Home Bibles ଗୀତସଂହିତା 26:5 · ଓଡ଼ିଆ ବାଇବେଲ
ଗୀତସଂହିତା 26:5 · ଓଡ଼ିଆ ବାଇବେଲ

ମୁଁ ସହେି କୁକର୍ମୀମାନଙ୍କୁ ଘୃଣା କରେ। ମୁଁ ସହେି ଦୁଷ୍ଟମାନଙ୍କ ସଙ୍ଗରେ କବେେ ହେଲେ ହାତ ମିଳାଏ ନାହିଁ।

Cross references

ଗୀତସଂହିତା 1:1

ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,

ଗୀତସଂହିତା 31:6

ଯେଉଁମାନେ ମିଥ୍ଯା ଦବଦୋଙ୍କୁ ପୂଜା କରନ୍ତି ମୁଁ ସମାନଙ୍କେୁ ଘୃଣା କରେ। ମୁଁ କବଳେ ସଦାପ୍ରଭୁଙ୍କୁ ନିର୍ଭର କରେ।

ଗୀତସଂହିତା 101:3

ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।

ଗୀତସଂହିତା 101:4

ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।

ଗୀତସଂହିତା 139:21

ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସହେି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ୟାଆନ୍ତି, ସହେି ଲୋକମାନେ ମାରେ ଶତ୍ରୁ।

ମାଥିଉଲିଖିତ ସୁସମାଚାର 9:11

ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଚାରିଲେ, ତୁମ୍ଭର ଗୁରୁ କର ଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:9

ମାରେ ପୂର୍ବ ପତ୍ର ରେ ମୁଁ ଲେଖିଥିଲି ଯେ, ତୁମ୍ଭମାନେେ ୟୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ।

Interlinear

Choose Theme