Home Bibles ଗୀତସଂହିତା 33:3 · ଓଡ଼ିଆ ବାଇବେଲ
ଗୀତସଂହିତା 33:3 · ଓଡ଼ିଆ ବାଇବେଲ

ତାଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଶୁଣାଅ। ସୁନ୍ଦର ସ୍ବରରେ ମନୋହର ବାଦ୍ଯରେ ଏକ ଗୀତ ରଚନା କର।

Cross references

ପ୍ରଥମ ବଂଶାବଳୀ 13:8

ଦାଉଦ ଓ ଇଶ୍ରାୟେଲ ସମସ୍ତ ଲୋକ ପରମେଶ୍ବରଙ୍କ ସମ୍ମୁଖ ରେ ଆନନ୍ଦ ଉତ୍ସବ କରୁଥିଲେ। ସମାନେେ ପରମେଶ୍ବରଙ୍କ ପ୍ରଶଂସା କରୁଥିଲେ ଓ ସଂଗୀତମାନ ଗାନ କରୁଥିଲେ। ସମାନେେ ବୀଣା, ସାରଙ୍ଗ, ଢ଼ୋଲ, ଗିନି ଓ ତୂରୀ ବାଦ୍ଯସବୁ ବଜାଇଲେ।

ପ୍ରଥମ ବଂଶାବଳୀ 15:22

ଲବେୀୟ ନେତା କନନିଯ ଗାଯନ ଦାଯିତ୍ବ ରେ ଥିଲେ। କନନିଯ ସଙ୍ଗୀତ ବିଦ୍ଯା ରେ ଅତ୍ଯନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ୟ୍ଯ ଦତ୍ତ ହାଇେଥିଲା।

ପ୍ରଥମ ବଂଶାବଳୀ 25:7

ଲବେୀ ଗୋଷ୍ଠୀର ସହେି ବ୍ଯକ୍ତିମାନେ ଓ ସମାନଙ୍କେର ଆତ୍ମୀଯମାନେ ଗାଯନ ବିଦ୍ଯା ରେ ତାଲିମପ୍ରାପ୍ତ ହାଇେଥିଲେ। 288 ଜଣ ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।

ଦିତୀୟ ବଂଶାବଳୀ 34:12

ଲୋକମାନେ ଅତି ବିଶ୍ବସ୍ତଭାବରେ କାର୍ୟ୍ଯ କରୁଥିଲେ। ସମାନଙ୍କେର ତଦାରଖକାରୀମାନେ ଥିଲେ ୟହତ୍ ଓ ଓବଦିଯ। ୟହତ୍ ଓ ଓବଦିଯ ଲବେୀୟ ଓ ମରାରିଙ୍କ ବଂଶଧର ଥିଲେ। ଅନ୍ୟ ତଦାରଖକାରୀମାନେ ଥିଲେ ଜିଖରିଯ ଓ ମଶୁଲ୍ଲମ୍। ସମାନେେ କହାତ୍ ବଂଶର ଥିଲେ।

ଗୀତସଂହିତା 40:3

ସଦାପ୍ରଭୁ ମାେ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସହେି ଗୀତଟି ପରମେଶ୍ବରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନକେ ଲୋକ ଦେଖିବେ ମାେ ପ୍ରତି ୟାହା ସବୁ ଘଟିଗଲା, ୟାହାଫଳରେ ସମାନେେ ପରମେଶ୍ବରଙ୍କୁ ଉପାସନା କରିବେ। ସମାନେେ ସଦାପ୍ରଭୁଙ୍କୁ ବିଶ୍ବାସ କରିବେ।

ଗୀତସଂହିତା 40:4

ୟଦି ଜଣେ ସଦାପ୍ରଭୁଙ୍କୁ ବିଶ୍ବାସ କରେ, ସହେି ବ୍ଯକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ଯକ୍ତି ପ୍ରକୃତରେ ଖୁସିରେ ରହେ, ୟଦି ସେ ପ୍ରତମାନଙ୍କେୁ କିଅବା ମିଥ୍ଯା ଦବେତାମାନଙ୍କୁ ଆଦର କରି ନ ଥାଏ।

ଗୀତସଂହିତା 96:1

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।

ଗୀତସଂହିତା 98:1

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !

ଗୀତସଂହିତା 144:9

ହେ ସଦାପ୍ରଭୁ, ତୁମ୍ଭ ବିଷଯରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ୟନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ଯରେ ମୁଁ ପ୍ରଶଂସାଗାନ କରିବି।

ଗୀତସଂହିତା 149:1

ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।

ଯିଶାଇୟ 42:10

ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।

ଏଫିସୀୟଙ୍କ ପ୍ରତି ପତ୍ର 5:19

ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।

କଲସୀୟଙ୍କ ପ୍ରତି ପତ୍ର 3:16

ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠା ରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ଯବହାର କର। ନିଜ ହୃଦୟ ରେ ପରମେଶ୍ବରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ଯାତ୍ମିକ ଗୀତମାନ ଗାଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9

ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:3

ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।

Interlinear

Choose Theme