ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
Cross references
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।
ପଥର କାଟିବା ରେ 80,000 ଲୋକ ନିୟୁକ୍ତି ହେଲେ ଓ 70,000 ଲୋକ ପଥର ବୋହିବା ରେ ନିୟୁକ୍ତି ହେଲେ।
ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସଠାେରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ।
ହେ ନିର୍ବୋଧଗଣ! ବାହା ରେ ଯାହା ଅଛି, ତାହା ୟିଏ ତିଆରି କରିଛନ୍ତି ସେ ମଧ୍ଯ ଭିତ ରେ ଥିବା ବିଷୟ ସବୁ ତିଆରି କରିଛନ୍ତିା
ଜଣେ ଲୋକ ଯଦି ପ୍ରକୃତ ରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟ ରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ବାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟ ରେ ଆତ୍ମା ଦ୍ବାରା ସୁନ୍ନତ ହାଇେଥାଏ ସେ ପରମେଶ୍ବରଙ୍କ ଠାରୁ ପ୍ରଶଂସା ପାଏ, ମଣିଷମାନଙ୍କ ଠାରୁ ନୁହେଁ।
ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।
ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।
ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।