Home Bibles ଗୀତସଂହିତା 37:29 · ଓଡ଼ିଆ ବାଇବେଲ
ଗୀତସଂହିତା 37:29 · ଓଡ଼ିଆ ବାଇବେଲ

ଧାର୍ମିକ ଲୋକାମନେ ପରମେଶ୍ବରଙ୍କ ମୁତାବକ ରାଜ୍ଯ ପାଇବେ। ସମାନେେ ସଠାେରେ ଚିରଦିନ ବାସ କରିବେ।

Cross references

ଦିତୀୟ ବିବରଣ 5:33

ଦେଖ, ଯେପରି ତୁମ୍ଭେ ସହେି ରାସ୍ତା ରେ ଚାଲି ଯେଉଁ ରାସ୍ତା ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଚାଲିବା ପାଇଁ ଆଦେଶ ଦଇେଛନ୍ତି, ଯେଉଁଥିପାଇଁ ତୁମ୍ଭମାନେେ ସହେି ଦେଶ ରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସଠାେରେ ତୁମ୍ଭର ସର୍ବମଗଂଳ ହବେ।

ଦିତୀୟ ବିବରଣ 30:20

ତୁମ୍ଭମାନେେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ୍ଯ ଜୀବନ ଦବେେ ସହେି ଦେଶ ରେ, ଯେଉଁ ଦେଶ ଦବୋ ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଏବଂ ୟାକକ୍ସ୍ଟବଙ୍କକ୍ସ୍ଟ କହିଥିଲେ।

ଗୀତସଂହିତା 25:13

ସହେି ବ୍ଯକ୍ତି ଅତି ଆନନ୍ଦରେ ଜୀବନୟାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ବରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।

ଗୀତସଂହିତା 37:9

କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରନ୍ତି, ସମାନେେ ସମଗ୍ର ଭୂମିକୁ ନିଯନ୍ତ୍ରଣ କରିପାରିବେ। ଏହା ପରମେଶ୍ବର ସମାନଙ୍କେଠାରେ ପ୍ରତିଜ୍ଞା କରିଛନ୍ତି।

ଗୀତସଂହିତା 37:11

ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।

ଗୀତସଂହିତା 37:18

ସଦାପ୍ରଭୁ ସର୍ବଦା ସିଦ୍ଧ ଲୋକମାନଙ୍କୁ ସାହାୟ୍ଯ ଓ ସମାନଙ୍କେର ସାରା ଜୀବନ ରକ୍ଷା କରନ୍ତି। ସମାନଙ୍କେର ଅଧିକାର ଅନନ୍ତକାଳ ସ୍ଥାଯୀ ରୁ ହେ।

ଗୀତସଂହିତା 37:27

ତୁମ୍ଭେ ୟଦି ମନ୍ଦକାର୍ୟ୍ଯ କରିବାକୁ ମନା କର ଓ ୟଦି ତୁମ୍ଭେ ଭଲକାର୍ୟ୍ଯ କର, ତା' ହେଲେ ତୁମ୍ଭେ ନିଶ୍ଚଯ ଚିରଦିନ ପାଇଁ ବଞ୍ଚି ରହିବ।

ହିତୋପଦେଶ 2:21

ସରଳ ଲୋକମାନେ ଦେଶ ରେ ବାସ କରିବେ। ନିର୍ଦ୍ଦୋଶୀମାନେ ତହିଁରେ ରହିବେ।

ଯିଶାଇୟ 57:13

ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ସମାନେେ ତୁମ୍ଭେ କାନ୍ଦିଲା ବେଳେ ତୁମ୍ଭକୁ ଉଦ୍ଧାର କରନ୍ତୁ। ମାତ୍ର ବାଯୁ ସମାନଙ୍କେୁ ଉଡ଼ାଇ ନବେ। ଗୋଟିଏ ନିଃଶ୍ବାସ ସେ ସମସ୍ତଙ୍କୁ ନଇୟିବେ। କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତ ରେ ଅଧିକାରୀ ହବେ।

ଯିଶାଇୟ 60:21

ଆଉ ମଧ୍ଯ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହବେେ। ସମାନେେ ଅନନ୍ତକାଳ ୟାଏ ଦେଶ ଶାସନ କରିବେ। ମାେ ଗୌରବକୁ ଦଖାଇବୋ ପାଇଁ ସମାନେେ ମାେ ଦ୍ବାରା ଲଗା ହାଇେଥିବା ଗଛର ଫଳ ସଦୃଶ।

ପିତରଙ୍କ ଦିତୀୟ ପତ୍ର 3:13

କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3

ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:7

ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।

Interlinear

Choose Theme