Home Bibles ଗୀତସଂହିତା 45:3 · ଓଡ଼ିଆ ବାଇବେଲ
ଗୀତସଂହିତା 45:3 · ଓଡ଼ିଆ ବାଇବେଲ

ହେ ବୀର ତୁମ୍ଭର ଖଡ୍ଗ ଧାରଣ କର, ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶାେଭା ପାଉ।

Cross references

ବିଚାରକର୍ତାମାନଙ୍କ ବିବରଣ 3:16

ଏହକ୍ସ୍ଟଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ର୍ଦୈଘ୍ଯ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ବିଧାର ବିଶିଷ୍ଟ ଥିଲା। ଏହାକକ୍ସ୍ଟ ତାଙ୍କର ଦକ୍ଷିଣ ଜଂଘ ରେ ବସ୍ତ୍ର ଭିତ ରେ ବାନ୍ଧି କଖିଲେ।

ଆୟୁବ ପୁସ୍ତକ 1:16

ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛଳେି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦଲୋ। ମୁଁ କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷଯ ରେ କହିବା ପାଇଁ।

ଗୀତସଂହିତା 21:5

ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?

ଗୀତସଂହିତା 21:7

ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।

ଗୀତସଂହିତା 96:6

ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ଯମାନ।

ଗୀତସଂହିତା 104:1

ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମହାନ୍। ତୁମ୍ଭେ ସମ୍ଭ୍ରମ ଓ ଐଶ୍ଚର୍ୟ୍ଯରେ ବିଭୂଷିତ।

ଗୀତସଂହିତା 145:5

ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ୟ୍ଯପୂର୍ଣ୍ଣ। ମୁଁ ତୁମ୍ଭ ଅଦଦ୍ଭୂତ କର୍ମ ବିଷଯ ଧ୍ଯାନ କରିବି।

ଗୀତସଂହିତା 145:12

ତଣେୁ ଅନ୍ୟ ଲୋକମାନେ ତୁମ୍ଭର ମହାନ୍ କାର୍ୟ୍ଯ ବିଷଯରେ ଜାଣିବେ ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ୟ୍ଯଜନକ ଓ ମହାନ୍।

ପରମଗୀତ 2:3

ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।

ପରମଗୀତ 5:13

ତାଙ୍କର ଗଣ୍ଡଦେଶ ସୁଗନ୍ଧି ଲତାର କିଆରି ସ୍ବରୂପ ସୁଗନ୍ଧି ତୃଣର ତଟ ସ୍ବରୂପ। ତାଙ୍କର ଓଷ୍ଠଧାର କଇଁଫୁଲ ତୁଲ୍ଯ ତହିଁରୁ ଦ୍ରବ ଗନ୍ଧରସ ଝ ରେ।

ଯିଶାଇୟ 9:6

ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'

ଯିଶାଇୟ 49:2

ସଦାପ୍ରଭୁ ତାଙ୍କର ବାକ୍ଯ ପ୍ରଚାର ପାଇଁ ମାେତେ ପଠାଇଛନ୍ତି। ତେଣୁ ସେ ମାରେ ମୁଖକୁ ତୀକ୍ଷ୍ଣ ଖଡ୍ଗ ସ୍ବରୂପ କରିଛନ୍ତି। ନିଜର ହସ୍ତ ଛାଯା ରେ ସେ ମାେତେ ଲୁଚାଇ ରଖିଛନ୍ତି ଓ ସେ ମାେତେ ଶାଣିତ ବାଣସ୍ବରୂପ କରି ନିଜର ତୁଣୀର ରେ ଲୁଚାଇ ରଖିଛନ୍ତି।

ଯିଶାଇୟ 63:1

ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ ? ନିଜ ପରିଧଯେ ବସ୍ତ୍ର ରେ ଗୌରବନ୍ବିତ ଓ ନିଜ ମହାଶକ୍ତି ରେ ୟିଏ ବିଜେ କରୁଛନ୍ତି, ସେ କିଏ ? ସଦାପ୍ରଭୁ କୁହନ୍ତି, ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:36

ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।

ରୋମୀୟଙ୍କ ପ୍ରତି ପତ୍ର 14:9

ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।

ଏବ୍ରୀ 1:3

ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ଏବ୍ରୀ 4:12

ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

ଏବ୍ରୀ 8:1

ଆମ୍ଭେ ଯାହା କିଛି କହୁଛୁ, ତାର ସାର ମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାୟାଜକ ଅଛନ୍ତି, ଯେ ସ୍ବର୍ଗର ପରମେଶ୍ବରଙ୍କ ସିଂହାସନର ଦକ୍ଷିଣ ପାଶର୍‌ବ ରେ ବସି ଅଛନ୍ତି।

ଯିହୂଦାଙ୍କ ପତ୍ର 1:25

ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:16

ସେ ତାହାଙ୍କ ଡାହାଣ ହାତ ରେ ସାତାଟେି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ୟୁକ୍ତ ଖଡ୍ଗ ବାହାରି ଆସିଲା। ସେ ମଧ୍ଯାହ୍ନ ସୂର୍ୟ୍ଯଭଳି ତଜେୋମୟ ଦଖାଯାେଉଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:15

ସହେି ଅଶ୍ବାରୋହୀଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରଯୋଗ କରିବେ। ସେ ଲୌହଦଣ୍ଡ ରେ ସମାନଙ୍କେୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ବରଙ୍କର କୋରଧରୂପ ଦ୍ରାକ୍ଷାପଷୋ କୁଣ୍ଡକୁ ଦଳିପକାଇବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:21

ସମାନଙ୍କେର ସନୋବାହିନୀଗଣ ଅଶ୍ବାରୋହୀଙ୍କ ମୁଖରୁ ବାହାରିଥିବା ଖଡ୍ଗ ରେ ନିହଦ ହେଲେ। ସମସ୍ତ ପକ୍ଷୀଗଣ ସମାନଙ୍କେର ଏହି ଶରୀରଗୁଡ଼ିକୁ ପଟେ ପୁରିବା ପର୍ୟ୍ଯନ୍ତ ଖାଇଲେ।

Interlinear

Choose Theme