Home Bibles ଗୀତସଂହିତା 37:25 · ଓଡ଼ିଆ ବାଇବେଲ
ଗୀତସଂହିତା 37:25 · ଓଡ଼ିଆ ବାଇବେଲ

ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।

Cross references

ଆଦି ପୁସ୍ତକ 17:7

ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଯିହୋଶୂୟ 1:5

ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।

ପ୍ରଥମ ଶାମୁୟେଲ 12:22

ସଦାପ୍ରଭୁ ଆପଣା ମହାନ ନାମ ସକାେଶ ଆପଣା ଲୋକମାନଙ୍କୁ ତ୍ଯାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତକ୍ସ୍ଟଷ୍ଟ ହାଇେ ଅଛନ୍ତି।

ଆୟୁବ ପୁସ୍ତକ 4:7

ଆୟୁବ ଥରେ ଭାବି ଦେଖିଲ, କହେି ନିରପରାଧ ବ୍ଯକ୍ତି କବେେ ଧ୍ବଂସ ହାଇେଛନ୍ତି! ଉତ୍ତମ ବ୍ଯକ୍ତିମାନଙ୍କର ବିନାଶ ଘଟେ ନାହିଁ।

ଆୟୁବ ପୁସ୍ତକ 15:23

ସେ ଏଣତେଣେେ ଘୁରିବୁଲେ। କିନ୍ତୁ ତା'ର ଶରୀର ଶଷେ ରେ ଶାଗୁଣାର ଖାଦ୍ୟ ହୁଏ। ସେ ଜାଣେ ତା'ର ମୃତ୍ଯୁ ନିକଟ ହାଇେ ଆସିଲାଣି।

ଆୟୁବ ପୁସ୍ତକ 32:6

ତା'ପରେ ଇଲୀହୁ କହିବାକୁ ଆରମ୍ଭ କଲା। ସେ କହିଲା,

ଗୀତସଂହିତା 25:13

ସହେି ବ୍ଯକ୍ତି ଅତି ଆନନ୍ଦରେ ଜୀବନୟାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ବରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।

ଗୀତସଂହିତା 37:28

ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।

ଗୀତସଂହିତା 59:15

ସମାନେେ କିଛିଦ୍ରବ୍ଯ ଖାଇବା ଅନ୍ବଷେଣରେ ଏଣତେଣେେ ଭ୍ରମଣ କରନ୍ତି। ମୁଁ ରାଣ ପକାଉଛି, ୟଦି ସମାନେେ ୟଥେଷ୍ଟ ପାଆନ୍ତି ତଥାପି ସମାନେେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି।

ଗୀତସଂହିତା 71:9

ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।

ଗୀତସଂହିତା 71:18

ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।

ଗୀତସଂହିତା 94:14

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ। ସେ ନିଜର ପ୍ରାଧାନ୍ଯତ୍ବକୁ ପରିତ୍ଯାଗ କରିବେ ନାହିଁ।

ଗୀତସଂହିତା 109:10

ତାଙ୍କର ଘର ଉଜୁଡ଼ି ଯାଉ। ସମାନେେ ସବୁ ଭିକାରୀ ହୁଅନ୍ତୁ।

ଗୀତସଂହିତା 112:2

ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।

ହିତୋପଦେଶ 13:22

ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।

ଯିଶାଇୟ 13:16

ସମାନଙ୍କେର ଗୃହମାନଙ୍କରୁ ସମସ୍ତ ଦ୍ରବ୍ଯ ଲୁଣ୍ଠିତ ହବେ। ସମାନଙ୍କେର ଭାର୍ୟ୍ଯାମାନେ ଧର୍ଷିତା ହବେେ ଓ ସମାନଙ୍କେର ଦୃଷ୍ଟି ଗୋଚର ରେ ସମାନଙ୍କେର େଛାଟ ପିଲାମାନେ ମୃତ୍ଯୁ ପର୍ୟ୍ଯନ୍ତ କୋରଡ଼ା ପାଇବେ।

ଲୂକଲିଖିତ ସୁସମାଚାର 1:53

ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦଇେ ତୃପ୍ତ କଲେ କିନ୍ତୁ ଧନୀ ଓ ସ୍ବାର୍ଥପର ଲୋକଙ୍କୁ ଖାଲି ହାତ ରେ ଫରୋଇ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:16

କାଇସରୀଆ ରେ ଥିବା ଯୀଶୁଙ୍କ କେତକେ ଶିଷ୍ଯ ଆମ୍ଭ ସହିତ ଆସିଲେ। ସମାନେେ ଆମ୍ଭକୁ କୁପ୍ର ଉପଦ୍ବୀପର ମନାସୋନ (ୟିଏ କି ଯୀଶୁଙ୍କ ପ୍ରଥମ ଶିଷ୍ଯମାନଙ୍କ ମଧିଅରେ ଜଣେ) ନାମକ ଜଣେ ଶିଷ୍ଯଙ୍କ ଘରକୁ ନଇଗେଲେ। ସଠାେରେ ଆମ୍ଭେ ରାତି କଟାଇବା କଥା ଥିଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:9

ଆମ୍ଭେ ନିର୍ୟାତିତ ହେଉଛୁ, କିନ୍ତୁ ପରମେଶ୍ବର ଆମ୍ଭକୁ ଛାଡ଼ି ଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହାଇେ ନାହୁଁ।

ଫିଲୀମୋନଙ୍କ ପ୍ରତି ପତ୍ର 1:8

କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।

ଏବ୍ରୀ 12:5

ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ :

ଏବ୍ରୀ 13:5

ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

Interlinear

Choose Theme