Home Bibles ଗୀତସଂହିତା 39:8 · ଓଡ଼ିଆ ବାଇବେଲ
ଗୀତସଂହିତା 39:8 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ତୁମ୍ଭେ ମାେତେ ସମସ୍ତ ଅଧର୍ମରୁ ଉଦ୍ଧାର କର। ମାେତେ ମୂର୍ଖ ଲୋକମାନଙ୍କ ଦ୍ବାରା ନିନ୍ଦାପାତ୍ର କର ନାହିଁ।

Cross references

ଦିତୀୟ ଶାମୁୟେଲ 16:7

ଶିମିଯି ଦାଉଦଙ୍କକ୍ସ୍ଟ ଅଭିଶାପ ଦେଉଥିଲା ଏବଂ କହିଲା, ଆ ରେ ହତ୍ଯାକାରୀ ଏବଂ ମନ୍ଦ ଲୋକ ଏଠାରକ୍ସ୍ଟ ଦୂର ହକ୍ସ୍ଟଅ।

ଗୀତସଂହିତା 25:11

ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍।

ଗୀତସଂହିତା 25:18

ହେ ସଦାପ୍ରଭୁ ମାରେ ଦୁଃଖ ଓ କ୍ଲେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମାେତେ କ୍ଷମା କର।

ଗୀତସଂହିତା 35:21

ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି। ସମାନେେ ମିଛରେ କହନ୍ତି, ଆମ୍ଭେ ଜାଣୁ ତୁମ୍ଭେ କ'ଣ କରୁଛ।

ଗୀତସଂହିତା 44:13

ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସମାନେେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।

ଗୀତସଂହିତା 51:7

ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।

ଗୀତସଂହିତା 51:14

ହେ ପରମେଶ୍ବର, ମୃତ୍ଯୁ ଦଣ୍ଡରୁ ମାେତେ ରକ୍ଷା କର। ହେ ମାରେ ପରମେଶ୍ବର, ଆପଣ ହେଉଛନ୍ତି ଏକମାତ୍ର ୟେ କି ମାେତେ ରକ୍ଷା କରି ପାରିବେ !ତୁମ୍ଭେ ମାେ ପାଇଁ କରିଥିବା ଧର୍ମ ବିଷଯ କାର୍ୟ୍ଯସବୁ ମୁଁ ଗାନ କରିବି।

ଗୀତସଂହିତା 57:3

ସେ ସ୍ବର୍ଗରୁ ମାେତେ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମାେତେ ଆକ୍ରମଣ କରନ୍ତି, ସେ ସମାନଙ୍କେୁ ଲଜ୍ଜିତ କରନ୍ତି। ପରମେଶ୍ବର ତାଙ୍କର ସ୍ବର୍ଗୀଯ ପ୍ରମେ ଓ ବିଶ୍ବସ୍ତ ମଙ୍ଗଳ ପ୍ରଦାନ କରନ୍ତି।

ଗୀତସଂହିତା 65:3

ଯେତବେେଳେ ଆମ୍ଭର ପାପ ଆମ୍ଭ ଉପରେ ଅତ୍ଯଧିକ ହୁଏ ଓ ସହି ହୁଏ ନାହିଁ ସେତବେେଳେ ତୁମ୍ଭେ ହିଁ ଏକ ୟିଏ ଆମ୍ଭର ପାପକୁ କ୍ଷମା କରିବ।

ଗୀତସଂହିତା 79:4

ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।

ଗୀତସଂହିତା 119:39

ସଦାପ୍ରଭୁ ଅପମାନିତାକୁ ଦୂରଇେ ନିଅ ୟାହାକୁ ମୁଁ ଭୟ କରେ। ତୁମ୍ଭର ବିଜ୍ଞ ନିଷ୍ପତ୍ତି ଉତ୍ତମ।

ଗୀତସଂହିତା 130:6

ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।

ଗୀତସଂହିତା 130:8

ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।

ଯୋୟେଲ 2:17

ସଦାପ୍ରଭୁଙ୍କର ସବେକଗଣ, ଯାଜକମାନେ ମଣ୍ତପ ଓ ୟଜ୍ଞବଦେୀ ରେ ନିଶ୍ଚିତ କାନ୍ଦିବେ ଓ ଆକୁଳ ରେ ସଦାପ୍ରଭୁଙ୍କୁ ନିବଦନେ କରିବେ, ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ବାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅନାହିଁ ଏବଂ ସମାନଙ୍କେୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, 'ତୁମ୍ଭର ସଦାପ୍ରଭୁ କାହାନ୍ତି।'

ଯୋୟେଲ 2:19

ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣ ରେ ଦବୋ ଓ ତୁମ୍ଭମାନେେ ସେଥି ରେ ତୃପ୍ତ ହବେ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ନିନ୍ଦିତ କରିବା ନାହିଁ।

ମୀଖା 7:19

ସେ ପୁନର୍ବାର ଫରେିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦ ରେ ଦଳି ଦବେେ ଓ ସମସ୍ତ ପାପକୁ ଅତଳ ସମୁଦ୍ର ରେ ନଇେ ନିକ୍ଷପେ କରିବେ।

ମାଥିଉଲିଖିତ ସୁସମାଚାର 1:21

ମରିୟମ ପୁତ୍ର ସନ୍ତାନଟିଏ ଜନ୍ମ ଦବେେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। କାରଣ ସେ ନିଜ ଲୋକମାନଙ୍କୁ ସମାନଙ୍କେ ପାପରୁ ରକ୍ଷା କରିବେ।

ରୋମୀୟଙ୍କ ପ୍ରତି ପତ୍ର 2:23

କିନ୍ତୁ ତୁମ୍ଭେ ମନ୍ଦିରରୁ ଚେ଼ାରୀ କରୁଛ। ତୁମ୍ଭେ ପରମେଶ୍ବରଙ୍କ ବ୍ଯବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସହେି ବ୍ଯବସ୍ଥା ଭଙ୍ଗ କରି ପରମେଶ୍ବରଙ୍କୁ ଲଜ୍ଜା ଦେଉଛ।

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

Interlinear

Choose Theme