Home Bibles ☰ Books ଗୀତସଂହିତା 46:6 · ଓଡ଼ିଆ ବାଇବେଲ
ଗୀତସଂହିତା 46:6 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।

Cross references

ଦିତୀୟ ବିବରଣ 7:21

ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟୟକ୍ସ୍ଟକ୍ତ।

ଯିହୋଶୂୟ 2:9

ମୁ ଜାଣେ, ସଦାପ୍ରଭୁ ଏହି ଦେଶକକ୍ସ୍ଟ ତକ୍ସ୍ଟମ୍ଭ ଲୋକମାନଙ୍କୁ ଦଇେଛନ୍ତି ଏବଂ ତୁମ୍ଭମାନେେ ଆମ୍ଭଙ୍କକ୍ସ୍ଟ ଭୟ ଜନ୍ମାଉଅଛ, ଏହି ସକାେଶ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।

ଯିହୋଶୂୟ 2:11

ଆମ୍ଭମାନେେ ଏହିପରି ମର୍ମନ୍ତକ୍ସ୍ଟଦ କଥାମାନ ଶକ୍ସ୍ଟଣି ଅତ୍ଯନ୍ତ ଭୟଭୀତ ହାଇେ ୟାଇଛକ୍ସ୍ଟ ଏବଂ କହେି ତକ୍ସ୍ଟମ୍ଭ ବିପକ୍ଷ ରେ ୟକ୍ସ୍ଟଦ୍ଧ କରିବା ପାଇଁ ସାହାସ କରୁ ନାହାଁନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଉପରିସ୍ଥ ସ୍ବର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ବର ଅଟନ୍ତି।

ଯିହୋଶୂୟ 2:24

ସମାନେେ ଯିହାଶୂେୟଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ବାସ୍ତବ ରେ ଆମ୍ଭକକ୍ସ୍ଟ ସମସ୍ତ ଦେଶ ଦାନ କରିଛନ୍ତି। ସହେି ଦେଶ ରେ ସମସ୍ତ ଲୋକ ଆମ୍ଭକକ୍ସ୍ଟ ଭୟ କରୁଛନ୍ତି।

ଦିତୀୟ ରାଜାବଳୀ 19:34

ମୁଁ ଏହି ନଗରକୁ ରକ୍ଷା କରିବି। ମାେ ନିଜ ସକାେଶ ଓ ମାରେ ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦବେି।

ଦିତୀୟ ବଂଶାବଳୀ 14:9

ଏହାପରେ ସରହେ ଆସାଙ୍କ ସୈନ୍ଯଦଳର ବିରୁଦ୍ଧ ରେ ଆସିଲା। ସରହେ ଇଥିଓପିଆର ମୁଖ୍ଯ ଥିଲା। ସରହେ ସହିତ ଥିବା ସୈନ୍ଯଦଳ ରେ 1,00,000 ଲୋକ ଓ 300 ରଥ ଥିଲେ। ସରହରେ ସୈନ୍ଯଦଳ ମା ରଶାେ ସହର ପର୍ୟ୍ଯନ୍ତ ମାଡ଼ିଗଲେ।

ଦିତୀୟ ବଂଶାବଳୀ 20:1

ପରେ ମାୟୋବୀଯ, ଅେମ୍ମାନୀୟ ଓ କେତକେ ଅେମ୍ମାନୀୟ ଲୋକ ଯିହାଶାଫେଟ୍ଙ୍କ ସହିତ ୟୁଦ୍ଧ କରିବାକୁ ଆସିଲେ।

ଦିତୀୟ ବଂଶାବଳୀ 20:20

ଯିହାଶାଫେଟ୍ଙ୍କ ସୈନ୍ଯଦଳ ପ୍ରଭାତ ରେ ତକୋଯର ମରୁଭୂମି ମଧ୍ଯକୁ ୟୁଦ୍ଧ ପାଇଁ ୟାତ୍ରା କଲେ। ସମାନେେ ୟାତ୍ରାରମ୍ଭ କରିବା ସମୟରେ ଯିହାଶାଫେଟ୍ ଉଠି ଠିଆ ହେଲେ ଓ କହିଲେ, ଯିହୁଦା ଓ ୟିରୁଶାଲମର ସମସ୍ତ ଲୋକ ମାେ' କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ, ତବେେ ତୁମ୍ଭମାନେେ ଦୃଢ଼ ରୂପେ ଠିଆ ହାଇେ ପାରିବ। ସଦାପ୍ରଭୁଙ୍କର ଭବିଷ୍ଯତ୍ବକ୍ତାମାନଙ୍କଠା ରେ ବିଶ୍ବାସ ରଖ। ତୁମ୍ଭମାନେେ କୃତକାର୍ୟ୍ଯ ହବେ।

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 18:13

ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।

ଗୀତସଂହିତା 68:8

ସୀନଯ ପରମେଶ୍ବରଙ୍କର ! ଇସ୍ରାଯଲରେ ପରମେଶ୍ବର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।

ଗୀତସଂହିତା 68:33

ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।

ଗୀତସଂହିତା 83:2

ହେ ପରମେଶ୍ବର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି ଏବଂ ସମାନେେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।

ଗୀତସଂହିତା 97:5

ସଦାପ୍ରଭୁଙ୍କ ସମ୍ମୁଖରେ ପୃଥିବୀର ସମସ୍ତ ପ୍ରଭୁ, ପର୍ବତଗୁଡ଼ିକ ମହମ ପରି ତରଳି ଗଲେ।

ଗୀତସଂହିତା 125:1

ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।

ଯିଶାଇୟ 8:9

ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।

Interlinear

Choose Theme