Home Bibles ଗୀତସଂହିତା 32:11 · ଓଡ଼ିଆ ବାଇବେଲ
ଗୀତସଂହିତା 32:11 · ଓଡ଼ିଆ ବାଇବେଲ

ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ଯକ୍ତିମାନେ ଆନନ୍ଦିତ ହୁଅ।

Cross references

ଦିତୀୟ ବିବରଣ 12:12

ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧିଅରେ ନ ଥିବା ହତେକ୍ସ୍ଟ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।

ପ୍ରଥମ ଶାମୁୟେଲ 2:1

ହାନ୍ନା ପ୍ରାର୍ଥନା କରି କହିଲା, ମାରେ ଅନ୍ତଃକରଣ ସଦାପ୍ରଭୁଙ୍କଠା ରେ ମହାଉଲ୍ଲାସ କରୁଅଛି। ପରମେଶ୍ବରଙ୍କଠା ରେ ମୁ ମାରେ ବହକ୍ସ୍ଟତ ଶକ୍ତି ଅନକ୍ସ୍ଟଭବ କରୁଛି। ମୁ ମାରେ ଶତୃମାନଙ୍କୁ ଉପହାସ କରୁଛି। ଯେ ହତେକ୍ସ୍ଟ ତୁମ୍ଭେ ମାେତେ ରକ୍ଷା କରିଥିବାରକ୍ସ୍ଟ ମୁ ବହକ୍ସ୍ଟତ ଖକ୍ସ୍ଟସି।

ଏଜ୍ରା 3:11

ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।

ଗୀତସଂହିତା 5:11

କିନ୍ତୁ ଯେଉଁମାନେ ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖନ୍ତି, ସମାନେେ ସୁଖରେ ରୁହନ୍ତି ଏବଂ ସମାନେେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ବର ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସମାନଙ୍କେୁ ଅଧିକ ଶକ୍ତି ପ୍ରଦାନ କର।

ଗୀତସଂହିତା 7:10

ପରମେଶ୍ବର ସବୁବେଳେ ୟଥାର୍ଥ ହୃଦଯ ବ୍ଯକ୍ତିମାନଙ୍କୁ ସାହାୟ୍ଯ କରନ୍ତି, ତଣେୁ ପରମେଶ୍ବର ମାେତେ ନିଶ୍ଚଯ ରକ୍ଷା କରିବେ।

ଗୀତସଂହିତା 32:2

ଜଣେ ବ୍ଯକ୍ତି ଅଧିକ ଖୁସି ହୁଏ, ଯେତବେେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସହେି ବ୍ଯକ୍ତିଟି ଅଧିକ ଭାଗ୍ଯଶାଳୀ ୟିଏ ନିଜର ପାପକୁ ଗୋପନ ରେଖ ନାହିଁ।

ଗୀତସଂହିତା 33:1

ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।

ଗୀତସଂହିତା 64:10

ଧାର୍ମିକ ଲୋକମାନେ ସଦାପ୍ରଭୁଙ୍କ ସବୋରେ ଆନନ୍ଦ କରିବେ। ସମାନେେ ତାହାଙ୍କର ଶରଣାଗତ ହବେେ। ପୁଣି ସମସ୍ତ ସଜ୍ଜନମାନେ, ସଦାପ୍ରଭୁଙ୍କର ପାଳନ କରିବେ।

ଗୀତସଂହିତା 68:3

ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।

ଗୀତସଂହିତା 97:1

ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।

ଗୀତସଂହିତା 97:12

ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।

ଗୀତସଂହିତା 98:4

ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।

ଗୀତସଂହିତା 125:4

ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦଯ ସହିତ ଲୋକମାନଙ୍କର ମଙ୍ଗଳ କର।

ଯିଖରିୟ 4:7

ହେ ମହାନ୍ ପର୍ବତ! ତୁମ୍ଭେ କଣ? ୟିରୁଦ୍ଦାବିଲ ସମ୍ମୁଖ ରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। 'ପରମେଶ୍ବରଙ୍କର ଏହା ଉପ ରେ କୃପା ହେଉ! ଧ୍ବନି ମଧିଅରେ ସେ କଣର ପ୍ରସ୍ତର ଆଣିବ।'

ରୋମୀୟଙ୍କ ପ୍ରତି ପତ୍ର 5:11

ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:1

ଆଉ ଏବେ ହେ ମାରେ ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠା ରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସହେି ଏକାକଥା ଲେଖିବା ରେ, ମାେତେ କଷ୍ଟ ହୁଏ ନାହିଁ, କାରଣ ଏହାଦ୍ବାରା ତୁମ୍ଭମାନେେ ଅଧିକ ପ୍ରସ୍ତୁତ ହାଇେ ରହିବ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:3

କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:4

ପ୍ରଭୁଙ୍କଠା ରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କ ହେ, ଆନନ୍ଦ କର।

Interlinear

Choose Theme