ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ।
Cross references
କଯିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହାପରେ ସେ ଗର୍ଭବତୀ ହାଇେ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କଯିନ ତା'ର ପୁତ୍ର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦଲୋ ହନୋକ।
ମନଃଶିର ପକ୍ସ୍ଟତ୍ର ୟାଯୀର ଗଶ୍ବରୀଯ ଓ ମାଖାଥୀଯ ସୀମା ପର୍ୟ୍ଯନ୍ତ ଅର୍ ଗୋବର(ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସହେି ଅଞ୍ଚଳକକ୍ସ୍ଟ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ୟ୍ଯନ୍ତ ବାଶନକକ୍ସ୍ଟ ହବୋତ୍-ୟାଯୀର ବୋଲି ଡକାୟାଏ।
ଶାମକ୍ସ୍ଟଯଲେ ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଶାଉଲଙ୍କକ୍ସ୍ଟ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତା ରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, ଶାଉଲ ୟିହକ୍ସ୍ଟଦାର କର୍ମିଲ୍ ସହରକକ୍ସ୍ଟ ଆସିଥିଲେ। ଶାଉଲ ସଠାେକକ୍ସ୍ଟ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡେ ୟାତ୍ରା କରି ସାରିବା ପରେ ଗିଲଗଲ୍ ରେ ପହନ୍ଚିବେ।
ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକା ରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, ମାରେ ନାମକକ୍ସ୍ଟ ଜୀବିତ ରଖିବା ପାଇଁ ମାରେ ପକ୍ସ୍ଟତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ। ସହେି ନାମ ଅଦ୍ଯପି ଅବଶା ଲୋମର ସମାଧିସ୍ତକ୍ସ୍ଟପ ରହିଅଛି।
ସହେି ଲୋକମାନେ କବେେ ସତ୍ଯ କଥା କହନ୍ତି ନାହିଁ। ସମାନେେ ସବୁ ମିଥ୍ଯାବାଦୀ, ସତ୍ଯକୁ ଗୋପନ ରଖନ୍ତି। ସମାନଙ୍କେର ପାଟି ଏକ କବର ସ୍ବରୂପ। ସମାନେେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି ଓ ସମାନଙ୍କେ ଉଦ୍ଦେଶ୍ଯ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା।
ସହେି ଲୋକମାନେ ଭାବନ୍ତି ୟେ ସମାନଙ୍କେ ଉପରେ କବେେ ବିପଦ ଆସିବ ନାହିଁ। ସମାନେେ କହନ୍ତି, ଆମ୍ଭର ସବୁବେଳେ ଭଲ ହବେ ଏବଂ କବେେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।
ହେ ମାରେ ପ୍ରଭୁ, ମାରେ ଆଉ କ'ଣ ଆଶା ଅଛି ? ତୁମ୍ଭେ ମାରେ ସମସ୍ତ ଆଶା ଓ ଭରସା।
କହେି ଆମ୍ଭର ଦୋଷକୁ ଆବିଷ୍କାର କରିବେ ନାହିଁ। କିଏ ଦୋଷକୁ ଅନୁସନ୍ଧାନ କରିବ ? ଆମ୍ଭମାନଙ୍କର ସଂପୂର୍ଣ୍ଣ ଯୋଜନା ଅଛି। ଲୋକମାନେ ବହୁତ କୁଟିଳ ଏବଂ ବୁଝିବା ବହୁତ କଷ୍ଟ।
ଜ୍ଞାନବାନ ବ୍ଯକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ଯକ୍ତି ଅନ୍ଧକାର ରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶଷେ ରେ ଉଭୟ ମୃତ୍ଯୁବରଣ କରନ୍ତି।
କାରଣ ଜଣେ ବ୍ଯକ୍ତି ଜ୍ଞାନ, ବିଦ୍ଯା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ଯକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ୟିବ। ଏ ମଧ୍ଯ ଅସାର ଏବଂ ପବନକୁ ଧରିବା ପରି।
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ସେ ସମୟରେ ନାନା ଭାବନା ତୁମ୍ଭ ମନ ରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।
ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତ ରେ ତୁମ୍ଭମାନେେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା' ଦ୍ବାରା ପାଇଥିବା ଜିନିଷ ରେ ପରିପୂର୍ଣ୍ଣ କରିଛ।
ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହାଇେ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ବର ତୁମ୍ଭର ହୃଦୟ ରେ ଥିବା ପାପ ଚ଼ିନ୍ତାକୁ କ୍ଷମା କରିପାରନ୍ତି।