ତୁମ୍ଭ ବିବାହରେ ୟୋଗ ଦଇେଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି। ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାଶର୍ବରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଓ ପୋଷାକ ପିନ୍ଧି ଛିଡ଼ା ହାଇେଛନ୍ତି।
Cross references
ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତି ରେ ଛାଡ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା'ପ୍ରତି ତୁମ୍ଭର କର୍ତ୍ତବ୍ଯ କ'ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ଯ ରେ ଶାନ୍ତି ରେ ମରିବାକୁ ଦବେ ନାହିଁ।
ତେଣୁ ବତ୍ଶବୋ ଅଦୋନିଯ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭଟେିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନ ରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ବାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାଶର୍ବ ରେ ବସିଲେ।
ହୀରମଙ୍କର ଜାହାଜ ରେ ଓଫୀରରୁ ସୁନା ଆସିଥିଲା ସହେି ସବୁ ଜାହାଜ ରେ ମଧ୍ଯ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା।
ଓଫୀର, ହବୀଲା, ୟୋବବଙ୍କର ପିତା ଥିଲେ। ଏହି ସମସ୍ତ ବ୍ଯକ୍ତିଗଣ ୟକ୍ତନର ପୁତ୍ରଗଣ ଥିଲେ।
ତୁମ୍ଭେ ତୁମ୍ଭର ସୁବର୍ଣ୍ଣକୁ ଧୂଳି ମାଟି ଛଡ଼ା କିଛି ନୁହେଁ ବୋଲି ଭାବ। ତୁମ୍ଭର ମୂଲ୍ଯବାନ ସୁନାକୁ ନଦୀର ପଥର ଖଣ୍ଡ ସଦୃଶ ବିଚାର କର।
ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହବୋପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦଖାୟୋନ୍ତି।
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।
ଗନ୍ଧରସ ଓ ଅଗୁରୁ ଚିନି ରେ, ମାହେର ଶୟ୍ଯା ସୁବାସିତ କରିଅଛି।
ଆଗୋ ମାରେ ପ୍ରିୟେ, ମାେ ସଙ୍ଗେ ଲିବାନୋନରୁ ଆସ। ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣରୁ ଏବଂ ସିଂହମାନଙ୍କ ଗୁମ୍ଫାରୁ ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ।
ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ଯ ୟୁବତୀ ଅଛନ୍ତି।
ଆଗୋ ରାଜକନ୍ଯ, ପାଦୁକା ରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୂଣ ଶିଳ୍ପକର ହସ୍ତ ରେ ନିର୍ମିତ ରତ୍ନହାର ସ୍ବରୂପ।
ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।
ଆଉ ମଧ୍ଯ ବିଦେଶୀଯମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ରାଜାମାନେ ତୁମ୍ଭର ସବୋ କରିବେ। କାରଣ ଆମ୍ଭେ ନିଜର କୋରଧବଶତଃ ତୁମ୍ଭକୁ ପ୍ରହାର କରିଥିଲୁ, ମାତ୍ର ନିଜର ଅନୁଗ୍ରହ ରେ ତୁମ୍ଭକୁ କରୁଣା କରିବୁ।
କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।
ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।
ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।
ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଚାଲିବେ। ପୃଥିବୀର ରାଜାମାନେ ସମାନଙ୍କେର ଐଶ୍ବର୍ୟ୍ଯ ଏହି ନଗରୀକୁ ଦବେେ।