Home Bibles ଗୀତସଂହିତା 50:17 · ଓଡ଼ିଆ ବାଇବେଲ
ଗୀତସଂହିତା 50:17 · ଓଡ଼ିଆ ବାଇବେଲ

କାରଣ ତୁମ୍ଭମାନେେ ଆନନ୍ଦିତ ନୁହଁ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭମାନେେ ମାରେ କଥାକୁ ଘୃଣା କର। ତୁମ୍ଭମାନେେ ମାରେ କଥାକୁ ଅବଜ୍ଞା କର।

Cross references

ଲେବୀୟ ପୁସ୍ତକ 26:15

ତୁମ୍ଭମାନେେ ଯଦି ମାରେ ବ୍ଯବସ୍ଥା ଅବଜ୍ଞା କର ଓ ମାରେ ଆଜ୍ଞାକୁ ଘୃଣା କର ଓ ମାରେ ଆଜ୍ଞାକୁ ଅନୁସରଣ ନକର, ତବେେ ତୁମ୍ଭମାନେେ ମାରେ ଚୁକ୍ତି ଲଙ୍ଘନ କରିବ।

ପ୍ରଥମ ରାଜାବଳୀ 14:9

କିନ୍ତୁ ତୁମ୍ଭେ ମହା କୁକର୍ମ ଓ ପାପ କରିଅଛ। ତୁମ୍ଭ ପୂର୍ବର ଶାସକମାନଙ୍କ ଅପେକ୍ଷା ତୁମ୍ଭେ ଅଧିକ ପାପ କଲ। ତୁମ୍ଭେ ମାେତେ ଅନୁସରଣ କରିବା ବନ୍ଦ କଲ, ମାେତେ ବିରକ୍ତି କରିବା ପାଇଁ ନିଜ ସକାେଶ ଅନ୍ୟ ଦବେତାଗଣ ଓ ପ୍ରତିମାମାନ ନିର୍ମାଣ କରିଅଛ ଓ ମାେତେ ତୁମ୍ଭର ପଛକୁ ପକାଇ ଦଇେଛ।

ନିହିମିୟା 9:26

ତଥାପି ସମାନେେ ଅନାଜ୍ଞାବହ ହେଲେ। ସମାନେେ ତୁମ୍ଭ ବିରୁଦ୍ଧ ରେ ଦ୍ରୋହାଚରଣ କଲେ। ସମାନେେ ତୁମ୍ଭର ବ୍ଯବସ୍ଥା ନିଜ ପଛକୁ ପକାଇଲେ। ସମାନେେ ତୁମ୍ଭର ଯେଉଁ ଭବିଷ୍ଯଦ୍ବକ୍ତାମାନେ ତୁମ୍ଭ ପାଖକୁ ଫରେି ଆସିବା ପାଇଁ ୟୁକ୍ତି କଲେ, ସମାନଙ୍କେୁ ହତ୍ଯା କଲେ ସମାନେେ ସହେି ଯାଜକମାନଙ୍କ ପ୍ରତି ବହୁତ ନିନ୍ଦନୀଯ କାର୍ୟ୍ଯ କଲେ।

ହିତୋପଦେଶ 1:7

ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।

ହିତୋପଦେଶ 1:28

ଯେତବେେଳେ ଏହିସବୁ ଘଟିବ, ତୁମ୍ଭମାନେେ ମାରେ ସାହାୟ୍ଯ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାୟ୍ଯ କରିବି ନାହିଁ। ତୁମ୍ଭମାନେ ମାେତେ ଖାଜେିବ। କିନ୍ତୁ ତୁମ୍ଭମାନେେ ମାେତେ ପାଇବ ନାହିଁ।

ହିତୋପଦେଶ 1:29

ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବି ନାହିଁ, କାରଣ ତୁମ୍ଭମାନେେ ମାରେ ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭମାନେେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦବୋ ପାଇଁ ତୁମ୍ଭମାନେେ ନାସ୍ତି କଲ।

