Home Bibles ☰ Books ଗୀତସଂହିତା 36:4 · ଓଡ଼ିଆ ବାଇବେଲ
ଗୀତସଂହିତା 36:4 · ଓଡ଼ିଆ ବାଇବେଲ

ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।

Cross references

ପ୍ରଥମ ଶାମୁୟେଲ 19:11

ଶାଉଲ ଦାଉଦଙ୍କ ଘରକକ୍ସ୍ଟ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକକ୍ସ୍ଟ ଜଗି ରହିଲେ। ସମାନେେ ସଠାେରେ ରାତ୍ରି ତମାମ ଜଗି ରହିଲେ। ସମାନେେ ଦାଉଦଙ୍କକ୍ସ୍ଟ ସକାଳ ରେ ମାରିଦବୋ ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦଲୋ। ସେ କହିଲା, ତୁମ୍ଭେ ରାତ୍ରି ରେ ପଳାଯନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନକର ତବେେ ସମାନେେ ତୁମ୍ଭକୁ ଆସନ୍ତା କାଲି ମାରି ଦବେେ।

ଏଷ୍ଟର ବିବରଣ 5:14

ତେଣୁ ତାହାର ସ୍ତ୍ରୀ ସରେଶ୍ ଓ ତାର ସମସ୍ତ ମିତ୍ରଗଣ ତାକୁ କହିଲେ,: ପଗ୍ଭଶ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖଯକୁ ତହିଁରେ ଫାଶି ଦବୋ ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହାଇେ ରାଜା ସହିତ ଭୋଜିକୁ ୟାଅ।

ଏଷ୍ଟର ବିବରଣ 6:4

ତେଣୁ ରାଜା ପଚାରିଲେ, ପ୍ରାଙ୍ଗଣ ରେ କିଏ ଅଛି? ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠ ରେ ମର୍ଦ୍ଦଖଯକୁ ଫାଶି ଦବୋ ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ବାର ପ୍ରାଙ୍ଗଣକୁ ଆସିଲା।

ଆୟୁବ ପୁସ୍ତକ 15:16

ମନୁଷ୍ଯମାନେ ଆହୁରି ତା'ଠାରୁ ଖରାପ। ମନୁଷ୍ଯ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ଯ। ସେ ଅଧର୍ମକୁ ଜଳପରି ପାନ କରେ।

ଗୀତସଂହିତା 38:12

ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସମାନେେ ସବୁବେଳେ ମାେ ବିଷଯରେ ଆଲୋଚନା କରନ୍ତି।

ଗୀତସଂହିତା 52:3

ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ଯା କହିବାକୁ ଅଧିକ ଭଲ ପାଉଛ।

ଗୀତସଂହିତା 97:10

ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।

ହିତୋପଦେଶ 4:16

ମନ୍ଦ ଲୋକମାନେ ମନ୍ଦକାର୍ୟ୍ଯ ନ କଲା ପର୍ୟ୍ଯନ୍ତ ସମାନଙ୍କେୁ ନିଦ ହୁଏ ନାହିଁ। ଯଦି ସମାନେେ କାହାକୁ ଆଘାତ ନ କରନ୍ତି, ସମାନେେ ଶଯନ କରିବେ ନାହିଁ।

ହିତୋପଦେଶ 24:2

ସମାନେେ ମନ ରେ ଦୌରାତ୍ମ୍ଯ କଳ୍ପନା କରନ୍ତି। ସମାନେେ ଅନିଷ୍ଟ କରିବା ପାଇଁ କହନ୍ତି।

ହିତୋପଦେଶ 24:23

ଏହିସବୁ ମଧ୍ଯ ଜ୍ଞାନୀମାନଙ୍କର କଥା ଅଟେ ;

ଯିଶାଇୟ 65:2

ଯେଉଁମାନେ ନିଜ ନିଜ ଚିନ୍ତାନୁସା ରେ କୁପଥରେ ଗମନ କରନ୍ତି, ସହେି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।

ଯିରିମିୟ 4:22

ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।

ଯିରିମିୟ 6:16

ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'

Interlinear

Choose Theme