ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।
Cross references
ପରମେଶ୍ବର, ସଦାପ୍ରଭୁ ଆମ୍ଭର ପରମେଶ୍ବର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ବର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲକ୍ସ୍ଟ। ଆମ୍ଭମାନେେ ମଧ୍ଯ ତୁମ୍ଭକୁ ଜଣାଇ ଦବୋକକ୍ସ୍ଟ ଗ୍ଭହକ୍ସ୍ଟଁ। ଆମ୍ଭମାନେେ କ'ଣ କରିଛକ୍ସ୍ଟ ତୁମ୍ଭମାନେେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ବାସ କର କି ବିଗ୍ଭର କର ଆମ୍ଭମାନେେ କିଛି ଭୂଲ କରିଛକ୍ସ୍ଟ, ତବେେ ତୁମ୍ଭମାନେେ ଆମ୍ଭକକ୍ସ୍ଟ ହତ୍ଯା କରିପାର।
ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି। ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତବେେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ।
ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତଣେୁ ସେ କବେେ ହେଲେ ସହେି ପଥରୁ ବିଚ୍ଯୁତ ହବେ ନାହିଁ।
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।
ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।
ମୁଁ ତୁମ୍ଭର ପ୍ରଶଂସା ଗାନ କରିବି। କାରଣ ତୁମ୍ଭେ ଆପଣା ବ୍ଯବସ୍ଥାମାନ ମାେତେ ଶିଖାଇ ଅଛ।
ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।
ତା'ପରେ ସେ ନାଜରିତକୁ ଆସିଲେ। ନାଜରିତ ରେ ସେ ପ୍ରତିପାଳିତ ହାଇେଥିଲେ। ସବୁଥର ଭଳି ସେ ବିଶ୍ରାମଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ।
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?
ହେ ପରମେଶ୍ବର, ମୁଁ ମାରେ ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟ ରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗ ରେ, ମୁଁ ତୁମ୍ଭର ପ୍ରଶଂସା ପାଇବି। ଗୀତିସଂହିତା 22:22