ପ୍ରଭୁ ତୁମ୍ଭେ ମାରେ ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦଲେ। ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ୟମେିତି ଭୂମି ଶୁଖି ୟାଏ।
Cross references
ସମାନେେ ବଡ ହବୋ ପର୍ୟ୍ଯନ୍ତ ତୁମ୍ଭେ କ'ଣ ଅପେକ୍ଷା କରିବ ଏବଂ ୟଥେଷ୍ଟ ବଯଷ୍କ ବିବାହ କରିବା ନିମନ୍ତେ? ତୁମ୍ଭେ ଯେତବେେଳେ ସମାନଙ୍କେୁ ଅପେକ୍ଷା କରିବ। ତୁମ୍ଭେ ନିଜକକ୍ସ୍ଟ ଅନ୍ୟ ସ୍ବାମୀମାନଙ୍କଠାରକ୍ସ୍ଟ ବିବାହ କରିବାଠାରକ୍ସ୍ଟ ଦୂ ରଇେ ରଖି ପାରିବ କି? ନା, ମାରେକନ୍ଯାଗଣ, ମୁ ତୁମ୍ଭମାନଙ୍କ ପାଇଁ ଖରାପ ଅନକ୍ସ୍ଟଭବ କରୁଛି, କାରଣ ଏହା ଜଣାୟାଏ ଯେ, ସଦାପ୍ରଭୁ ମାେ ବିରକ୍ସ୍ଟଦ୍ଧ ରେ ଅଛନ୍ତି।
ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।
ପକ୍ସ୍ଟଣି ସମାନେେ ତାହା ନଇଗେଲା ପରେ ଏହା ଏପରି ହେଲା, ଯେ ସଦାପ୍ରଭୁଙ୍କ ହସ୍ତ ଗାଥ ନଗରକକ୍ସ୍ଟ ଭୟ ଓ ୟନ୍ତ୍ରଣା ରେ ଆଘାତ କଲା; ପକ୍ସ୍ଟଣି ସେ ନଗରସ୍ଥ ସାନ ଓ ବଡ ଉଭୟଙ୍କକ୍ସ୍ଟ ସେ କ୍ଲେଶ ଦେଲେ ଓ ସମାନଙ୍କେଠା ରେ ଅର୍ଶ ରୋଗ ବାହାରିଲା।
ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ, କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା।
ଏହାକକ୍ସ୍ଟ ଲକ୍ଷ୍ଯ ରଖ। ଯଦି ଏହା ଆମ୍ଭର ସୀମା ଦଇେ ବୈଥ୍ଶମେଶକକ୍ସ୍ଟ ୟାଏ, ଆମ୍ଭମାନେେ ହୃଦ୍ ବୋଧ କରିବକ୍ସ୍ଟ ଯେ, ପରମେଶ୍ବର ଆମ୍ଭମାନଙ୍କ ଉପରକକ୍ସ୍ଟ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈଥ୍ଶମେଶକକ୍ସ୍ଟ ୟାଏ, ଆମ୍ଭମାନେେ ଜାଣିବକ୍ସ୍ଟ ଯେ, ଇଶ୍ରାୟେଲର ପରମେଶ୍ବରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରିନାହିଁ। ଏହା ଦବୈାତ୍ ଘଟିୟାଇଛି।
ସେ ମାେ ପାଇଁ ପରମେଶ୍ବରଙ୍କୁ କୁହନ୍ତି ଯମେିତିକି ଜଣେ ବ୍ଯକ୍ତି ତା'ର ବନ୍ଧୁ ପାଇଁ ୟୁକ୍ତି କରେ।
ମାେ ଦହରେ ଚମଡ଼ା ପୋଡ଼ି ୟାଇ ଛିଣ୍ଡି ପଡ଼ୁଛି। ଜ୍ବର ରେ ମାରେ ଦହେ ରେ ଭୀଷଣ ତାତି।
ଆୟୁବ ମାେତେ ଭୟ କର ନାହିଁ। ମୁଁ ତୁମ୍ଭ ପ୍ରତି କଠାେର ହବେି ନାହିଁ।
ମାରେ ପାଟି ଖଣ୍ଡେ ଖପରା ପରି ଶୁଷ୍କ ହାଇେ ଯାଉଛି। ମାରେ ଜିଭ ତାଳୁରେ ଲାଗି ଯାଉଛି, ତୁମ୍ଭେ ମାେତେ ମୃତ୍ଯୁର ଧୂଳିରେ ଫିଙ୍ଗି ଦଇେଛ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ ଆଘାତ କରିଛ। ତୁମ୍ଭର ତୀର ମାରେ ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
ତୁମ୍ଭେ ମାେତେ ଦଣ୍ଡ ଦଲେ। ବର୍ତ୍ତମାନ ମାରେ ସମସ୍ତ ଶରୀର କମ୍ପୁଅଛି। ମାରେ ପାପ ଲାଗି ତୁମ୍ଭେ ମାେତେ ଦଣ୍ଡ ଦଲେ, ତଣେୁ ମାରେ ଅସ୍ଥିରେ କିଛି ଆରାମ ନାହିଁ।
ହେ ପରମେଶ୍ବର, ମାେତେ ଆଉ ଦଣ୍ଡ ଦିଅ ନାହିଁ। ୟଦି ତୁମ୍ଭେ ମାେତେ ଦଣ୍ଡ ଦବୋ ବନ୍ଦ କରିବ ନାହିଁ, ତୁମ୍ଭେ ମାେତେ ଧ୍ବଂସ କରିଦବେ।
ପ୍ରାତଃକାଳରେ ତୃଣ ସତଜେ ହାଇେ ବଢ଼େ। ସନ୍ଧ୍ଯା କଳରେ ତାହା ଶୁଖି ମରିୟାଏ।
ମାରେ ଜୀବନ ଧୂଆଁ ପରି କ୍ଷଯ ପାଉଅଛି। ମାରେ ଅସ୍ଥି ନିଆଁ ଖୁଣ୍ଟାପରି ଜଳେ।
ମାତ୍ର ବର୍ତ୍ତମାନ ସମାନଙ୍କେର ମୁଖ ଅଙ୍ଗାର ଅପେକ୍ଷା କଳାବର୍ଣ୍ଣ, ତେଣୁ ରାସ୍ତା ରେ କହେି ସମାନଙ୍କେୁ ଚିହ୍ନନ୍ତି ନାହିଁ। ସମାନଙ୍କେର ଚର୍ମ ଅସ୍ଥି ରେ ଲାଗିଅଛି ଓ ତାହା କାଠପରି ଶୁଷ୍କ ହାଇେଅଛି।