Home Bibles ଗୀତସଂହିତା 44:24 · ଓଡ଼ିଆ ବାଇବେଲ
ଗୀତସଂହିତା 44:24 · ଓଡ଼ିଆ ବାଇବେଲ

ହେ ପରମେଶ୍ବର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ। ତୁମ୍ଭେ କ'ଣ ଆମ୍ଭର ଦୁଃଖ ଓ ୟନ୍ତ୍ରଣା ସବୁ ଭୁଲି ୟାଇଅଛ।

Cross references

ଯାତ୍ରା ପୁସ୍ତକ 2:23

ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।

ଦିତୀୟ ବିବରଣ 32:20

ତେଣୁ ସଦାପ୍ରଭୁ କହିଲେ, 'ଆମ୍ଭେ ତାଙ୍କଠାରକ୍ସ୍ଟ ଦୂର ହବୋ, ତା'ପରେ ଦେଖିବା ତାଙ୍କର କ'ଣ ହେଉଛି। ସମାନେେ ବିଦ୍ରୋହୀ ଲୋକ ସମାନେେ ଏପରି ସନ୍ତାନ ଯେଉଁମାନଙ୍କର କିଛି ବିଶ୍ବସ୍ତତା ନାହିଁ

ଆୟୁବ ପୁସ୍ତକ 13:24

ହେ ପରମେଶ୍ବର, ଆପଣ କାହିଁକି ମାଠାରୁେ ଦୂ ରଇେ ଯାଉଛନ୍ତି, ଏବଂ ଶତ୍ରୁଭଳି ବ୍ଯବହାର କରୁଛନ୍ତି ?

ଗୀତସଂହିତା 10:1

ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଦୂରରେ ରହିଅଛ। ଯେଉଁମାନେ ବିପଦରେ ପଡ଼ନ୍ତି ସମାନେେ ତୁମ୍ଭକୁ ଦେଖିପାରନ୍ତି ନାହିଁ।

ଗୀତସଂହିତା 10:11

ତଣେୁ ସହେି ନିରୀହ ଲୋକମାନେ ଭାବିବାକୁ ଲାଗନ୍ତି, ପରମେଶ୍ବର ଆମ୍ଭମାନଙ୍କୁ ଭୁଲି ୟାଇଛନ୍ତି। ସେ ଆମ୍ଭମାନଙ୍କଠାରୁ ବହୁ ଦୂରକୁ ଚାଲି ୟାଇଛନ୍ତି। ଆମ୍ଭମାନଙ୍କ ଉପରେ ୟାହା ଘଟୁଛି ସେ ବୋଧହୁଏ ଦେଖୁ ନାହାଁନ୍ତି।

ଗୀତସଂହିତା 13:1

ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।

ଗୀତସଂହିତା 35:23

ହେ ସଦାପ୍ରଭୁ ଜାଗ୍ରତ ହୁଅ, ଉଠ। ମାରେ ପରମେଶ୍ବର ଓ ମାରେ ସଦାପ୍ରଭୁ, ମାେ ପାଇଁ ସଂଗ୍ରାମ କର ଏବଂ ମାେତେ ନ୍ଯାଯ ପ୍ରଦାନ କର।

ଗୀତସଂହିତା 42:9

ମୁଁ ପରମେଶ୍ବରଙ୍କୁ କହିଲି, ତୁମ୍ଭେ ମାରେ ଦୃଢ଼ତାର ପଥର। ମୁଁ କ ହେ, ହେ ସଦାପ୍ରଭୁ କାହିଁକି ତୁମ୍ଭେ ମାେତେ ଭୁଲି ୟାଇଛ ? କାହିଁକି ମୁଁ ମାରେ ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ ?

ଗୀତସଂହିତା 43:1

ହେ ପରମେଶ୍ବର, ଜଣେ ଲୋକ ଥିଲା ୟିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସହେି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ଯା କ ହେ। ହେ ପରମେଶ୍ବର, ସହେି ଲୋକଠାରୁ ମାେତେ ବଞ୍ଚାଅ। ମାେତେ ସାହାୟ୍ଯ କରି ପ୍ରମାଣ କର ୟେ, ମୁଁ ଠିକ୍ ଅଟେ।

ଗୀତସଂହିତା 74:19

ତୁମ୍ଭ କପୋତକୁ ବନ୍ଯ ପଶୁକୁ ସମର୍ପଣ କରି ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲି ନାହିଁ।

ଗୀତସଂହିତା 74:23

ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କବେେ ଭୁଲିୟାଅ ନାହିଁ। ସମାନେେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।

ଯିଶାଇୟ 40:27

ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ ? ହେ ଇଶ୍ରାୟେଲ, ତୁମ୍ଭେ କାହିଁକି ଏହା ପ୍ରଚାର କରୁଛ ? ମାରେପଥ, ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମାରେ ବିଚାର ପରମେଶ୍ବରଙ୍କର ଜ୍ଞାନର ଅତୀତ ବୋଲି କହୁଅଛି।'

ଯିଶାଇୟ 51:9

ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:9

ମଷେଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତବେେଳେ ମୁଁ ବଦେୀ ତଳେ କେତକେ ଆତ୍ମାକୁ ଦେଖିଲି। ପରମେଶ୍ବରଙ୍କର ବାକ୍ଯ ପ୍ରତି ବିଶ୍ବସ୍ତ ଥିବାରୁ ଓ ସମାନେେ ଦେଉଥିବା ସାକ୍ଷ୍ଯ ହତେୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସଗେୁଡ଼ିକ ହେଉଛି, ସହେି ଲୋକମାନଙ୍କର ଆତ୍ମା।

Interlinear

Choose Theme