Home Bibles ଗୀତସଂହିତା 32:10 · ଓଡ଼ିଆ ବାଇବେଲ
ଗୀତସଂହିତା 32:10 · ଓଡ଼ିଆ ବାଇବେଲ

ଦୁଷ୍ଟ ଲୋକମାନଙ୍କ ଉପରେ ଅନକେ ଅଘଟଣ ଘଟିଛି, କିନ୍ତୁ ପରମେଶ୍ବର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।

Cross references

ଗୀତସଂହିତା 2:12

ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।

ଗୀତସଂହିତା 5:12

ହେ ସଦାପ୍ରଭୁ ଯେତବେେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସମାନଙ୍କେୁ ବିରାଟ ଢ଼ାଲ ସଦୃଶ ସମସ୍ତ କୁକାର୍ୟ୍ଯରୁ ରକ୍ଷା କର।

ଗୀତସଂହିତା 11:6

ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଗୀତସଂହିତା 16:4

କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦବେତାମାନଙ୍କୁ ପୂଜା କରନ୍ତି, ସମାନେେ ଅଧିକ ଦୁଃଖ ପାଆନ୍ତି। ମୁଁ ସମାନଙ୍କେ ସହିତ ଏକମତ ହାଇପୋରିବି ନାହିଁ। ଯେଉଁମାନେ ସହେି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସମାନଙ୍କେର ନାମ ମୁଁ କବେେ ଉଚ୍ଚାରଣ କରିବି ନାହିଁ।

ଗୀତସଂହିତା 34:8

ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।

ଗୀତସଂହିତା 34:19

ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।

ଗୀତସଂହିତା 40:4

ୟଦି ଜଣେ ସଦାପ୍ରଭୁଙ୍କୁ ବିଶ୍ବାସ କରେ, ସହେି ବ୍ଯକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ଯକ୍ତି ପ୍ରକୃତରେ ଖୁସିରେ ରହେ, ୟଦି ସେ ପ୍ରତମାନଙ୍କେୁ କିଅବା ମିଥ୍ଯା ଦବେତାମାନଙ୍କୁ ଆଦର କରି ନ ଥାଏ।

ଗୀତସଂହିତା 84:12

ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।

ଗୀତସଂହିତା 140:11

ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।

ଗୀତସଂହିତା 146:5

କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।

ଗୀତସଂହିତା 147:11

ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ବସ୍ତ ପ୍ରମରେେ ଭରସା ରଖନ୍ତି, ସେ ସମାନଙ୍କେ ଉପରେ ସନ୍ତୁଷ୍ଟ ହୁଅନ୍ତି।

ହିତୋପଦେଶ 13:21

ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।

ହିତୋପଦେଶ 16:20

ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କରେ, ସେ ସାଫଲ୍ଯ ଅର୍ଜନ କରେ। ପୁଣି ସହେି ଲୋକ ଧନ୍ଯ ଯେ ସଦାପ୍ରଭୁଙ୍କଠା ରେ ନିର୍ଭର କରେ।

ଉପଦେଶକ 8:12

ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚଯ ସମାନଙ୍କେୁ ଜାଣେ ଯେଉଁମାନେ ପରମମେଶ୍ବରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତ ରେ ସମାନେେ ଉନ୍ନତି କରିବେ।

ଯିଶାଇୟ 3:11

ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

ଯିଶାଇୟ 12:2

ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।

ଯିଶାଇୟ 57:21

ଆମ୍ଭର ପରମେଶ୍ବର କୁହନ୍ତି ; ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।'

ଯିରିମିୟ 17:7

ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।

ରୋମୀୟଙ୍କ ପ୍ରତି ପତ୍ର 2:8

କିନ୍ତୁ ଯେଉଁମାନେ ସ୍ବାର୍ଥପର ଓ ସତ୍ଯକୁ ଅନୁସରଣ କରିବା ପାଇଁ ମନା କରନ୍ତି ଓ ମନ୍ଦ ମାର୍ଗ ଅବଲମ୍ବନ କରନ୍ତି, ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:10

ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।

Interlinear

Choose Theme