Home Bibles ଗୀତସଂହିତା 28:7 · ଓଡ଼ିଆ ବାଇବେଲ
ଗୀତସଂହିତା 28:7 · ଓଡ଼ିଆ ବାଇବେଲ

ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

Cross references

ଆଦି ପୁସ୍ତକ 15:1

ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।

ଯାତ୍ରା ପୁସ୍ତକ 15:1

ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।

ବିଚାରକର୍ତାମାନଙ୍କ ବିବରଣ 5:1

ଇଶ୍ରାୟେଲ ସନ୍ତାନଗଣ ଯେଉଁଦିନ ସୀଷରାକକ୍ସ୍ଟ ପରାସ୍ତ କଲେ। ସହେିଦିନ ଦବୋରା ଓ ବାରକ୍ ଅବୀନୋଯମର ପକ୍ସ୍ଟତ୍ର ଏହି ସଂଗୀତ ଗାନ କଲେ।

ପ୍ରଥମ ଶାମୁୟେଲ 2:1

ହାନ୍ନା ପ୍ରାର୍ଥନା କରି କହିଲା, ମାରେ ଅନ୍ତଃକରଣ ସଦାପ୍ରଭୁଙ୍କଠା ରେ ମହାଉଲ୍ଲାସ କରୁଅଛି। ପରମେଶ୍ବରଙ୍କଠା ରେ ମୁ ମାରେ ବହକ୍ସ୍ଟତ ଶକ୍ତି ଅନକ୍ସ୍ଟଭବ କରୁଛି। ମୁ ମାରେ ଶତୃମାନଙ୍କୁ ଉପହାସ କରୁଛି। ଯେ ହତେକ୍ସ୍ଟ ତୁମ୍ଭେ ମାେତେ ରକ୍ଷା କରିଥିବାରକ୍ସ୍ଟ ମୁ ବହକ୍ସ୍ଟତ ଖକ୍ସ୍ଟସି।

ଦିତୀୟ ଶାମୁୟେଲ 22:1

ଯେଉଁ ସମୟରେ ସଦାପ୍ରଭୁ ୟାବତୀଯ ଶତୃ ହସ୍ତରକ୍ସ୍ଟ ଓ ଶାଉଲଙ୍କର ହସ୍ତରକ୍ସ୍ଟ ଦାଉଦଙ୍କକ୍ସ୍ଟ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ଗୀତ ନିବଦନେ କଲେ।

ଗୀତସଂହିତା 3:3

କିନ୍ତୁ ହେ ସଦାପ୍ରଭୁ, ଏହା କବଳେ ତୁମ୍ଭେ ୟିଏକି ମାରେ ଢ଼ାଲ ସ୍ବରୂପ। ତୁମ୍ଭେ ମାରେ ମହିମା। ତୁମ୍ଭେ ହିଁ ମାେତେ ପ୍ରାଧାନ୍ଯ ଦଇେଛ।

ଗୀତସଂହିତା 3:4

ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।

ଗୀତସଂହିତା 13:5

ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।

ଗୀତସଂହିତା 13:6

ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।

ଗୀତସଂହିତା 16:9

ତଣେୁ ମାରେ ହୃଦଯ ଓ ଆତ୍ମା ଅତି ଆନନ୍ଦିତ ହବେ। ଏପରିକି ମାରେ ଶରୀର ନିରାପଦରେ ରହିବ।

ଗୀତସଂହିତା 18:1

ସେ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ହିଁ ମାରେ ଶକ୍ତିସ୍ବରୂପ, ମୁଁ ତୁମ୍ଭକୁ ଭଲ ପାଏ।

ଗୀତସଂହିତା 19:14

ହେ ସଦାପ୍ରଭୁ, ମୁଁ ଆଶା କରୁଛି ମାରେ କଥା ଓ ଭାବନା ନିଶ୍ଚଯ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମାରେ ଦୃଢ଼ ବିଶ୍ବାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କବଳେ ମାରେ ରକ୍ଷାକର୍ତ୍ତା ଅଟ।

ଗୀତସଂହିତା 21:1

ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତବେେଳେ ତା'କୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

