Home Bibles ଗୀତସଂହିତା 39:12 · ଓଡ଼ିଆ ବାଇବେଲ
ଗୀତସଂହିତା 39:12 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ମୁଁ ୟାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମାରେ ଲୋତକକୁ ଚାହଁ, ମୁଁ ଜଣେ ପଥିକ ୟିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମାରେ ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ଯ ଏଠାରେ ଅଳ୍ପଦିନ ବଞ୍ଚିବି।

Cross references

ଆଦି ପୁସ୍ତକ 21:34

ଏବଂ ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶ ରେ ବହୁଦିନ ବାସ କଲେ।

ଆଦି ପୁସ୍ତକ 47:9

ଯାକୁବ ଫାରୋଙ୍କୁ କହିଲେ, ମାରେ ପ୍ରବାସ କାଳର ଦିନ 130 ବର୍ଷ, ମାରେ ପରମାଯୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମାରହେ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆଯୁର ଦିନ ତୁଲ୍ଯ ନୁହେଁ।

ଲେବୀୟ ପୁସ୍ତକ 25:23

ଭୂମି ଆମ୍ଭର, ତୁମ୍ଭେ ସବୁଦିନ ପାଇଁ ତାକୁ ବିକ୍ରଯ କରିପାରିବ ନାହିଁ। ତୁମ୍ଭମାନେେ କବଳେ ଆମ୍ଭସହିତ ବାସ କରୁଥିବା ବିଦେଶୀ ଓ ପ୍ରବାସୀ ଅଟ।

ଦିତୀୟ ଶାମୁୟେଲ 16:12

ଏହା ହାଇପୋ ରେ ଯେ, ସଦାପ୍ରଭୁ ମାେ ପ୍ରତି ଅନ୍ଯାଯ ହେଉଥିବାର ଦେଖିବେ ଏବଂ ଶିମିଯିର ଅଭିଶାପ ବଦଳ ରେ ସେ ମାେତେ ଆଶୀର୍ବାଦ କରିବେ।

ଦିତୀୟ ରାଜାବଳୀ 20:5

ତୁମ୍ଭେ ଫରେିୟାଅ ଓ ଆମ୍ଭେଲାକମାନଙ୍କର ଅଧିପତି ହିଜକିଯକୁ କୁହ, 'ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ। ତେଣୁ ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ ଓ ତୁମ୍ଭେ ତୃତୀୟ ଦିନ ରେ ସଦାପ୍ରଭୁଙ୍କ ମନ୍ଦିରକୁ ୟିବ।

ପ୍ରଥମ ବଂଶାବଳୀ 29:15

ଆମ୍ଭମାନେେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କବଳେ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧିଅରେ ଭ୍ରମଣ କରୁଅଛୁ। ଏହି ପୃଥିବୀର ଆମ୍ଭମାନଙ୍କର ସମୟ କବଳେ ଅତିକ୍ରାନ୍ତ ଛାଯା ତୁଲ୍ଯ। ଆମ୍ଭମାନେେ ତାହାକୁ ବନ୍ଦ କରି ନ ପାରୁ।

ଆୟୁବ ପୁସ୍ତକ 13:28

ତେଣୁ ମୁଁ ଧୀ ରେ ଧୀ ରେ ଦୁର୍ବଳ ହାଇେ ପଡ଼ୁଅଛି ଖଣ୍ଡେ ପଚା କାଠପରି ଚଥା ଖଣ୍ଡେ ପୋକଖିଆ କପଡ଼ା ପରି।

ଆୟୁବ ପୁସ୍ତକ 16:20

ମାେ ମିତ୍ରଗଣ ମାେ ପାଇଁ କୁହ, କିପରି ମାରଚେକ୍ଷୁ ପରମେଶ୍ବରଙ୍କ ପାଇଁ ଲୁହ ଢ଼ାଳି ଦେଉଛି।

ଗୀତସଂହିତା 56:8

ତୁମ୍ଭେ ନିଶ୍ଚଯ ମାରେ ଦୁଃଖର ହିସାବ ରଖିଥିବି। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ୟେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମାରେ ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।

ଗୀତସଂହିତା 90:9

ତୁମ୍ଭର କୋର୍ଧ ଆମ୍ଭମାନଙ୍କ ଜୀବନକୁ ଶଷେ ଦିନ କରିଦଇେ ଆଣିଛି। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।

ଗୀତସଂହିତା 102:1

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ! ମାରେ ସାହାୟ୍ଯ ପାଇଁ କରୁଥିବା ପ୍ରାର୍ଥନା ଶୁଣ।

ଗୀତସଂହିତା 116:3

ମୃତ୍ଯୁର ରଜ୍ଜୁ ଚତୁଃପାଶର୍‌ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।

ଗୀତସଂହିତା 119:19

ମୁଁ ଏହି ସ୍ଥାନରେ ଜଣେ ପ୍ରବାସୀ। ହେ ସଦାପ୍ରଭୁ, ତୁମ୍ଭର ଆଜ୍ଞାସବୁ ମାେ ଠାରୁ ଲୁଚାଅ ନାହିଁ।

ଗୀତସଂହିତା 119:54

ମାରେ ଗୃହରେ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଗାନ କରେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:6

ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ୟ୍ଯନ୍ତ ଆମ୍ଭେ ଏହି ଦହେ ରେ ଅଛୁ ସପେର୍ୟ୍ଯନ୍ତ ଆମ୍ଭେ ପ୍ରଭୁଙ୍କ ଠାରୁ ଦୂର ରେ ଅଛୁ।

ଏବ୍ରୀ 5:7

ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।

ଏବ୍ରୀ 11:13

ସହେି ସମସ୍ତ ମହାନ ଲୋକ ମୃତ୍ଯୁ ପର୍ୟ୍ଯନ୍ତ ନିଜର ବିଶ୍ବାସ ସହିତ ଜୀବିତ ରହିଲେ। ପରମେଶ୍ବର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସହେି ଲୋକମାନେ ପାଇଲେ ନାହିଁ। ସମାନେେ ଖାଲି ଦେଖିଲେ ଯେ, ସହେି ବିଷୟଗୁଡ଼ିକ ସୁଦୂର ଭବିଷ୍ଯତ ରେ ଆସିବ, ଓ ସମାନେେ ( ସତେିକି ରେ) ଖୁସି ହେଲେ। ସମାନେେ ଗ୍ରହଣ କରି ନେଲେ ଯେ ସମାନେେ ଏହି ପୃଥିବୀ ରେ ଯାତ୍ରୀ ଓ ଅପରିଚିତ ବ୍ଯକ୍ତି ଅଟନ୍ତି।

ପିତରଙ୍କ ପ୍ରଥମ ପତ୍ 1:17

ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।

ପିତରଙ୍କ ପ୍ରଥମ ପତ୍ 2:11

ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।

Interlinear

Choose Theme