Home Bibles ଗୀତସଂହିତା 49:8 · ଓଡ଼ିଆ ବାଇବେଲ
ଗୀତସଂହିତା 49:8 · ଓଡ଼ିଆ ବାଇବେଲ

ଏମିତି କୌଣସି ବ୍ଯକ୍ତି ନାହିଁ ୟିଏ ଅଧିକ ଧନ ଦଇେ ତା'ର ଜୀବନକୁ ପ୍ରାଯାଶ୍ଚିତ କରିପାରିବ।

Cross references

ଆୟୁବ ପୁସ୍ତକ 6:23

ମୁଁ ତୁମ୍ଭକୁ କହିଛି କି ? ' ମାେତେ ଶତ୍ରୁ କବଳରୁ ଉଦ୍ଧାର କର। ମାେତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।'

ଆୟୁବ ପୁସ୍ତକ 36:18

ତୁମ୍ଭର କୋରଧ ତୁମ୍ଭକୁ ବଦଳାଇ ନଦେଉ, ଯାହା ଫଳ ରେ ତୁମ୍ଭେ ପରମେଶ୍ବରଙ୍କୁ ପରିହାସ କରିବ। ଏବଂ ଗୁରୁତର କ୍ଷତିପୂରଣ ତୁମ୍ଭକୁ ଦୂରକୁ ନଇେ ନଯାଉ।

ଗୀତସଂହିତା 89:49

ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନହପେୂର୍ଣ୍ଣ କରୁଣା କୁଆଡ଼େ ଗଲା। ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ବସ୍ଥତା ଦଖାଇବୋ ପାଇଁ ପ୍ରତିଜ୍ଞା କରିଥିଲ।

ମାଥିଉଲିଖିତ ସୁସମାଚାର 16:26

ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।

Interlinear

Choose Theme