Home Bibles ☰ Books ଗୀତସଂହିତା 38:19 · ଓଡ଼ିଆ ବାଇବେଲ
ଗୀତସଂହିତା 38:19 · ଓଡ଼ିଆ ବାଇବେଲ

ମାରେ ଶତ୍ରୁମାନେ ସତଜେ ଓ ବଳବାନ ଅଟନ୍ତି। ସମାନେେ ଅନକେ ଥର ମିଥ୍ଯା କହିଛନ୍ତି।

Cross references

ଗୀତସଂହିତା 3:1

ହେ ସଦାପ୍ରଭୁ, ମାରେ ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମାେ ବିରୁଦ୍ଧରେ ଲାଗିଛନ୍ତି।

ଗୀତସଂହିତା 18:17

ମାରେ ଶତ୍ରୁମାନେ ମାଠାରୁେ ଶକ୍ତିଶାଳୀ ଥିଲେ। ସମାନେେ ମାେତେ ଘୃଣା କରୁଥିଲେ। ମାେତେ ଶତ୍ରୁମାନେ ମାେ ଅପେକ୍ଷା ଅଧିକ ଶକ୍ତିଶାଳୀ ଥିଲେ। ତଣେୁ ପରମେଶ୍ବର ମାେତେ ରକ୍ଷା କଲେ।

ଗୀତସଂହିତା 25:19

ମାରେ ଶତ୍ରୁମାନଙ୍କୁ ଥରେ ଚାହଁ। ସମାନେେ ମାେତେ ଘୃଣା କରନ୍ତି ଓ ଆଘାତ କରିବାକୁ ଚାହାଁନ୍ତି।

ଗୀତସଂହିତା 32:5

କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନଲେି ମାରେ ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମାରେ ସମସ୍ତ ପାପ ବିଷଯରେ କହିଲି। ମାରେ କୌଣସି ପାପ ଲୁଚାଇ ରଖିଲି ନାହିଁ ଓ ତୁମ୍ଭେ ମାେତେ ମାରେ ସମସ୍ତ ପାପରୁ କ୍ଷମା କରିଦଲେ।

ଗୀତସଂହିତା 35:19

ମାରେ ଶତ୍ରୁମାନେ ବିନା କାରଣରେ ମାେ ସହିତ ଆଉ ପରିହାସ କରିବେ ନାହିଁ। ସମାନେେ ନିଶ୍ଚଯ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହବେେ।

ଗୀତସଂହିତା 56:1

ହେ ପରମେଶ୍ବର, ମାେତେ ଦୟା କର। ଲୋକମାନେ ମାେତେ ଆକ୍ରମଣ କରିବାକୁ ଉଦ୍ଯମ କଲେ। ସମାନେେ ନିରନ୍ତର ଭାବରେ ମାେତେ ଅନୁଧାବନ କରୁଛନ୍ତି ଓ ୟୁଦ୍ଧ କରି ଆସୁଛନ୍ତି।

ଗୀତସଂହିତା 59:1

ହେ ପରମେଶ୍ବର, ମାରେ ଶତ୍ରୁଗଣଠାରୁ ମାେତେ ଉଦ୍ଧାର କର। ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମାେତେ ରକ୍ଷା କର।

ଗୀତସଂହିତା 69:4

ମାରେ ଶତ୍ରୁ,ମାରେ ମୁଣ୍ଡବାଳଠାରୁ ଅଧିକ। ସମାନେେ ବୃଥାରେ ମାେ ସହିତ ଶତ୍ରୁତା କରନ୍ତି। ସମାନେେ ମାରେ ବିନାଶର କାମନା ବହୁତ କରୁଛନ୍ତି। ମାରେ ଅନକେ ଶତ୍ରୁଗଣ ମାେ ବିଷଯରେ ମିଛ କଥା କହନ୍ତି। ସମାନେେ ମିଛରେ ମାେତେ ଚୋର କହିଲେ ଏବଂ ସହେି ବସ୍ତୁଗୁଡ଼ିକ ମାେତେ ଦବୋକୁ କହିଲେ, ୟାହା ମୁଁ ଚେୀରି କରି ନାହିଁ।

ମାଥିଉଲିଖିତ ସୁସମାଚାର 10:22

ମାରେ ଅନୁଗାମୀ ହାଇେଥିବା ୟୋଗୁ ଲୋକେ ତୁମ୍ଭକୁ ଘୃଣା କରିବେ। କିନ୍ତୁ ଯେଉଁଲୋକ ଶଷେ ପର୍ୟ୍ଯନ୍ତ ଦୃଢଭାବରେ ତିଷ୍ଠି ରହି ପାରିବ, ସେ ଉଦ୍ଧାର ପାଇବ।

ଯୋହନଲିଖିତ ସୁସମାଚାର 15:18

ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:25

ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,

Interlinear

Choose Theme