Home Bibles ଗୀତସଂହିତା 47:6 · ଓଡ଼ିଆ ବାଇବେଲ
ଗୀତସଂହିତା 47:6 · ଓଡ଼ିଆ ବାଇବେଲ

ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।

Cross references

ଯାତ୍ରା ପୁସ୍ତକ 15:21

ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।

ପ୍ରଥମ ବଂଶାବଳୀ 15:28

ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।

ପ୍ରଥମ ବଂଶାବଳୀ 16:9

ପରମେଶ୍ବରଙ୍କ ନିକଟରେ ଗାଯନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ୟ୍ଯସକଳ ଜଣାଅ।

ପ୍ରଥମ ବଂଶାବଳୀ 29:20

ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।

ଗୀତସଂହିତା 68:4

ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।

ଗୀତସଂହିତା 89:18

ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇଶ୍ରାୟେଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ବରଙ୍କ ଦ୍ବାରା ମନୋନୀତ।

ଗୀତସଂହିତା 96:1

ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।

ଗୀତସଂହିତା 117:1

ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 145:1

ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।

ଗୀତସଂହିତା 149:1

ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।

ଯିଶାଇୟ 12:4

ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'

ଯିଶାଇୟ 33:22

ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।

ଯିଖରିୟ 9:9

ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

ମାଥିଉଲିଖିତ ସୁସମାଚାର 25:34

ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ମାଥିଉଲିଖିତ ସୁସମାଚାର 27:37

ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।

ଏଫିସୀୟଙ୍କ ପ୍ରତି ପତ୍ର 5:18

ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।

Interlinear

Choose Theme