Home Bibles ☰ Books ଗୀତସଂହିତା 31:9 · ଓଡ଼ିଆ ବାଇବେଲ
ଗୀତସଂହିତା 31:9 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ମାେ ଉପରେ ଅନକେ ବିପଦ ପଡ଼ିଛି, ତଣେୁ ମାେ ପ୍ରତି କରୁଣା କର। ମୁଁ ଏତେ ବିଚଳିତ ହାଇେ ପଡ଼ିଛି ୟେ ମାରେ ଚକ୍ଷୁ ୟନ୍ତ୍ରଣା କରୁଛି। ମାରେ ଗଳା ଶୁଖି ଯାଉଛି, ମାେ ପାକସ୍ଥଳୀ ୟନ୍ତ୍ରଣା ଦେଉଛି।

Cross references

ଦିତୀୟ ଶାମୁୟେଲ 22:20

ସଦାପ୍ରଭୁ ମାେତେ ଭଲ ପାଆନ୍ତି, ତେଣୁ ସେ ମାେତେ ରକ୍ଷା କଲେ, ସେ ମାେତେ ନିରାପଦ ସ୍ଥାନକକ୍ସ୍ଟ ନଇଗେଲେ।

ଆୟୁବ ପୁସ୍ତକ 17:7

କାରଣ ମାରଦେୁଃଖ ଯୋଗୁଁ ମାରେ ଚକ୍ଷୁ ଅନ୍ଧ ପ୍ରାଯ ହାଇଗେଲାଣି। ମାରେଶରୀର ଛାଇପରି କ୍ଷୀଣ ହାଇଗେଲାଣି।

ଆୟୁବ ପୁସ୍ତକ 33:19

କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।

ଗୀତସଂହିତା 6:1

ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।

ଗୀତସଂହିତା 6:7

ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

ଗୀତସଂହିତା 18:20

ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

ଗୀତସଂହିତା 18:37

ତା'ପରେ ମୁଁ ମାରେ ଶତ୍ରୁ ପଛରେ ଗୋଡ଼ାଇ ପାରିବି ଓ ସମାନଙ୍କେୁ ଧରି ପାରିବି। ମୁଁ ସମାନଙ୍କେୁ ଧ୍ବଂସ ନ କଲା ପର୍ୟ୍ଯନ୍ତ ଫରେି ଆସିବି ନାହିଁ।

ଗୀତସଂହିତା 22:14

ମାରେ ବଳ କ୍ରମେ କ୍ଷୀଣ ହାଇେ ଆସୁଛି, ପାଣି ଭୂମିରେ ଶୋଷିତ ହେଲାପରି ମାରେ ଶକ୍ତି ଚାଲି ଯାଉଛି। ମାରେ ଅସ୍ଥିସବୁ ଭାଙ୍ଗି ଯାଉଛି। ମାରେ ସାହାସ କ୍ରମେ କ୍ଷୀଣ ହାଇେ ଆସୁଛି।

ଗୀତସଂହିତା 38:1

ହେ ସଦାପ୍ରଭୁ, ମାେତେ ଆପଣା କୋପରେ ଅନୁୟୋଗ କର ନାହିଁ। କିଅବା ମାେତେ ତୁମ୍ଭେ କୋର୍ଧାନ୍ବିତ ହାଇେ ଦଣ୍ଡ ଦିଅ ନାହିଁ।

ଗୀତସଂହିତା 44:25

ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠଲେି ଦିଆ ହାଇେଛି। ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।

ଗୀତସଂହିତା 66:14

ମୁଁ ତୁମ୍ଭ ଆଗରେ ଶପଥ କରିଛି। ବର୍ତ୍ତମାନ ମୁଁ କରିଥିବା ଶପଥ ତୁମ୍ଭକୁ ସମର୍ପଣ କରୁଛି।

ଗୀତସଂହିତା 73:14

ପରମେଶ୍ବର, ମୁଁ ଦିନୟାକ ଦୁଃଖ, କଷ୍ଟ ପାଉଅଛି। ପ୍ରତିଦିନ ପ୍ରଭାତରେ ତୁମ୍ଭେ ମାେତେ ଶାସ୍ତି ଦେଉଅଛ।

ଗୀତସଂହିତା 73:26

ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।

ଗୀତସଂହିତା 88:3

ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।

ଗୀତସଂହିତା 88:9

କ୍ଲେଶ ସକାଶୁ ମାରେ ଚକ୍ଷୁ କ୍ଷୀଣ ହାଇେଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।

ଗୀତସଂହିତା 102:3

ମାରେ ଜୀବନ ଧୂଆଁ ପରି କ୍ଷଯ ପାଉଅଛି। ମାରେ ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।

Interlinear

Choose Theme