Home Bibles ଗୀତସଂହିତା 35:13 · ଓଡ଼ିଆ ବାଇବେଲ
ଗୀତସଂହିତା 35:13 · ଓଡ଼ିଆ ବାଇବେଲ

ଯେତବେେଳେ ସହେି ଲୋକମାନେ ପୀଡ଼ିତ ଥିଲେ, ମୁଁ ସମାନଙ୍କେ ପାଇଁ ଦୁଃଖିତ ହାଇେଥିଲି। ମୁଁ କିଛି ନ ଖାଇ ମାରେ ସମବଦନୋ ଜଣାଇ ଥିଲି। ଏହା କ'ଣ ମାେ ପାଇଁ ସମାନଙ୍କେର ଉପୟୁକ୍ତ ପ୍ରତିଦାନ ?

Cross references

ଲେବୀୟ ପୁସ୍ତକ 16:29

ତୁମ୍ଭମାନଙ୍କ ପାଇଁ ଏହା ଚିରନ୍ତନ ବିଧି ହସ୍ତ ହବେ। ସପ୍ତମ ମାସର ଦଶମ ଦିନ ରେ ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ତୁମ୍ଭମାନଙ୍କ ମଧିଅରେ ସ୍ବଦେଶୀଯ ହେଉ ବା ବିଦେଶୀଯ ହେଉ ତୁମ୍ଭମାନେେ କୌଣସି ପ୍ରକାର କାମ କରିବା ଉଚିତ୍ ନୁହେଁ।

ଲେବୀୟ ପୁସ୍ତକ 16:31

ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମଦିନ, ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।

ପ୍ରଥମ ରାଜାବଳୀ 21:27

ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।

ଆୟୁବ ପୁସ୍ତକ 30:25

ହେ ପରମେଶ୍ବର ତୁମ୍ଭେ ଜାଣ ଅସହାୟ ଲୋକଙ୍କ ପାଇଁ ମୁଁ କାନ୍ଦିଛି। ଦୀନ ଦୁଃଖିଙ୍କ ପାଇଁ ମାରହେୃଦଯ ଦୁଃଖ ରେ ଭାଙ୍ଗି ପଡ଼ିଛି।

ଗୀତସଂହିତା 69:10

ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମାରେ ଉପହାସ କରନ୍ତି।

ଗୀତସଂହିତା 69:12

ସମାନେେ, ସର୍ବସାଧାରଣ ସ୍ଥାନରେ ମାରେ ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମାେ ବିଷଯରେ ତାଚ୍ଛଲ୍ଯଭରା ଗୀତ ଗାଉଛନ୍ତି।

ଯିଶାଇୟ 58:3

ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ ?

ଯିଶାଇୟ 58:5

ମନୁଷ୍ଯ ଏହିପ୍ରକାର ଉପବାସଦ୍ବାରା ନିଜର ପ୍ରାଣକୁ କ୍ଲେଶ ଦେଉ, ଆମ୍ଭେ କ'ଣ ଏହିପ୍ରକାର ଦିନ ମନୋନୀତ କରିଅଛୁ ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ଜଳେ ବିଛାଇ ତା'ଉପ ରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ ?

ମାଥିଉଲିଖିତ ସୁସମାଚାର 5:44

କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।

ମାଥିଉଲିଖିତ ସୁସମାଚାର 9:14

ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?

ମାଥିଉଲିଖିତ ସୁସମାଚାର 10:13

ଯଦି ସେ ପରିବାର ଲୋକେ ଅୟୋଗ୍ଯ ତବେେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫରେିଆସିବ।

ଲୂକଲିଖିତ ସୁସମାଚାର 10:6

ଯଦି ସଠାେରେ କହେି ଶାନ୍ତି ପ୍ରିୟ ଲୋକ ଥିବ, ତବେେ ତୁମ୍ଭମାନଙ୍କର ଶାନ୍ତି ଆଶୀର୍ବାଦ ତାହାକୁ ମିଳିବ। ଯଦି ସଠାେରେ କହେି ଶାନ୍ତି ପ୍ରିୟ ଲୋକ ନଥିବ, ତବେେ ତୁମ୍ଭମାନଙ୍କ ଶାନ୍ତି ଆଶୀର୍ବାଦ ତୁମ୍ଭମାନଙ୍କ ପାଖକୁ ଫରେି ଆସିବ।

ରୋମୀୟଙ୍କ ପ୍ରତି ପତ୍ର 12:14

ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।

Interlinear

Choose Theme