Home Bibles ଗୀତସଂହିତା 37:5 · ଓଡ଼ିଆ ବାଇବେଲ
ଗୀତସଂହିତା 37:5 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।

Cross references

ଆଦି ପୁସ୍ତକ 24:12

ଦାସ ପ୍ରାର୍ଥନା କଲେ ଏବଂ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ମାରେ ପ୍ରଭୁଙ୍କର ପରମେଶ୍ବର । ମାରେ ଜୀବନର ଲକ୍ଷ୍ଯ ସଫଳ କରାଇ, ମାହେର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।

ପ୍ରଥମ ଶାମୁୟେଲ 12:4

ଇଶ୍ରାୟେଲୀୟମାନେ ଉତ୍ତର ଦେଲେ, ନା! ତୁମ୍ଭେ ଏପରି ଖରାପ କାମ କବେେ ବି କରି ନାହିଁ। ତୁମ୍ଭେ ଆମକକ୍ସ୍ଟ ଠକି ନାହିଁ କିମ୍ବା ଆମ୍ଭଠାରକ୍ସ୍ଟ କିଛି ନଇେ ନାହିଁ।

ଆୟୁବ ପୁସ୍ତକ 22:28

ଯଦି ତୁମ୍ଭେ କିଛି କରିବାକୁ ସ୍ଥିର କରିଛ, ନିଶ୍ଚଯ ତାହା ସଫଳ ହବେ। ତା' ହେଲେ ପ୍ରକୃତ ରେ ତୁମ୍ଭର ଭବିଷ୍ଯତ ଉଜ୍ଜଳ ହବେ।

ଗୀତସଂହିତା 22:8

ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।

ଗୀତସଂହିତା 55:22

ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦଇଦେିଅ, ତହିଁରେ ସେ ତୁମ୍ଭର ଯତ୍ନ ନବେେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହବୋକୁ ଦବେେ ନାହିଁ।

ହିତୋପଦେଶ 16:3

ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।

ଉପଦେଶକ 9:1

ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।

ଯିରିମିୟଙ୍କ ବିଳାପ 3:37

ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ।

ମାଥିଉଲିଖିତ ସୁସମାଚାର 6:25

ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟ ରେ ଚିନ୍ତ କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ବପୂର୍ଣ୍ଣ।

ଲୂକଲିଖିତ ସୁସମାଚାର 12:22

ଯୀଶୁ ପୁଣି ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ'ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କରନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କରନାହିଁ।

ଲୂକଲିଖିତ ସୁସମାଚାର 12:29

ତେଣୁ ତୁମ୍ଭମାନେେ କ'ଣ ଖାଇବ, କ'ଣ ପିଇବ ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ। ଆଦୌ ବ୍ଯସ୍ତ ହୁଅନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:6

କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।

ଯାକୁବଙ୍କ ପତ୍ 4:15

ଅତଏବ ତୁମ୍ଭେ କହିବା ଉଚିତ : ଯଦି ପରମେଶ୍ବରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।

ପିତରଙ୍କ ପ୍ରଥମ ପତ୍ 5:7

ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।

Interlinear

Choose Theme