ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
Cross references
ତୁମ୍ଭେ ଏହି ପାପାଚ୍ଛାଦନ ସହେି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକ ମଧ୍ଯର ଥୋଇବ।
ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।
ରାଜା ଦାଉଦ ସାଦୋକକକ୍ସ୍ଟ କହିଲେ, ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଯିରୁଶାଲମକୁ ଫରୋଇ ନିଅ। ଯଦି ସଦାପ୍ରଭୁ ମାେ ଉପରେ ପ୍ରତି ହକ୍ସ୍ଟଅନ୍ତି, ତବେେ ସଦାପ୍ରଭୁ ମାେତେ ଯିରୁଶାଲମକୁ ଫରୋଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସକ୍ସ୍ଟ ଯୋଗ ମାେତେ ଦବେେ।
ମୁଁ ମାରେପରମେଶ୍ବରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ଏକ ବିଶଷେ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମାରେ ପରମେଶ୍ବରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତ ରେ ଚା ହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି।
ସହେି ମେଘ ହତେୁ ଯାଜକମାନେ ସମାନଙ୍କେର ସବୋ ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ବରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।
ଶଲୋମନ ପ୍ରାର୍ଥନା କରିସାରିବା ପରେ ଆକାଶରୁ ଅଗ୍ନି ଆସି ହାମବେଳି ଓ ବଳିଦାନକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କ ଗୌରବ ମନ୍ଦିରକୁ ପୂର୍ଣ୍ଣ କଲା।
ସଦାପ୍ରଭୁଙ୍କ ମହିମା ମନ୍ଦିରକୁ ପୂର୍ଣ୍ଣ କରିଥିବାରୁ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ପ୍ରବେଶ କରିପାରିଲେ ନାହିଁ।
ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।
ଯେତବେେଳେ ମୁଁ ମନେ ପକାଏ, ମାରେ ହୃଦଯ ବିଦୀର୍ଣ୍ଣ ହାଇୟୋଏ। ସହେି ସୁଦିନ ଗୁଡ଼ିକୁ ୟାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତବେେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ବରଙ୍କ ମନ୍ଦିରକୁ ଚାଲିଲି, ମୁଁ ମନେ ପକାଏ ସହେିସବୁ ଖୁସିର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ୟାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।
ମୁଁ ଖୁସି ହଲିେ, ଯେତବେେଳେ ଲୋକମାନେ କହିଲେ, ଚାଲ ସଦାପ୍ରଭୁଙ୍କ ମନ୍ଦିରକୁ ୟିବା।
ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ୟେ, ୟିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
ତେଣୁ ମୁଁ କହିବି, ସଦାପ୍ରଭୁ ମାେତେ ପରିତ୍ରାଣ କଲେ। ତେଣୁ ଆମ୍ଭମାନେେ ଜୀବନସାରା ସଦାପ୍ରଭୁଙ୍କ ମନ୍ଦିର ରେ ତାରୟୁକ୍ତ ୟନ୍ତ୍ର ସହିତ ସଙ୍ଗୀତ ଗାନ କରିବୁ।'
ମାତ୍ର ହିଜକିଯ ଯିଶାଇୟଙ୍କୁ ପ୍ରଶ୍ନ କଲେ, ମୁଁ ଭଲ ହବେି ସଦାପ୍ରଭୁ କି ସଙ୍କତେ ଦ୍ବାରା ପ୍ରମାଣ କରିବେ। ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି କେଉଁ ସଙ୍କତେ ଦ୍ବାରା ପ୍ରମାଣିତ ହବେ।'