କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ସମାନଙ୍କେ ବିରୁଦ୍ଧରେ ୟାଆନ୍ତି। ସେ ସମାନଙ୍କେୁ ସଂପୂର୍ଣ୍ଣ ଭାବେ ଧ୍ବଂସ କରନ୍ତି।
Cross references
ଆଉ କୌଣସି ଇଶ୍ରାୟେଲୀୟ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତବେେ ଆମ୍ଭେ ସହେି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ୍ ରଖିବା।
ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।
ଏ ପୃଥିବୀର ମଣିଷ ତାକୁ ମନେ ରଖିବେ ନାହିଁ। ତାକୁ ଆଉ କହେି ମନେ ରଖିବେ ନାହିଁ।
ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି।
ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି। ସହେି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ଯରୁ ବିତାଡ଼ିତ କର।
ସତେିକି ବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା। ସ୍ବର୍ଗରାଜ୍ଯର ଭିତ୍ତିଭୂମି ଥରି ଉଠିଲା, କାରଣ ସଦାପ୍ରଭୁ କୋର୍ଧିତ ହେଲେ।
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।
ପରମେଶ୍ବର ଆମ୍ଭର କର୍ଣ୍ଣ ସୃଷ୍ଟି କଲେ, ସେ କ'ଣ ଶୁଣିପାରୁ ନାହାଁନ୍ତି! ପରମେଶ୍ବର ଆମ୍ଭମାନଙ୍କର ଚକ୍ଷୁ ସୃଷ୍ଟି କରିଛନ୍ତି। ସେ କ'ଣ ଦେଖି ପାରିବେ ନାହିଁ! ୟାହା ସବୁ ଘଟିଯାଉଛି।
ଧାର୍ମିକ ଲୋକମାନେ ଆଦର ସହକା ରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ଯକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।
ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂର ରେ ଥାନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
ତା'ପ ରେ ମୁଁ ଦେଖିଲି ଦୁଷ୍ଟ ଲୋକମାନଙ୍କୁ ଆଡ଼ମ୍ବରପୂର୍ଣ୍ଣ ଅନ୍ତିମ ସଂସ୍କାର ଦିଆଗଲା। ସମାନଙ୍କେୁ ପବିତ୍ର ସ୍ଥାନକୁ ନିଆଗଲା ଓ ସଂସ୍କାର କରାଗଲା। ଏବଂ ଯେଉଁମାନେ ଏହା କଲେ ସହର ରେ ପ୍ରଂଶସିତ ହାଇେଥିଲେ। ଏହା ମଧ୍ଯ ଅର୍ଥହୀନ।
ହେ ଇଶ୍ରାୟେଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ଯାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହବେେ। ଯେଉଁମାନେ ମାେ ନିକଟରୁ ପ୍ରସ୍ଥାନ କରନ୍ତି, ସମାନଙ୍କେର ନାମ ଧୂଳି ରେ ଲିଖିତ ହବେ, କାରଣ ସମାନେେ ଅମୃତ ଜଳର ନିର୍ଝର ସ୍ବରୂପ ସଦାପ୍ରଭୁଙ୍କୁ ତ୍ଯାଗ କରିଅଛନ୍ତି।