Home Bibles ଗୀତସଂହିତା 31:11 · ଓଡ଼ିଆ ବାଇବେଲ
ଗୀତସଂହିତା 31:11 · ଓଡ଼ିଆ ବାଇବେଲ

ମାରେ ଶତ୍ରୁମାନେ ମାେତେ ଘୃଣା କରନ୍ତି, ମାରେ ପଡ଼ୋଶୀମାନେ ମଧ୍ଯ ମାେତେ ଘୃଣା କରନ୍ତି। ମାରେ ବନ୍ଧୁବାନ୍ଧବମାନେ ରାସ୍ତାରେ ଦଖାେ ହେଲେ ଭୟ କରି ମାଠାରୁେ ଦୂରଇେ ୟାଆନ୍ତି।

Cross references

ଆୟୁବ ପୁସ୍ତକ 6:21

ବର୍ତ୍ତମାନ ତୁମ୍ଭେ ସହେି ଷୋର୍ତଭଳି କିଛି ନୁହଁ। ତୁମ୍ଭେ ମାରେ ବିପଦ ଦେଖି ଭୟଭୀତ ହେଉଅଛ କି ?

ଆୟୁବ ପୁସ୍ତକ 19:13

ସେ ମାରେ ଭାଇମାନଙ୍କୁ ମାଠାରୁେ ବହୁତ ଦୂରକୁ ନଇୟୋଇଛନ୍ତି। ମାରେ ନିଜର ସାଙ୍ଗମାନେ ମାେ ପାଇଁ ଅଚିହ୍ନା ହାଇେଛନ୍ତି।

ଗୀତସଂହିତା 22:6

କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।

ଗୀତସଂହିତା 38:11

ମାରେ ରୋଗ ଯୋଗୁଁ ମାରେ ବନ୍ଧୁ ଓ ପଡ଼ୋଶୀମାନେ ମାେତେ ଦଖାେ କରିବାକୁ ଆସନ୍ତି ନାହିଁ। ମାରେ ପରିବାରବର୍ଗ ମାଠାରୁେ ଦୂରଇେ ରହନ୍ତି।

ଗୀତସଂହିତା 41:8

ସମାନେେ କହନ୍ତି, ସେ ବୋଧହୁଏ କିଛି ଖରାପ କାର୍ୟ୍ଯ କରିଛି ଓ ସେଥିପାଇଁ ବମାରେ ଅଛି। ମୁଁ ଆଶା କରୁଛି ସେ ଆଉ ଭଲ ହବେ ନାହିଁ।

ଗୀତସଂହିତା 64:8

ସମାନଙ୍କେ ନିଜ ଜିହ୍ବା ସମାନଙ୍କେୁ ଧ୍ବଂସର ବିଷଯ ଆଣିବ। ସମାନଙ୍କେୁ ୟିଏ ଦେଖିବେ ସମାନେେ ଦୁଃଖରେ ମୁଣ୍ଡ ହଲାଇବେ।

ଗୀତସଂହିତା 69:19

ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।

ଗୀତସଂହିତା 88:8

ମାରେ ବନ୍ଧୁମାନେ ମାେତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସମାନେେ ମାଠାରୁେ ଦୂରଇେ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ୟାଇପାରିବି ନାହିଁ।

ଗୀତସଂହିତା 88:18

ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

ଗୀତସଂହିତା 89:50

ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମାେତେ ଅପମାନିତ ଦେଉଛନ୍ତି।

ଯିଶାଇୟ 49:7

ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।

ଯିଶାଇୟ 53:3

ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।

ଯିରିମିୟ 12:6

ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସହେି ଲୋକ ତୁମ୍ଭପ୍ରତି ବିଶ୍ବାସଘାତକତା କରିଅଛନ୍ତି। ସମାନେେ ତୁମ୍ଭ ପଶ୍ଚାତଧାବନ କରି ଉଚ୍ଚସ୍ବର ରେ ଡ଼ାକ ପକାଇଛନ୍ତି। ସମାନେେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସମାନଙ୍କେୁ ବିଶ୍ବାସ କର ନାହିଁ।

ମୀଖା 7:6

ତୁମ୍ଭ ନିଜ ପରିବାରର ଲୋକେ ତୁମ୍ଭର ଶତୃ ପାଲଟିବେ। ପୁଅ ତାଙ୍କର ବାପାଙ୍କୁ ଅସମ୍ମାନ କରିବ, କନ୍ଯା ମାଆର ବିରୁଦ୍ଧ ରେ ୟିବ ଓ ବୋହୂ ଶାଶୁର ବିରୁଦ୍ଧ ରେ କାର୍ୟ୍ଯ କରିବ।

ମାଥିଉଲିଖିତ ସୁସମାଚାର 10:21

ଭାଇ ତା ନିଜ ଭାଇକ,ୁ ବାପା-ମାଆ ନିଜ ପିଲାପିଲିଙ୍କୁ ମରଣ ମୁହଁକୁ ଠଲେି ଦବେେ। ପିଲାମାନେ ନିଜ ବାପା-ମାଆଙ୍କ ବରୁଦ୍ଧ ରେ ଠିଆ ହବେେ ଓ ତାହାଙ୍କୁ ମାରି ପକାଇବେ।

ମାଥିଉଲିଖିତ ସୁସମାଚାର 26:56

କିନ୍ତୁ ଭବିଷ୍ଯଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସହେିଭଳି ହବୋ ପାଇଁ ଏହି ସବୁକଥା ଘଟିଲା, ତା'ପରେ ସମସ୍ତ ଶିଷ୍ଯମାନେ ଯୀଶୁଙ୍କୁ ଛାଡି ପଳାଇଗଲେ।

ମାଥିଉଲିଖିତ ସୁସମାଚାର 26:74

ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, ମୁଁ ସେ ଲୋକଙ୍କୁ ଜାଣେ ନାହିଁ। ସତେିକି ବେଳେ କୁକୁଡ଼ା ଡ଼ାକିଲା।

ମାଥିଉଲିଖିତ ସୁସମାଚାର 27:39

ସହେି ପାଖ ଦଇେ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସମାନେେ ସମେମାନଙ୍କ ମୁଣ୍ଡ ହଲଇେ କହୁଥିଲେ,

ମାର୍କଲିଖିତ ସୁସମାଚାର 14:50

ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ଛାଡି ଦୌଡି ପଳାଇଲେ।

ରୋମୀୟଙ୍କ ପ୍ରତି ପତ୍ର 15:3

ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:16

ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।

ଏବ୍ରୀ 11:36

କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।

ଏବ୍ରୀ 13:13

ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।

ପିତରଙ୍କ ପ୍ରଥମ ପତ୍ 4:14

ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।

Interlinear

Choose Theme