Home Bibles ☰ Books ଗୀତସଂହିତା 45:14 · ଓଡ଼ିଆ ବାଇବେଲ
ଗୀତସଂହିତା 45:14 · ଓଡ଼ିଆ ବାଇବେଲ

ସୌନ୍ଦର୍ୟ୍ଯରେ ମଣ୍ଡିତ ହାଇେ ସେ ରାଜାଙ୍କ ନିକଟକୁ ଆଗଇେ ୟାଏ ତା'ର ସଖିମାନେ ତା' ପଛରେ ଅନୁସରଣ କରନ୍ତି।

Cross references

ଯାତ୍ରା ପୁସ୍ତକ 27:16

ପ୍ରାଙ୍ଗଣର ପ୍ରବେଶପଥ ନିମନ୍ତେ ପରଦାଟି କୋଡିଏ ହାତ ଲମ୍ବ ହବେ ଉଚିତ୍। ସହେି ପରଦାଟିକୁ ସୂକ୍ଷ୍ମ ନାଇଲନ ସୂତା ରେ ତିଆରି କର ଯାହାକି ନୀଳ, ବାଇଗଣୀ, ଲାଲ ରଙ୍ଗର ସୂତା ରେ ଶିଳ୍ପକର୍ମ ହାଇେଥିବ। ଏବଂ ଏହାର ତା'ର ଚାରୋଟୀ ସ୍ତମ୍ଭ ଓ ଚାରୋଟୀ ଆଧାର ହବୋ ଉଚିତ୍।

ଯାତ୍ରା ପୁସ୍ତକ 28:39

ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।

ବିଚାରକର୍ତାମାନଙ୍କ ବିବରଣ 5:30

ମୁ ନିଶ୍ଚିତ, ସମାନେେ ୟକ୍ସ୍ଟଦ୍ଧ ରେ ବିଜଯୀ ହାଇେଛନ୍ତି। ସମାନେେ ଲକ୍ସ୍ଟସ୍ଖିତ ସାମଗ୍ରୀ ସବୁ ନଇେ ଯାଉଛନ୍ତି। ସମାନେେ ଲକ୍ସ୍ଟସ୍ଖିତ ସାମଗ୍ରୀକକ୍ସ୍ଟ ସମାନଙ୍କେ ମଧିଅରେ ଭାଗ କରୁଛନ୍ତି। ପ୍ରେତ୍ୟକକ ସୈନ୍ଯ ଗୋଟିଏ ବା ଦକ୍ସ୍ଟଇଟି ୟକ୍ସ୍ଟବତୀ ନେଉଛନ୍ତି। ହାଇପୋ ରେ ସୀଷରା ରଂଗ କରାୟାଇଥିବା ବସ୍ତ୍ର ଖଣ୍ଡେ, ରଂଗ କରାୟାଇଥିବା ହସ୍ତ କର୍ମ ଚିତ୍ରିତ ବସ୍ତ୍ର କିମ୍ବା ବିଜତାେ ସୀଷରାର ପରିଧାନ ପାଇଁ ଦକ୍ସ୍ଟଇଟି ଖଣ୍ତ ପାଇଅଛି।

ପରମଗୀତ 1:3

ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।

ପରମଗୀତ 2:7

ହେ ୟିରୁଶାଲମ ଚତୁପାଶର୍‌ବର କ୍ଷେତ୍ରସବୁ, କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ନାମ ରେ ମାଠାେ ରେ ପ୍ରତିଜ୍ଞା କର। ଉଚିତ୍ ସମୟରେ ନ ହବୋ ପର୍ୟ୍ଯନ୍ତ ପ୍ ରମେକୁ ଜଗାଅ ନାହିଁ।

ପରମଗୀତ 5:8

ଆଗୋ ୟିରୁଶାଲମର କନ୍ଯାଗଣ। ଯବେେ ତୁମ୍ଭମାନେେ ମାେ ପ୍ରିଯତମଙ୍କ ଦଖାେ ପାଇବ, ତବେେ ମୁଁ ତୁମ୍ଭମାନଙ୍କୁ ଶପଥ ଦଇେ କହୁଅଛି, ମୁଁ ପ୍ ରମେ ପତିତା ବୋଲି ତୁମ୍ଭେ ତାଙ୍କୁ କହିବ।

ପରମଗୀତ 6:1

ଆଗୋ ନାରୀଗଣ ମଧିଅରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିଯତମ କୁଆଡ଼େ ୟାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭମାନେେ ଯମେନ୍ତ ଖାଜେି ପାରିବା ଏଥିପାଇଁ ତୁମ୍ଭ ପ୍ରିଯତମ କେଉଁ ଆଡ଼କୁ ୟାଇଛନ୍ତି କୁହ।

ପରମଗୀତ 6:8

ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ଯ ୟୁବତୀ ଅଛନ୍ତି।

ପରମଗୀତ 6:13

ହେ ଶୂଲମିଯରେ ନାରୀ, ଫରେିଆସ, ଫରେିଆସ ଆମ୍ଭମାନେେ ତୁମ୍ଭକୁ ଦେଖିବା ପାଇଁ ଚାହୁଁଛୁ। ଯେତବେେଳେ ସେ ମହନଯିମ ନୃତ୍ଯ କରୁଛି, କାହିଁକି ତୁମ୍ଭମାନେେ ଶୂଲମିଯାଯ ନାରୀକୁ କାହିଁକି ଅନାଇବ ?

ପରମଗୀତ 8:13

ହେ ଉପବନ ବାସିନୀ, ମିତ୍ରଗଣ ତୁମ୍ଭର କଥା ଶୁଣନ୍ତି। ତୁମ୍ଭ ସ୍ବର ମାେତେ ମଧ୍ଯ ଶୁଣିବାକୁ ଦିଅ।

ଯୋହନଲିଖିତ ସୁସମାଚାର 17:24

ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:2

ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:1

ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

Interlinear

Choose Theme