Home Bibles ☰ Books ଗୀତସଂହିତା 43:2 · ଓଡ଼ିଆ ବାଇବେଲ
ଗୀତସଂହିତା 43:2 · ଓଡ଼ିଆ ବାଇବେଲ

ହେ ପରମେଶ୍ବର, ତୁମ୍ଭେ ହିଁ ମାରେ ବଳସ୍ବରୂପ। କାହିଁକି ତୁମ୍ଭେ ମାେତେ ଛାଡ଼ି ଚାଲିୟିବ ? କାହିଁକି ମୁଁ ଏତେ ଦୁଃଖ ପାଇବି ? କାରଣ ମାରେ ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ।

Cross references

ଯାତ୍ରା ପୁସ୍ତକ 15:2

ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।

ପ୍ରଥମ ବଂଶାବଳୀ 28:9

ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

ଗୀତସଂହିତା 28:7

ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 31:4

ମାରେ ଶତ୍ରୁମାନେ ମାେ ସମ୍ମୁଖରେ ଏକ ୟନ୍ତା ବସାଇଛନ୍ତି। ସମାନଙ୍କେ ସହେି ୟନ୍ତାରୁ ମାେତେ ଉଦ୍ଧାର କର। ତୁମ୍ଭେ ମାରେ ନିରାପଦ ସ୍ଥଳ।

ଗୀତସଂହିତା 42:9

ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?

ଗୀତସଂହିତା 42:10

ମାରେ ଶତ୍ରୁମାନେ ନିରନ୍ତର ମାେତେ ଅପମାନିତ କରନ୍ତି ଓ ଏକ ଶକ୍ତ ଚାପୁଡ଼ା ଦିଅନ୍ତି, ଯେତବେେଳେ ସମାନେେ ମାେତେ ପଚାରନ୍ତି, ତୁମ୍ଭର ପରମେଶ୍ବର କେଉଁଠାରେ ଅଛନ୍ତି ? ସେ କ'ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?

ଗୀତସଂହିତା 44:9

କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆମ୍ଭକୁ ଛାଡ଼ି ଚାଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ୟୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।

ଗୀତସଂହିତା 71:9

ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।

ଗୀତସଂହିତା 77:7

ମୁଁ ଆଶ୍ଚର୍ୟ୍ଯ ହଲିେ, ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ଯାଗ କରିଛନ୍ତି କି ? ଆଉ ସେ କ'ଣ ସୁପ୍ରସନ୍ନ ହବେେ ନାହିଁ ?

ଗୀତସଂହିତା 88:15

ମୁଁ ବାଲ୍ଯକାଳରୁ ଦୁଃଖ ଭୋଗ କରି ମୃତ୍ଯୁର ଶଷେ ଆଡ଼କୁ ଆସିଅଛି। ମୁଁ ଭୀଷଣ ଦୁଃଖ ପାଉଅଛି, ୟାହା ତୁମ୍ଭେ କରିଅଛ।

ଗୀତସଂହିତା 94:14

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ। ସେ ନିଜର ପ୍ରାଧାନ୍ଯତ୍ବକୁ ପରିତ୍ଯାଗ କରିବେ ନାହିଁ।

ଗୀତସଂହିତା 140:7

ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।

ଯିଶାଇୟ 40:31

ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।

Interlinear

Choose Theme