Home Bibles ☰ Books ଗୀତସଂହିତା 47:2 · ଓଡ଼ିଆ ବାଇବେଲ
ଗୀତସଂହିତା 47:2 · ଓଡ଼ିଆ ବାଇବେଲ

ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।

Cross references

ଦିତୀୟ ବିବରଣ 7:21

ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟୟକ୍ସ୍ଟକ୍ତ।

ଦିତୀୟ ବିବରଣ 28:58

ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ଏହି ଗୌରବମଯ ଓ ଭୟଙ୍କର ନାମକକ୍ସ୍ଟ ଭୟ କରିବା ପାଇଁ ଯବେେ ଏହି ପୁସ୍ତକକରେ ଲିଖିତ ବ୍ଯବସ୍ଥାର ସମସ୍ତ କଥା ପାଳିବାକକ୍ସ୍ଟ ମନୟେୋଗ କରିବ।

ନିହିମିୟା 1:5

ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 47:7

ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର।

ଗୀତସଂହିତା 65:5

ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।

ଗୀତସଂହିତା 66:3

ପରମେଶ୍ବରଙ୍କୁ କୁହ, ତୁମ୍ଭର କାର୍ୟ୍ଯ ଆଶ୍ଚର୍ୟ୍ଯଜନକ ଅଟେ। ପରମେଶ୍ବର ତୁମ୍ଭର ଶକ୍ତି ମହାନ୍ ! ତୁମ୍ଭର ଶତ୍ରୁମାନେ ତୁମ୍ଭ ସମ୍ମୁଖରେ ନତମସ୍ତକ ହୁଅନ୍ତି। ସମାନେେ ତୁମ୍ଭକୁ ଭୟ କରନ୍ତି!

ଗୀତସଂହିତା 68:35

ପରମେଶ୍ବର ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇଶ୍ରାୟେଲର ପରମେଶ୍ବର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ଯ ପ୍ରଦାନ କରନ୍ତି। ପରମେଶ୍ବରଙ୍କର ପ୍ରଶଂସା ଗୁଣଗାନ କର।

ଗୀତସଂହିତା 76:12

ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

ଗୀତସଂହିତା 95:3

କାରଣ ସଦାପ୍ରଭୁ ହେଉଛନ୍ତି, ମହାନ୍ ପରମେଶ୍ବର। ସେ ସମସ୍ତ ସକଳ ଦବେତାଗଣଙ୍କ ଉପରେ ଶାସନ କରନ୍ତି।

ଗୀତସଂହିତା 99:3

ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।

ଗୀତସଂହିତା 145:6

ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷଯରେ ବ୍ଯକ୍ତ କରନ୍ତୁ। ପୁଣି ମୁଁ ତୁମ୍ଭର ମହାନତା ବିଷଯରେ ପ୍ରଚାର କରିବି।

Interlinear

Choose Theme