ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
Cross references
ମାେ ଦ୍ବାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ଯ ମାେ ଜିହ୍ବା ରେ ଥିଲା।
ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।
ମାରେ ବହୁତ କିଛି କହିବାର ଅଛି ଯେ ମୁଁ ପ୍ରାଯତଃ ବିସ୍ଫୋରଣ କରିୟିବି।
ମାରେ ହୃଦଯ ନିର୍ମଳ। ସେଥିପାଇଁ ମୁଁ ସତ୍ ବାକ୍ଯ ହିଁ କହିବି। ମୁଁ ଜାଣିଥିବା ବିଷଯ ରେ ସତ୍ଯହିଁ କବଳେ କହିବି।
ତେଣୁ ଆସ ଏହିସବୁ ୟୁକ୍ତିକୁ ପରୀକ୍ଷା କରିବା ଏବଂ ସ୍ଥିର କରିବା କେଉଁଟା ଠିକ୍ ଆମ୍ଭମାନଙ୍କ ମଧିଅରେ। ଆମ୍ଭେ ସମସ୍ତେ ମିଶି ଶିଖିବା ଭଲ କାହାକୁ କହନ୍ତି।
ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।
ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
ହେ ପରମେଶ୍ବର, ମାେତେ ମାରେ ସମସ୍ତ ବିପଦରୁ ବଞ୍ଚାଅ। ମାରେ ପ୍ରାଣ ପର୍ୟ୍ଯନ୍ତ ଜଳରାଶି ମାଡ଼ି ୟାଇଛି।
ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।
ଜ୍ଞାନବାନର ହୃଦଯ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ଯ ପାଣ୍ଡିତ୍ଯ ବଢ଼ାଏ।
ଶ ଲୋମନଙ୍କର ପରମଗୀତର ଗୀତଗୁଡ଼ିକ।
ରାଜା ଭୋଜନାସନ ରେ ଉପବିଷ୍ଟ ଥିବା ବେଳେ ମାେ ଜଟାମାଂସୀର ସୁବାସ ବ୍ଯାପ୍ତ ହେଲା।
ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।
ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
ଗୋଟିଏ ଭଲ ଲୋକର ମନ ରେ ଭଲ କଥା ସଞ୍ଚିତ ହାଇେ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହରି ଆ ସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତ ରେ ଖରାପ କଥା ସବୁ ସଞ୍ଚିତ ହାଇେ ରହିଥାଏ। ସେ କହିବା ବେଳେ ତା' ମନ ଭିତରୁ ଖରାପ କଥା ବାହରିଥାଏ। ତେଣୁ ସେ ଖରାପ କଥା କୁ ହେ।
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।
ଏହି ସତ୍ଯଟି ଅତି ମହତ୍ବପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ ରେ ମୁଁ ଏହା କହୁଅଛି।
କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।