ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତବେେଳେ ଜଳପ୍ରପାତ ଓଲଟ ପାଲଟ ହାଇୟୋଏ, ନିମ୍ନଭାଗର ଜଳ ସୋର୍ତ ଶବ୍ଦ କରେ। ସଦାପ୍ରଭୁ, ତୁମ୍ଭର ଢ଼େଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମାରେ ଚତୁଃପାଶର୍ବରେ ଚୂର୍ଣ୍ଣ ହାଇୟୋଏ ଓ ମାେତେ ଟପିୟାଏ।
Cross references
ଏହି ପ୍ରକାର ରେ, ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିସ୍ଥ ଇ ମାରେୀଯମାନଙ୍କ ଦକ୍ସ୍ଟଇ ରାଜାଙ୍କର ହାତରକ୍ସ୍ଟ ଅର୍ଣୋନ ଉପତ୍ୟକା ଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ସମସ୍ତ ଦେଶ ହସ୍ତଗତ କଲକ୍ସ୍ଟ।
ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦଲୋ, ବଳଦମାନେ ଜମି ରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସମାନଙ୍କେ ନିକଟରେ ଚରୁଥିଲେ।
ତୁମ୍ଭେ ନୂଆ ସାକ୍ଷୀମାନଙ୍କୁ ମାେ ବିରୁଦ୍ଧ ରେ ନଇେଆସ ମାେତେ ଅଧର୍ମ ପ୍ରମାଣିତ କରିବା ପାଇଁ। ତୁମ୍ଭେ ଆପଣା ରାଗକୁ ମାେ ଉପରେ ବାରମ୍ବାର ନାନା ପ୍ରକାର ରେ ବୃଦ୍ଧି କରୁଛ। ତୁମ୍ଭେ ସୈନ୍ଯ ପରେ ସୈନ୍ଯ ମାେ ବରୁଦ୍ଧ ରେ ପଠାଇଛ।
ମାେତେ ପଙ୍କ ସ୍ଥାନରୁ ବଞ୍ଚାଅ। ମାେତେ ପଙ୍କ ମଧ୍ୟରେ ବୁଡ଼ିବାକୁ ଦିଅ ନାହିଁ। ଯେଉଁମାନେ ମାେତେ ଘୃଣା କରନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ଏହି ଗଭୀର ପାଣିରୁ ବଂଚାଅ।
ତୁମ୍ଭ କୋର୍ଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢ଼େଉ ମାେତେ ଓଲଟ ପାଲଟ କରି ପକାଏ।
ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।
ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।
ସମାନେେ ମାେତେ କୂପ ରେ ନିକ୍ଷପେ କରିଛନ୍ତି ଓ ମାେତେ ସଂହାର କରିବାକୁ ମାେ ଉପ ରେ ପ୍ରସ୍ତର ପକାଇ ଅଛନ୍ତି।
ଗୋଟିଏ ବିପର୍ୟ୍ଯଯ ପ ରେ ଆଉ ଗୋଟିଏ ବିପର୍ୟ୍ଯଯ ଘଟିବ ଓ ଜନରବ ଉପ ରେ ଜନରବ ହବେ। ତେଣୁ ତୁମ୍ଭମାନେେ ଭବିଷ୍ଯଦବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ।
ତୁମ୍ଭେ ମାେତେ ସମୁଦ୍ର ରେ ଫିଙ୍ଗି ଦଇେ ଏବଂ ମାେ ଉପ ରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଚାଲିଗଲି ଏବଂ ମାରେ ଚତୁର୍ଦ୍ଦିଗ ରେ କବଳେ ପାଣି ରହିଲା।