Home Bibles ଗୀତସଂହିତା 29:2 · ଓଡ଼ିଆ ବାଇବେଲ
ଗୀତସଂହିତା 29:2 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।

Cross references

ପ୍ରଥମ ବଂଶାବଳୀ 16:28

ପରିବାର ସକଳ ଓ ଜନବୃନ୍ଦ ସଦାପ୍ରଭୁଙ୍କ ମହିମା ଓ ପରାକ୍ରମର ପ୍ରଶଂସାଗାନ କର।

ଦିତୀୟ ବଂଶାବଳୀ 20:21

ଯିହାଶାଫେଟ୍ ଲୋକମାନଙ୍କର ଉପଦେଶ ଶୁଣିଲେ। ଏହାପରେ ସେ ଗାଯକମାନଙ୍କୁ ସଦାପ୍ରଭୁଙ୍କ ପ୍ରଶଂସାଗାନ କରିବା ପାଇଁ ନିୟୁକ୍ତ କଲେ, ସମାନେେ ପବିତ୍ର ଚୋଗା ପରିଧାନ କରିଛନ୍ତି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସାଗାନ କରି ସୈନ୍ଯଦଳର ସମ୍ମୁଖ ରେ ୟାତ୍ରା କଲେ। ଗାଯକମାନେ ଏହି ଗୀତ ଗାଉଥିଲେ, ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ, କାରଣ ତାଙ୍କର ପ୍ ରମେ ଅନନ୍ତକାଳସ୍ଥାଯୀ।

ଗୀତସଂହିତା 27:4

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।

ଗୀତସଂହିତା 90:17

ହେ ପରମେଶ୍ବର ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର। ଆମ୍ଭର କାର୍ୟ୍ଯ ଆମ୍ଭକୁ ସମର୍ଥନ କରେ, ତଣେୁ ଦୟାକରି ଆମ୍ଭର କାର୍ୟ୍ଯକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।

ଗୀତସଂହିତା 96:6

ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ଯମାନ।

ଗୀତସଂହିତା 96:8

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ୟଥୋଚିତ ଗୌରବ ଗାନ କର, ୟାହା ସେ ପାଇବା ୟୋଗ୍ଯ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନବୈେଦ୍ଯ ନଇେ ଆସ।

ଗୀତସଂହିତା 96:9

ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର। ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।

ଗୀତସଂହିତା 97:9

ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗଯ ପୃଥିବୀର ଶାସକ। ତୁମ୍ଭେ ଅନ୍ୟ ଦବେତାମାନଙ୍କଠାରୁ ଉତ୍ତମ।

ଗୀତସଂହିତା 110:3

ତୁମ୍ଭ ପରାକ୍ରମର ଦିନରେ, ଯେତବେେଳେ ତୁମ୍ଭର ସୈନ୍ଯବାହିନୀ ଏକତ୍ର ହବେେ, ତୁମ୍ଭ ଲୋକମାନେ ସ୍ବଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସମାନେେ ମିଳିତ ହବେେ। ସହେି ସମସ୍ତ ୟୁବକ ତୁମ୍ଭ ଚାରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।

ଗୀତସଂହିତା 113:3

ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।

ଗୀତସଂହିତା 145:3

ସଦାପ୍ରଭୁ ହେଉଛନ୍ତି ମହାନ୍ ଏବଂ ସେ ଅତ୍ଯନ୍ତ ପ୍ରଶଂସନୀଯ। ଆମ୍ଭମାନେେ ତାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।

ଯିରିମିୟ 13:16

ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।

Interlinear

Choose Theme