ଗୀତସଂହିତା 22:4

ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ବାସ କରିଥିଲେ। ହଁ ସମାନେେ ତୁମ୍ଭକୁ ବିଶ୍ବାସ କରୁଥିଲେ। ହେ ପରମେଶ୍ବର, ତୁମ୍ଭେ ହିଁ ସମାନଙ୍କେୁ ଉଦ୍ଧାର କରିଅଛ।

ଗୀତସଂହିତା 28:8

ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।

ଗୀତସଂହିତା 30:11

ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାରେ କ୍ରନ୍ଦନକୁ ନୃତ୍ଯରେ ପରିଣତ କଲ। ତୁମ୍ଭେ ମାରେ ଦୁଃଖର ପୋଷାକ ସବୁକୁ କାଢ଼ି ନଲେ ଓ ମାେତେ ସୁଖରେ ଆଚ୍ଛାଦିତ କରିଲ।

ଗୀତସଂହିତା 33:21

ପରମେଶ୍ବର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସହେି ପବିତ୍ର ନାମରେ ଭରସା କରିବା।

ଗୀତସଂହିତା 37:39

ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।

ଗୀତସଂହିତା 40:3

ସଦାପ୍ରଭୁ ମାେ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସହେି ଗୀତଟି ପରମେଶ୍ବରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନକେ ଲୋକ ଦେଖିବେ ମାେ ପ୍ରତି ୟାହା ସବୁ ଘଟିଗଲା, ୟାହାଫଳରେ ସମାନେେ ପରମେଶ୍ବରଙ୍କୁ ଉପାସନା କରିବେ। ସମାନେେ ସଦାପ୍ରଭୁଙ୍କୁ ବିଶ୍ବାସ କରିବେ।

ଗୀତସଂହିତା 43:2

ହେ ପରମେଶ୍ବର, ତୁମ୍ଭେ ହିଁ ମାରେ ବଳସ୍ବରୂପ। କାହିଁକି ତୁମ୍ଭେ ମାେତେ ଛାଡ଼ି ଚାଲିୟିବ ? କାହିଁକି ମୁଁ ଏତେ ଦୁଃଖ ପାଇବି ? କାରଣ ମାରେ ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ।

ଗୀତସଂହିତା 46:1

ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ଗୀତସଂହିତା 46:2

ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ।

ଗୀତସଂହିତା 56:3

ମୁଁ ଭୀତ ହବୋ ସମଯରେ ତୁମ୍ଭ ଉପରେ ନିର୍ଭର କରେ।

ଗୀତସଂହିତା 68:3

ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।

ଗୀତସଂହିତା 69:30

ମୁଁ ଗୀତରେ ପରମେଶ୍ବରଙ୍କ ନାମର ପ୍ରଶଂସା ଗାନ କରିବି ଓ ଧନ୍ଯବାଦ ସହ ତାଙ୍କର ଗୌରବ ଗାନ କରିବି।

ଗୀତସଂହିତା 84:11

ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

ଗୀତସଂହିତା 91:4

ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।

ଗୀତସଂହିତା 96:1

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।

ଗୀତସଂହିତା 118:6

ସଦାପ୍ରଭୁ ମାେ ସହିତ ଅଛନ୍ତି। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମାେତେ କ'ଣ କରିପାରିବେ,

ଗୀତସଂହିତା 118:13

ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରି ପ୍ରାଯ ଧ୍ବଂସ କରିବା ଉପରେ ଥିଲେ, କିନ୍ତୁ ସଦାପ୍ରଭୁ ମାେତେ ସାହାୟ୍ଯ କଲେ।

ଯିଶାଇୟ 12:2

ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।

ଯିଶାଇୟ 45:24

ତାହା ହେଲେ ଲୋକେ କହିବେ, କବଳେ ସଦାପ୍ରଭୁଙ୍କଠା ରେ ଧାର୍ମିକତା ଓ ଶକ୍ତି ଅଛି।'

ଯିଶାଇୟ 61:10

ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 6:10

ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9

ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:3

ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :

Interlinear

Choose Theme