କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।
Cross references
ତେଣୁ ଯଦି କହେି ଏହି ବିଷଯଗୁଡିକ ମଧ୍ଯରୁ କୌଣସି ଗୋଟିକରେ ଦୋଷୀ ହୁଏ, ତବେେ ସେ ନିଜର ସେ ପାପକର୍ମ ସ୍ବୀକାର କରିବ।
ପୁଣି ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ, ସମାନେେ ଦୁଃଖ ଭୋଗିବେ ଏବଂ ଶତୃର ଦେଶରୁ ଉଚ୍ଛଦେ ହବେେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷ ମାନଙ୍କର ଅପରାଧ ହତେୁ ସମାନେେ କଷ୍ଟ ଭୋଗ କରିବନୋହିଁା
ତା'ପରେ ଯିହାଶୂେୟ ଆଖନକକ୍ସ୍ଟ କହିଲେ, ହେ ମାହେର ପକ୍ସ୍ଟତ୍ର, ବିନଯ କରୁଅଛି, ସଦାପ୍ରଭୁ ଇଶ୍ରାୟେଲର ପରମେଶଓରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ବୀକାର କର, ତୁମ୍ଭେ କ'ଣ କରିଛ। ମାେତେ କକ୍ସ୍ଟହ ସେ କଥା ଲକ୍ସ୍ଟଗ୍ଭଅ ନାହିଁ।
ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକକ୍ସ୍ଟ ଅବଜ୍ଞା କଲ? ସେ ଯାହା ଭୂଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀଯ ଊରିଯକକ୍ସ୍ଟ ମାରି ତା' ସ୍ତ୍ରୀକକ୍ସ୍ଟ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅେମ୍ମାନୀୟମାନଙ୍କ ଖଣ୍ତାଦ୍ବାରା ଊରିଯକକ୍ସ୍ଟ ମାରି ଅଛ।
ଦାଉଦ ନାଥନକକ୍ସ୍ଟ କହିଲେ, ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅପରାଧ କରିଅଛି।
ଏହାପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦଯ ଦକ୍ସ୍ଟଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, ଏହି କର୍ମ କରିବା ରେ ମୁ ମହାପାପ କରିଛି। ହେ ସଦାପ୍ରଭୁ, ମୁ ଆପଣଙ୍କକ୍ସ୍ଟ ବିନଯ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁ ଅତି ମକ୍ସ୍ଟର୍ଖର କର୍ମ କରିଅଛି।
ପକ୍ସ୍ଟଣି ଦାଉଦ ସହେି ଲୋକ ସଂହାରକ ଦୂତକକ୍ସ୍ଟ ଦେଖି ସଦାପ୍ରଭୁଙ୍କୁ କହିଲେ, ଦେଖ, ମୁ ପାପ କଲି ଓ ମୁ ହିଁ ଅପରାଧି ହଲିେ। ମାତ୍ର ଏହି ମଷଗେଣ କ'ଣ କଲେ? ବିନଯ କରୁଅଛି ତକ୍ସ୍ଟମ୍ଭ ହସ୍ତ ମାେ' ପ୍ରତିକୂଳ ରେ ଓ ମାେ' ପିତୃଗୃହର ପ୍ରତିକୂଳ ରେ ହେଉ।
ତୁମ୍ଭ ବିରୁଦ୍ଧ ରେ ପାପ କରିଥିବା ତୁମ୍ଭର ସହେି ଲୋକମାନଙ୍କୁ ଓ ତୁମ୍ଭଠାରୁ ବିମୁଖ ହାଇେଥିବା ସହେି ଲୋକମାନଙ୍କୁ କ୍ଷମା କର। ସମାନଙ୍କେର ଶତୃମାନଙ୍କୁ ସମାନଙ୍କେ ପ୍ରତି ଦୟାଳୁ ହବୋକୁ ଦିଅ।
ଆଉ, ତା'ପରେ ଇଶ୍ରାୟେଲର ତୁମ୍ଭର ପ୍ରେତ୍ୟକକ ବ୍ଯକ୍ତି ନିଜର ସମସ୍ଯା ଓ କ୍ଲେଶ ଜାଣି ସମାନଙ୍କେ ମଧ୍ଯରୁ କହେି ତୁମ୍ଭ ନିକଟରେ ପ୍ରାର୍ଥନା ଓ ବୀନତି କରେ, - ଆଉ ଯଦି ସହେି ବ୍ଯକ୍ତି ଏହି ମନ୍ଦିର ଆଡ଼େ ଚାହିଁ ତାହାର ହସ୍ତ ପ୍ରସାର କରେ,
ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ବର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ୟ୍ଯ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀଯମାନଙ୍କଠାରୁ ଓ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।
ଅନ୍ୟ ଲୋକମାନେ ସମାନଙ୍କେର ପାପକୁ ଗୁପ୍ତ ରଖିବାକୁ ଚାହାଁନ୍ତି। ମୁଁ କବେେ ମାରେ ଦୋଷକୁ ଲୁଚାଏ ନାହିଁ।
ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।
ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ। ତୁମ୍ଭର କୃପାଦୃଷ୍ଟି ମାେ ଉପରେ ପକାଅ।
ହେ ସଦାପ୍ରଭୁ ମାରେ ଦୁଃଖ ଓ କ୍ଲେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମାେତେ କ୍ଷମା କର।
ପରମେଶ୍ବର କୋର୍ଧିତ ହୁଅନ୍ତି। ତଣେୁ ତାଙ୍କର ନିଷ୍ପତ୍ତି ହିଁ ମୃତ୍ଯୁ। କିନ୍ତୁ ସେ ମାେ ପ୍ରତି କରୁଣା ପ୍ରଦର୍ଶନ କରି ମାେତେ ଜୀବନଦାନ ଦଇେଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା'ପରଦିନ ସକାଳୁ ଦେଖିଲି, ମୁଁ ଖୁସିରେ ଗୀତ ବୋଲୁଛି।