Home Bibles ☰ Books ଗୀତସଂହିତା 38:13 · ଓଡ଼ିଆ ବାଇବେଲ
ଗୀତସଂହିତା 38:13 · ଓଡ଼ିଆ ବାଇବେଲ

ମୁଁ ଏକ ବଧୀର ବ୍ଯକ୍ତି ତୁଲ୍ଯ, ୟିଏ ଶୁଣିପାରେ ନାହିଁ। ମୁଁ ଏକ ମୂକ ବ୍ଯକ୍ତି ତୁଲ୍ଯ, ୟିଏ କଥା କହିପାରେ ନାହିଁ।

Cross references

ଦିତୀୟ ଶାମୁୟେଲ 16:10

କିନ୍ତୁ ରାଜା କହିଲେ, ସରକ୍ସ୍ଟଯାର ପକ୍ସ୍ଟତ୍ରମାନେ, କାହିଁକି ତୁମ୍ଭମାନେେ ମାେ ବିଷଯ ରେ ଅନ୍ୟଥା ଚର୍ଚ୍ଚା କରୁଛ? ଶିମଯି ମାେତେ ଅଭିଶାପ ଦେଉଛି, କିନ୍ତୁ ସଦାପ୍ରଭୁ ତାକକ୍ସ୍ଟ କହିଛନ୍ତି, ମାେତେ ଅଭିଶାପ ଦବୋ ପାଇଁ। ଏବଂ କିଏ ସଦାପ୍ରଭୁଙ୍କୁ ପ୍ରଶ୍ନ କରିପାରିବ, ଜିନିଷଗକ୍ସ୍ଟଡିକ ବିଷଯ ରେ ସେ କରନ୍ତି?

ଗୀତସଂହିତା 39:2

ତଣେୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ଯ କହିବି ନାହିଁ। କିନ୍ତୁ ଏହା ଦ୍ବାରା ମୁଁ ଅଧିକ କୋର୍ଧୀ ହଲିେ।

ଗୀତସଂହିତା 39:9

ମୁଁ ମାରେ ପାଟି ଖାଲିେ ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ ତୁମ୍ଭେ ୟାହା କରିବା କଥା ତାହା କରିଛ।

ଗୀତସଂହିତା 119:110

ଦୁଷ୍ଟ ଲୋକମାନେ ସର୍ବଦା ମାେତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦଶେ କବେେ ଅବମାନନା କରି ନାହିଁ।

ଯିଶାଇୟ 53:7

ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।

ପିତରଙ୍କ ପ୍ରଥମ ପତ୍ 2:23

ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।

Interlinear

Choose Theme