ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି।
Cross references
ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସହେ ସ୍ଥାନକକ୍ସ୍ଟ ତୁମ୍ଭମାନେେ ମାରେ ଆଜ୍ଞା ଅନକ୍ସ୍ଟସା ରେ ନିଜ ନିଜ ହୋମ ନବୈେଦ୍ଯ ଓ ନିଜ ନିଜ ବଳିଦାନ, ନିଜ ଆଯର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀଯ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।
କିନ୍ତୁ ଆମ୍ଭେ ବର୍ତ୍ତମାନ ୟିରୁଶାଲମକୁ ଆମ୍ଭର ନାମାର୍ଥେ ଏକ ସ୍ଥାନ ରୂପେ ନିରୂପଣ କରିଅଛୁ। ଏବଂ ଆମ୍ଭେ ଆମ୍ଭର ଲୋକ ଦାଉଦକୁ ଇଶ୍ରାୟେଲକୁ ନତେୃତ୍ବ ଦବୋ ନିମନ୍ତେ ମନୋନୀତ କରିଅଛୁ।'
ସେ ମାେତେ କୋମଳ ସବୁଜ ସ୍ଥାନରେ ଶାଇେବାକୁ ଦିଅନ୍ତି। ସେ ମାେତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।
ହେ ପରମେଶ୍ବର, ତୁମ୍ଭର ଆ ଲୋକ ଓ ସତ୍ଯତାର ବାର୍ତ୍ତା ମାେ ନିକଟକୁ ପ୍ରରେିତ ହେଉ। ତୁମ୍ଭର ଆଲୋକ ଓ ସତ୍ଯତା ମାରେ ପଥ ପ୍ରଦର୍ଶକ ହେଉ। ସମାନେେ ମାେତେ ବାଟ ଦଖାଇେ ତୁମ୍ଭର ପବିତ୍ର ପର୍ବତକୁ ନଇେଯିବେ। ସମାନେେ ମାେତେ ତୁମ୍ଭର ପବିତ୍ର ଗୃହକୁ ପଥ ଦଖାଇବେେ।
ସଦାପ୍ରଭୁ ମହାନ୍ ଅଟନ୍ତି। ଆମ୍ଭର ପରମେଶ୍ବରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
ହଁ, ଆମ୍ଭମାନେେ ତୁମ୍ଭର ଶକ୍ତି ବିଷଯରେ ସହେି ଗଳ୍ପ ସବୁ ଶୁଣି ଅଛୁ। କିନ୍ତୁ ଆମ୍ଭେ ପରମେଶ୍ବରଙ୍କର ଶକ୍ତି ଦେଖି ଅଛୁ। ଆମ୍ଭେ ସହେି ପରମେଶ୍ବରଙ୍କ ନଗରରେ ବାସ କରୁ, ୟପରେି ସୈନ୍ଯାଧିପତି ପରମେଶ୍ବର ଚିରଦିନ ଲାଗି ସହେି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି।
ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।
ହେ ପରମେଶ୍ବରଙ୍କ ନଗରୀ, ତୁମ୍ଭ ବିଷଯରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।
ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।
ସଦାପ୍ରଭୁଙ୍କର ଧନ୍ଯବାଦ କରିବା ଉତ୍ତମ। ହେ ସର୍ବୋପରିସ୍ଥ ପରମେଶ୍ବର, ତୁମ୍ଭ ନାମର ପ୍ରଶଂସା ଗାନ କରିବା ଉତ୍ତମ।
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
ମାରେ ପ୍ରଭୁ କହିଲେ, ଏହି ଲୋକମାନେ ଶୀଲୋହର ଧୀରଷୋର୍ତକୁ ଅଗ୍ରାହ୍ଯ କରି ଉତ୍ସୀନ୍ ଓ ରମଲୀଯର ପୁତ୍ର, ପକହେ ସହିତ ଆନନ୍ଦ କରୁଛନ୍ତି।
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।
ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'
ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥାନ୍ତ, ତବେେ ତୁମ୍ଭର ଶାନ୍ତି ନଦୀତୁଲ୍ଯ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ଯ ତୁମ୍ଭ ନିକଟକୁ ଆସିଥାନ୍ତା।
ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'
ଅନନ୍ତର ସେ ମାେତେ ଫରୋଇ ମନ୍ଦିରର ଦ୍ବାର ନିକଟକୁ ଆଣିଲେ। ଗୃହର ପ୍ରବେଶ ସ୍ଥାନ ରେ ତଳୁ ଜଳ ନିର୍ଗତ ହାଇେ ପୂର୍ବଦିଗ ରେ ବହୁଥିବାର ମୁଁ ଦେଖିଲି କାରଣ ମନ୍ଦିର ସମ୍ମୁଖଭାଗ ପୂର୍ବାଭିମୂଖୀ ଥିଲା। ଆଉ ସହେି ଜଳ ତଳି ମନ୍ଦିରର ଦକ୍ଷିଣପାଶର୍ବ ଦଇେ ୟଜ୍ଞବଦେୀର ଦକ୍ଷିଣ ଦିଗ ରେ ବହିଲା।
ଆମ୍ଭମାନେେ କ'ଣ ଆଣି ସଦାପ୍ରଭୁଙ୍କୁ ଭଟେିବା? କ'ଣ କରି ଆମ୍ଭେ ଉର୍ଦ୍ଧ୍ବସ୍ଥ ପରମେଶ୍ବରଙ୍କୁ ପ୍ରଣାମ କରିବା? କ'ଣ ହାମବେଳି ଓ ଏକବର୍ଷୀଯ ଗୋବତ୍ସ ନଇେ ଆମ୍ଭେ ସଦାପ୍ରଭୁଙ୍କୁ ଭଟେି ଦବୋ?
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।
ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।