ମୁଁ ଭୟଭୀତ ହାଇେ ପଡ଼ିଲି ଓ ମୁଁ କହିଲି, ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ବର ମାେତେ ଦେଖିପାରିବେ ନାହିଁ। କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ ପରମେଶ୍ବର ତୁମ୍ଭେ ସହାୟତା ପାଇଁ ମାରେ ଡ଼ାକ ଶୁଣିଲ।
Cross references
ଶାଉଲ ପର୍ବତର ଏକ ପାଶର୍ବକକ୍ସ୍ଟ ଗଲେ ଓ ଦାଉଦ ତାଙ୍କର ଲୋକମାନେ ସହେି ପର୍ବତର ଅନ୍ୟ ଏକ ପାଖକକ୍ସ୍ଟ ଗଲେ। ତେଣୁ ଦାଉଦ ଶାଉଲଙ୍କ ଭୟରକ୍ସ୍ଟ ଶିଘ୍ର ଦୌଡି ପଳାଇଲେ, କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କକ୍ସ୍ଟ ଧରିବା ନିମନ୍ତେ ପର୍ବତର ଚତକ୍ସ୍ଟଃପାଶର୍ବ ରେ ଘରେି ୟାଇଥିଲେ।
ଦାଉଦ ଅବୀଗଲକକ୍ସ୍ଟ କହିଲେ, ଆଜି ଯେ ମାେ ସଙ୍ଗ ରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଧନ୍ଯ।
କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, ମୁ ଦିନେ ଶାଉଲଙ୍କ ହାତ ରେ ଧରା ହବେି। ଏହା ସବୁଠକ୍ସ୍ଟ ଭଲ ହବେ। ମୁ ପଲେଷ୍ଟୀୟମାନଙ୍କ ଦେଶକକ୍ସ୍ଟ ୟାଇ ନିଜକକ୍ସ୍ଟ ରକ୍ଷା କରିବି। ତହିଁରେ ଶାଉଲ ଇଶ୍ରାୟେଲର ସମସ୍ତ ଅଞ୍ଚଳ ଖାଜେି ନିରାଶ ହବେ। ଏହିପରି ଭାବରେ ମୁ ତାଙ୍କର ହସ୍ତରକ୍ସ୍ଟ ରକ୍ଷା ପାଇବି।
ତେଣୁ ସଦାପ୍ରଭୁ ସୈନ୍ଯବାହିନୀର ସନୋପତିଙ୍କୁ ଆଣିଲେ, ୟିଏକି ଅଶୂରର ରାଜାର ସବୋ କରୁଥିଲେ ଏବଂ ସମାନେେ ଯିହୁଦାକୁ ଆକ୍ରମଣ କଲେ। ସହେି ସନୋପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସମାନେେ ତାଙ୍କ ଶରୀର ରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତ ରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନଇଗେଲେ।
ଏପରି କମ୍ ଭାବରେ ତୁମ୍ଭେ ଯେତବେେଳେ କୁହ ତୁମ୍ଭେ ତାଙ୍କୁ ପାଇପାରିବ ନାହିଁ, ସେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭର ମାମଲା ତାଙ୍କଠା ରେ ପଡ଼ିଛି ଏବଂ ତୁମ୍ଭେ ନିଶ୍ଚିତ ତାଙ୍କ ପାଇଁ ଅପେକ୍ଷା କରିବ।
ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି।
ପରମେଶ୍ବର ତୁମ୍ଭର ଅଦ୍ଭୁତ କରୁଣା ଦଖାେଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସମାନଙ୍କେୁ ଉଦ୍ଧାର କର। ସମାନଙ୍କେର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ୍ ଶକ୍ତି ବ୍ଯବହାର କର। ତଣେୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ୟିଏ ତୁମ୍ଭଠାରେ ଆଶ୍ରଯ ନଇେଛି ଏବଂ ୟିଏ ତୁମ୍ଭର ଅନୁସରଣକାରୀ ଅଟେ।
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମାେତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହବେେ। ସମାନେେ ନୀରବରେ କବରକୁ ଯିବେ।
ପରମେଶ୍ବରଙ୍କର ପ୍ରଶଂସା କର !ପରମେଶ୍ବର ମାେ ପାଖରୁ ମୁହଁ ଫରୋଇ ନାହାନ୍ତି। ସେ ମାରେ ପ୍ରାର୍ଥନା ଶୁଣିଛନ୍ତି। ପରମେଶ୍ବର ତାଙ୍କର ପ୍ରମେ ମାେତେ ଦଖାଇେଛନ୍ତି।
ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।
ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।
ସେତବେେଳେ ମୁଁ ଭୟଭୀତ ହାଇେ କହିଲି, ହାୟ ! ହାୟ ! ମୁଁ ନଷ୍ଟ ହାଇଗଲିେ। କାରଣ ମୁଁ ଏତେ ଅପବିତ୍ର ଯେ ପରମେଶ୍ବରଙ୍କ ନିକଟରେ କହିବାକୁ ଅ ଯୋଗ୍ଯ। ପୁରି ଏପରି ଅଶୁଚି ଲୋକମାନଙ୍କ ମଧିଅରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅୟୋଗ୍ଯ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।'