ମଧ୍ଯ ନିର୍ଦ୍ ଦୋଷ ଯଦିଓ ତୁମ୍ଭେ ତା'ର ବିନା କାରଣ ରେ ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମାେତେ ପ୍ରବର୍ତ୍ତାଇଥିଲ।
ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ।
ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖି ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଧର୍ମ ବଳିଦାନ ଉତ୍ସର୍ଗ କର।
ହେ ସଦାପ୍ରଭୁ ଲୋକମାନଙ୍କର ବିଚାର କର। ମାରେ ମଧ୍ଯ ବିଚାର କର। ପ୍ରମାଣ କର ମୁଁ ୟାହା କହୁଛି ତାହା ଠିକ୍। ପ୍ରମାଣ କର ୟେ ମୁଁ ନିରପରାଧ।
କବଳେ ଯେଉଁ ବ୍ଯକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ୟାପନ କରେ, ଭଲ କାର୍ୟ୍ଯ କରେ ଓ ଅନ୍ତରରୁ ସତ୍ଯକଥା ପ୍ରକାଶ କରେ ସେ କବଳେ ତୁମ୍ଭର ପବିତ୍ର ପର୍ବତରେ ବାସ କରିପାରିବ।
ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।
ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ୍। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।
କିନ୍ତୁ ମୁଁ ନିର୍ଦ୍ ଦୋଷ ଅଟେ। ତଣେୁ ହେ ପରମେଶ୍ବର ମାେ ପ୍ରତି ସଦଯ ହାଇେ ମାେତେ ଉଦ୍ଧାର କର।
ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ। ତୁମ୍ଭେ ହିଁ ମାରେ ପରମେଶ୍ବର।
ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭର ନ୍ଯାଯରେ ମାରେ ବିଚାର କର। ସହେି ଲୋକମାନଙ୍କୁ ମାେତେ ପରିହାସ କରିବାକୁ ଦିଅ ନାହିଁ।
ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତଣେୁ ସେ କବେେ ହେଲେ ସହେି ପଥରୁ ବିଚ୍ଯୁତ ହବେ ନାହିଁ।
ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ଯା କ ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।
ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।
ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରମେ, ମାେତେ ସକ୍ଷମ ହେଲା।
ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।
ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।
ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।
ତୁମ୍ଭମାନେେ ଯଦି ମାରେବିଚାର କର କିଅବା କୌଣସି ଅଦାଲତ, ଯଦି ମାରେ ବିଚାର କରେ, ତବେେ ମୁଁ ତାହାକୁ ଆଦୌ ଖାତିର କରେ ନାହିଁ। ଏପରି କି ମାେ ନିଜର ବିଚାର ମଧ୍ଯ ମୁଁ କରେ ନାହିଁ।
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
ମାେ ଭାଇ ଭଉଣୀମାନେ, ପରମେଶ୍ବର ତୁମ୍ଭକୁ ଡ଼ାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ବରଙ୍କ ଦ୍ବାରା ଡ଼କା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ୟ୍ଯ କଲେ ତୁମ୍ଭେ କବେେ ହେଲେ ଝୁଣ୍ଟିବ ନାହିଁ।