Home Bibles ☰ Books ଗୀତସଂହିତା 47:1 · ଓଡ଼ିଆ ବାଇବେଲ
ଗୀତସଂହିତା 47:1 · ଓଡ଼ିଆ ବାଇବେଲ

ହେ ସର୍ବଗୋଷ୍ଠୀଯମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।

Cross references

ପ୍ରଥମ ଶାମୁୟେଲ 10:24

ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଏଇ ବ୍ଯକ୍ତିକକ୍ସ୍ଟ ଦେଖ। ପରମେଶ୍ବର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧିଅରେ ତାଙ୍କଠାରକ୍ସ୍ଟ ସକ୍ସ୍ଟପୁରୁଷ ଆଉ କହେି ନାହାଁନ୍ତି।

ଦିତୀୟ ଶାମୁୟେଲ 6:15

ଏହିପରି ଭାବରେ ଦାଉଦ ଓ ଇଶ୍ରାୟେଲୀୟମାନେ ଆନନ୍ଦ ଉଲ୍ଲାସ ରେ ଜଯଧ୍ବନୀ କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଗର ମଧ୍ଯକକ୍ସ୍ଟ ନଇେ ଆସିଲେ।

ଦିତୀୟ ରାଜାବଳୀ 11:12

ସେତବେେଳେ ସମାନେେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସମାନେେ ତାଙ୍କୁ ରାଜାକରି ଅଭିଷକେ କଲେ। ଆଉ କରତାଳି ଦଇେ କହିଲେ, ରାଜା ଚିରଜୀବି ହୁଅନ୍ତୁ।

ଦିତୀୟ ବଂଶାବଳୀ 13:15

ଏହା ପରେ ଯିହୁଦାର ଲୋକମାନେ ଜୋର୍ ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତବେେଳେ ଜୋର୍ ରେ ଚିତ୍କାର କଲେ, ପରମେଶ୍ବର ୟାରବିଯାମଙ୍କ ସୈନ୍ଯଦଳକୁ ପରାସ୍ତ କଲେ। ଇଶ୍ରାୟେଲରୁ ଆଗତ ୟାରବିଯାମ୍ଙ୍କ ସମସ୍ତ ସୈନ୍ଯଦଳ ଯିହୁଦାରୁ ଆଗତ ଅବିଯଙ୍କ ସୈନ୍ଯଦଳ ଦ୍ବାରା ପରାସ୍ତ ହେଲେ।

ଏଜ୍ରା 3:11

ସମାନେେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ଯବାଦ ଦଇେ ଏକ ଆ ରକେ ପ୍ରତି ଗାନକରି କହିଲେ, ସେ ମଙ୍ଗଳମଯ, ଯେ ହତେୁ ଇଶ୍ରାୟେଲ ପ୍ରତି ତାଙ୍କର କରୁଣା ଅନନ୍ତକାଳସ୍ଥାଯୀ ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାୟିବା ସକାଶୁ ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ବର ରେ ଜଯଧ୍ବନି କଲେ।

ଗୀତସଂହିତା 42:1

ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।

ଗୀତସଂହିତା 46:1

ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ଗୀତସଂହିତା 47:5

ସଦାପ୍ରଭୁ ଯେତବେେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି ସେତବେେଳେ ତୂରୀ ଓ ଜଯଜଯକାର ନାଦରେ ଗଗନ ପବନ ମୁଖରିତ ହୁଏ।

ଗୀତସଂହିତା 98:4

ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।

ଗୀତସଂହିତା 98:8

ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।

ଗୀତସଂହିତା 106:47

ହେ ସଦାପ୍ରଭୁ ପରମେଶ୍ବର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ବର ଆମ୍ଭମାନଙ୍କୁ ଅନ୍ୟ ଦେଶୀଯମାନଙ୍କଠାରୁ ଫରୋଇ ଆଣ। ୟପରେିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରିପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହାଇପୋରିବୁ।

ଯିଶାଇୟ 55:12

ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।

ଯିରିମିୟ 31:7

କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।

Interlinear

Choose Theme