ହିତୋପଦେଶ 5:12

ସେତବେେଳେ ତୁମ୍ଭେ କହିବ, କାହିଁକି ମୁଁ ମାରେପିତାଙ୍କ କଥା ଶୁଣିଲି ନାହିଁ।

ହିତୋପଦେଶ 8:36

କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।

ହିତୋପଦେଶ 12:1

ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।

ହିତୋପଦେଶ 15:10

ଜଣେ ୟିଏ ଜ୍ଞାନର ପଥ ତ୍ଯାଗ କରେ, ପୁଣି ଯେଉଁଲୋକ ଅନୁୟୋଗ ଘୃଣା କରେ ସେ ମରିବ।

ଯିଶାଇୟ 5:23

ସଦାଷୀକୁ କ୍ଷମା କରିବାକୁ ତୁମ୍ଲଭସସମାନଙ୍କୁ ଲାଞ୍ଚସଦଲଲସସମାଲନ ଲାଞ୍ଚସନଲବ। ମାତ୍ରସସମାଲନ ଉତ୍ତମସଲାକଙ୍କୁ ନ୍ଯାଯ ବିଚାର ଦିଅନ୍ତି ନାହିଁ।

ଯିରିମିୟ 8:9

ସହେି 'ଜ୍ଞାନୀ ଲୋକମାନେ' ଲଜ୍ଜିତ ହବେେ, ସମାନେେ ଦ୍ବନ୍ଦ ରେ ପଡ଼ିବେ ଓ ଫାନ୍ଦ ରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସମାନେେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ଯାଖାନ କଲେ। ସମାନଙ୍କେୁ କିପରି 'ଜ୍ଞାନୀ' ବୋଲି ବିବଚେନା କରାୟିବ ?

ଯିରିମିୟ 18:12

ମାତ୍ର ଯିହୁଦାବାସୀ କହନ୍ତି, 'ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭମାନେେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭମାନେେ ପ୍ରେତ୍ୟକକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ଯତାନୁସା ରେ କର୍ମ କରି ଚାଲିବୁ।'

ଯିରିମିୟ 36:23

ଅନନ୍ତର ୟିହୁଦି ପୁସ୍ତକରୁ ତନିଚାରି ପତ୍ର ପାଠ କଲାପ ରେ ରାଜା ଏକ କ୍ଷୁଦ୍ର ଛୁରୀ ରେ ତାହାକୁ କାଟି ଅଗ୍ନିପାତ୍ର ରେ ଥିବା ଅଗ୍ନି ରେ ତାହା ପକାଇ ଦେଲେ। ଶଷେ ରେ ସହେି ପାତ୍ର ଅଗ୍ନି ରେ ସମସ୍ତ ପୁସ୍ତକ ଭସ୍ମସାତ୍ ହେଲା।

ଯୋହନଲିଖିତ ସୁସମାଚାର 3:20

ମନ୍ଦକାର୍ୟ୍ଯ କରୁଥିବା ପ୍ରେତ୍ୟକକ ଲୋକ ଆଲୋକକୁ ଘୃଣା କରେ। ସେ କବେେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ୟ୍ଯ ଗୁଡିକୁ ଦଖାଇେ ଦବେ।

ରୋମୀୟଙ୍କ ପ୍ରତି ପତ୍ର 1:28

ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

ରୋମୀୟଙ୍କ ପ୍ରତି ପତ୍ର 2:21

ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଚେ଼ାରୀକରନାହିଁ। କିନ୍ତୁ ତୁମ୍ଭେ ନିଜେ ଚେ଼ାରୀ କରୁଛ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:10

ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:3

ସମୟ ଆସୁଛି, ଯେତବେେଳେ ଲୋକେ ସତ୍ ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନଜ ମନପସନ୍ଦ ଶିକ୍ଷା ସମାନଙ୍କେଠାରୁ ସଂଗ୍ରହ କରିବେ, ଯେଉଁମାନେ ସମାନଙ୍କେୁ ସନ୍ତୁଷ୍ଟ କଲାଭଳି କଥା କହିବେ।

Interlinear

Choose Theme