Home Bibles ଗୀତସଂହିତା 33:21 · ଓଡ଼ିଆ ବାଇବେଲ
ଗୀତସଂହିତା 33:21 · ଓଡ଼ିଆ ବାଇବେଲ

ପରମେଶ୍ବର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସହେି ପବିତ୍ର ନାମରେ ଭରସା କରିବା।

Cross references

ପ୍ରଥମ ବଂଶାବଳୀ 16:10

ପରମେଶ୍ବରଙ୍କ ପବିତ୍ର ନାମ ପାଇଁ ଗର୍ବ କର। ହେ ସଦାପ୍ରଭୁଙ୍କ ନିକଟକୁ ଆସୁଥିବା ଜନବୃନ୍ଦ, ଆନନ୍ଦିତ ହୁଅ।

ପ୍ରଥମ ବଂଶାବଳୀ 16:35

ସଦାପ୍ରଭୁଙ୍କୁ କୁହ, ହେ ପରମମେଶ୍ବର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତବେେ, ଆମ୍ଭମାନେେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତବେେ ଆମ୍ଭମାନେେ ସଂଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।

ଗୀତସଂହିତା 13:5

ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।

ଗୀତସଂହିତା 28:7

ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 30:10

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ ଓ ମାେ ପ୍ରତି କରୁଣା ପ୍ରଦର୍ଶନ କର। ହେ ସଦାପ୍ରଭୁ ମାରେ ସହାୟ ହୁଅ।

ଗୀତସଂହିତା 32:10

ଦୁଷ୍ଟ ଲୋକମାନଙ୍କ ଉପରେ ଅନକେ ଅଘଟଣ ଘଟିଛି, କିନ୍ତୁ ପରମେଶ୍ବର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।

ଯିଶାଇୟ 25:9

ସେତବେେଳେ ଲୋକେ ଏହି କଥା କହିବେ, ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'

ଯିଖରିୟ 10:7

ଇଫ୍ରଯିମର ଲୋକମାନେ ଦ୍ରାକ୍ଷାରସ ପାନ କରିଥିବା ସୈନ୍ଯଟି ପରି ଖୁସି ହବେେ। ସମାନଙ୍କେର ପିଲାମାନେ ଦେଖିବେ ଓ ଆନନ୍ଦ କରିବେ। ସମାନଙ୍କେର ହୃଦଯ ସଦାପ୍ରଭୁଙ୍କଠା ରେ ଉଲ୍ଲସିତ ହବେ।

ଲୂକଲିଖିତ ସୁସମାଚାର 1:47

ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।

ଯୋହନଲିଖିତ ସୁସମାଚାର 16:22

ଏହିପରି ତୁମ୍ଭ କ୍ଷେତ୍ର ରେ ମଧ୍ଯ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭଙ୍କୁ ପୁଣି ଭଟେିବି ଓ ତୁମ୍ଭମାନେେ ଖୁସି ହବେ। କହେି ତୁମ୍ଭର ଆନନ୍ଦ ନଇେ ୟିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:8

ପ୍ରେତ୍ୟକକଙ୍କର ଛଅଟି ଲଖାଏଁେ ଡ଼ଣୋ ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଚାରିପାଖ ଆଖି ରେ ପରିପୂର୍ଣ୍ଣ ଥିଲା। ସମାନେେ ଦିନରାତି ଅବିରତ କହୁଥିଲେ :

Interlinear

Choose Theme